1. ନାଗ ପଞ୍ଚମୀ: ଜାଣନ୍ତୁ ନାଗ ପୂଜାର ପରମ୍ପରା ସମ୍ପର୍କରେ 2. ଆକାଶେ ଉଦେ ନିଶାକର, ଦେବକୀ ଉଦରୁ ବାହାର 3. ଅଗ୍ରପୂଜ୍ୟ ଶ୍ରୀଗଣେଶ 4. ଓଡ଼ିଶାର ଏକ ପାରମ୍ପରିକ ଓଷା: ଖୁଦୁରୁକୁଣୀ 5. ସାମାଜିକ ଏକତାର ପର୍ବ: ନୂଆଖାଇ 6. ନିର୍ମାଣ ଏବଂ ସୃଷ୍ଟିର ଦେବତା: ଦେବଶିଳ୍ପୀ ବିଶ୍ୱକର୍ମା 7. ଓଡ଼ିଶାର ନିଆରା ଲକ୍ଷ୍ମୀ ବ୍ରତ: ସୁଦଶା ବ୍ରତ 8. ପିତୃପକ୍ଷ ଓ ମହାଳୟା ଶ୍ରାଦ୍ଧ 9. ଶାରଦୀୟ ଦୁର୍ଗା ପୂଜା 10. କୃଷିଭିତ୍ତିକ ପର୍ବ ଗର୍ଭଣା ସଂକ୍ରାନ୍ତି 11. ଅଁଳା ନବମୀ ଓ ରାଧାପାଦ ଦର୍ଶନ 12. ପଞ୍ଚୁକ ବ୍ରତ ଓ ବଡ଼ ଓଷା 13. କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ 14. ଧନୁ ସଂକ୍ରାନ୍ତି ଓ ପହିଲି ଭୋଗ ନୀତି 15. ଓଡ଼ିଆ ଜନଜୀବନରେ ମାଣବସା ଗୁରୁବାର ଓଷା 16. ଶାନ୍ତି ଓ ଐକ୍ୟର ପର୍ବ: ବଡ଼ଦିନ 17. ବକୁଳ ଅମାବାସ୍ୟା 18. ଶାମ୍ବ ଦଶମୀ ଓ ସୂର୍ଯ୍ୟ ପୂଜା 19. ବସନ୍ତ ପଞ୍ଚମୀ 20. ଏକ ପବିତ୍ର ତିଥି - ମାଘ ସପ୍ତମୀ 21. ଶୈବଧର୍ମ ଓ ଶିବରାତ୍ରି 22. ଦୋଳ ପୂର୍ଣ୍ଣିମା 23. ରଙ୍ଗ ଓ ପ୍ରେମର ପର୍ବ: ହୋଲି 24. ଚଇତି ମଙ୍ଗଳବାର: ପନ୍ଥେଇ ପୂଜା 25. ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରା 26. ରାମ ନବମୀର ମହତ୍ତ୍ବ 27. ଓଡ଼ିଆଙ୍କର ଆଦ୍ୟ ପର୍ବ: ପଣା ସଂକ୍ରାନ୍ତି 28. ଚଇତି ପରବ 29. ଓଡ଼ିଆ ପରମ୍ପରାରେ ଅକ୍ଷୟ ତୃତୀୟା 30. ବୁଦ୍ଧ ଜୟନ୍ତୀ ଓ ଚନ୍ଦନ ପୂର୍ଣ୍ଣିମା 31. ପବିତ୍ର ସାବିତ୍ରୀ ବ୍ରତ 32. ରଜ ପର୍ବକୁ ନେଇ କିଛି କଥା 33. ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର 34. ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ - ରକ୍ଷା ବନ୍ଧନ 35. ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା 36. ଦୀପାବଳି ଓ ଓଡିଶାରେ କାଳୀ ପୂଜା 37. କାର୍ତ୍ତିକ ମାସ ଓ ରାଇ ଦାମୋଦର ବ୍ରତ 38. ଜ୍ୟେଷ୍ଠାୟ ନମଃ, ଶ୍ରେଷ୍ଠାୟ ନମଃ 39. ମକର ସଂକ୍ରାନ୍ତି ଓ ଶ୍ରୀଜୀଉଙ୍କ ମକର ଚଉରାଶି 40. ମାଘ ମାସ ଓ ମାଘ ପୂର୍ଣ୍ଣମୀ

କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ

ଧର୍ମର ମାସ କାର୍ତ୍ତିକର ଶେଷ ଦିନ ହେଉଛି କାର୍ତ୍ତିକ ପୂର୍ଣ୍ଣିମା । ଏହିଦିନ ବ୍ରତଧାରୀମାନେ ନିଜ ବ୍ରତ ଉଦଯାପନ କରିଥାନ୍ତି । ଏହି କାର୍ତ୍ତିକ ପୂର୍ଣ୍ଣିମାକୁ ରାସ ପୂର୍ଣ୍ଣିମା କୁହାଯାଏ । ଶ୍ରୀମଦ ଭାଗବତରେ ଉଲ୍ଲେଖ ଅଛି - ‘ରାସୋତ୍ସବଃ ସମ୍ପ୍ରବୃତ୍ତୋ ଗୋପୀ ମଣ୍ଡଲ ମଣ୍ଡିତଃ, ଯୋଗେଶ୍ୱରେଣ କୃଷ୍ଣେନ ତାସାଂ ମଧ୍ୟେ ଦ୍ୱୟୋର୍ଦ୍ୱୟୋଃ ।’ ଅର୍ଥାତ ପୂର୍ଣ୍ଣକାମ ଯୋଗେଶ୍ୱର, ରାସେଶ୍ୱର ଶ୍ରୀକୃଷ୍ଣ ଦୁଇଦୁଇଜଣ ଗୋପୀଙ୍କର ମଝିରେ ସ୍ୱୟଂ ଆବିର୍ଭାବ ହୋଇ ହାତ ଛନ୍ଦି ଏକ ମଣ୍ଡଳ ତିଆରି କଲେ । ଏହାପରେ ହଜାର ହଜାର ଗୋପୀଙ୍କ ଦ୍ୱାରା ଶୋଭାୟମାନ ଭଗବାନ ଶ୍ରୀକୃଷ୍ଣଙ୍କର ଦିବ୍ୟ ରାସୋତ୍ସବ ଆରମ୍ଭ ହୋଇଥିଲା । ରାସମଣ୍ଡଳରେ ସମସ୍ତ ଗୋପୀ ସେମାନଙ୍କର ପ୍ରିୟତମ ଶ୍ରୀକୃଷ୍ଣଙ୍କ ସହିତ ନୃତ୍ୟ କରିଥିଲେ । ଭଗବାନ ଶ୍ରୀକୃଷ୍ଣ ରାସେଶ୍ୱରୀ ଶ୍ରୀରାଧାଙ୍କ ସହ ବୃନ୍ଦାବନର କୁଞ୍ଜକାନନରେ ରାସ ରଚନା କରିଥିଲେ । ଭାରତରେ ବୈଷ୍ଣବମାନେ ଏହି ସ୍ମୃତି ଉତ୍ସବକୁ ବହୁତ ଧୁମଧାମରେ ପାଳନ କରିଥାନ୍ତି । କାର୍ତ୍ତିକ ଶୁକ୍ଳ ଏକାଦଶୀ ତିଥୀରୁ ଆରମ୍ଭ ହେଉଥିବା ଏହି ଉତ୍ସବ ପୂର୍ଣ୍ଣମୀ ଦିନ ଉଦଯାପିତ ହୁଏ । ସେହି ମଧୁର ପ୍ରତିଛବିକୁ ରାସ କୁଞ୍ଜମାନଙ୍କରେ ଉପସ୍ଥାପନା କରାଯାଏ । ରାଧାକୃଷ୍ଣଙ୍କ ଅମୃତ ପ୍ରେମ କଥାକୁ ସଚିତ୍ର ଆକାରରେ ବିଭିନ୍ନ ରାସକୁଞ୍ଜରେ ଗାନ କରାଯାଏ । ଏହି ଅବସରରେ ପ୍ରତ୍ୟେକ ରାସ ମଣ୍ଡପରେ ରାଧାକୃଷ୍ଣଙ୍କ ଚିତ୍ର ସ୍ଥାପନା କରାଯାଇଥାଏ । ପ୍ରତ୍ୟହ ସନ୍ଧ୍ୟାରେ ରାହାସ ବୋଲାଯାଇଥାଏ । ଗାଁ ଗହଳରେ

"କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |