1. ନାଗ ପଞ୍ଚମୀ: ଜାଣନ୍ତୁ ନାଗ ପୂଜାର ପରମ୍ପରା ସମ୍ପର୍କରେ
2. ଆକାଶେ ଉଦେ ନିଶାକର, ଦେବକୀ ଉଦରୁ ବାହାର
3. ଅଗ୍ରପୂଜ୍ୟ ଶ୍ରୀଗଣେଶ
4. ଓଡ଼ିଶାର ଏକ ପାରମ୍ପରିକ ଓଷା: ଖୁଦୁରୁକୁଣୀ
5. ସାମାଜିକ ଏକତାର ପର୍ବ: ନୂଆଖାଇ
6. ନିର୍ମାଣ ଏବଂ ସୃଷ୍ଟିର ଦେବତା: ଦେବଶିଳ୍ପୀ ବିଶ୍ୱକର୍ମା
7. ଓଡ଼ିଶାର ନିଆରା ଲକ୍ଷ୍ମୀ ବ୍ରତ: ସୁଦଶା ବ୍ରତ
8. ପିତୃପକ୍ଷ ଓ ମହାଳୟା ଶ୍ରାଦ୍ଧ
9. ଶାରଦୀୟ ଦୁର୍ଗା ପୂଜା
10. କୃଷିଭିତ୍ତିକ ପର୍ବ ଗର୍ଭଣା ସଂକ୍ରାନ୍ତି
11. ଅଁଳା ନବମୀ ଓ ରାଧାପାଦ ଦର୍ଶନ
12. ପଞ୍ଚୁକ ବ୍ରତ ଓ ବଡ଼ ଓଷା
13. କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ
14. ଧନୁ ସଂକ୍ରାନ୍ତି ଓ ପହିଲି ଭୋଗ ନୀତି
15. ଓଡ଼ିଆ ଜନଜୀବନରେ ମାଣବସା ଗୁରୁବାର ଓଷା
16. ଶାନ୍ତି ଓ ଐକ୍ୟର ପର୍ବ: ବଡ଼ଦିନ
17. ବକୁଳ ଅମାବାସ୍ୟା
18. ଶାମ୍ବ ଦଶମୀ ଓ ସୂର୍ଯ୍ୟ ପୂଜା
19. ବସନ୍ତ ପଞ୍ଚମୀ
20. ଏକ ପବିତ୍ର ତିଥି - ମାଘ ସପ୍ତମୀ
21. ଶୈବଧର୍ମ ଓ ଶିବରାତ୍ରି
22. ଦୋଳ ପୂର୍ଣ୍ଣିମା
23. ରଙ୍ଗ ଓ ପ୍ରେମର ପର୍ବ: ହୋଲି
24. ଚଇତି ମଙ୍ଗଳବାର: ପନ୍ଥେଇ ପୂଜା
25. ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରା
26. ରାମ ନବମୀର ମହତ୍ତ୍ବ
27. ଓଡ଼ିଆଙ୍କର ଆଦ୍ୟ ପର୍ବ: ପଣା ସଂକ୍ରାନ୍ତି
28. ଚଇତି ପରବ
29. ଓଡ଼ିଆ ପରମ୍ପରାରେ ଅକ୍ଷୟ ତୃତୀୟା
30. ବୁଦ୍ଧ ଜୟନ୍ତୀ ଓ ଚନ୍ଦନ ପୂର୍ଣ୍ଣିମା
31. ପବିତ୍ର ସାବିତ୍ରୀ ବ୍ରତ
32. ରଜ ପର୍ବକୁ ନେଇ କିଛି କଥା
33. ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର
34. ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ - ରକ୍ଷା ବନ୍ଧନ
35. ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା
36. ଦୀପାବଳି ଓ ଓଡିଶାରେ କାଳୀ ପୂଜା
37. କାର୍ତ୍ତିକ ମାସ ଓ ରାଇ ଦାମୋଦର ବ୍ରତ
38. ଜ୍ୟେଷ୍ଠାୟ ନମଃ, ଶ୍ରେଷ୍ଠାୟ ନମଃ
39. ମକର ସଂକ୍ରାନ୍ତି ଓ ଶ୍ରୀଜୀଉଙ୍କ ମକର ଚଉରାଶି
40. ମାଘ ମାସ ଓ ମାଘ ପୂର୍ଣ୍ଣମୀ
ଶାନ୍ତି ଓ ଐକ୍ୟର ପର୍ବ: ବଡ଼ଦିନ
ପ୍ରଭୁ ଯୀଶୁଙ୍କ ଜନ୍ମଦିବସକୁ ବଡ଼ଦିନ ରୂପେ ପାଳନ କରାଯାଏ । କେବଳ ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ନୁହନ୍ତି, ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ଖୁସିରେ ପାଳନ କରନ୍ତି, ଆସନ୍ତୁ ଜାଣିବା ବଡ଼ଦିନ ସମ୍ପର୍କରେ କିଛି ।
ଯୀଶୁ ବା ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ଖ୍ରୀଷ୍ଟଧର୍ମର ପ୍ରବର୍ତ୍ତକ । ଖ୍ରୀଷ୍ଟ ଧର୍ମାବଲମ୍ବୀଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର । ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୂତନ ନିୟମରେ ବର୍ଣ୍ଣନା କରାଯାଇଛି । କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୁତ୍ର ଅଟନ୍ତି । ବଡ଼ଦିନ ବା କ୍ରିସ୍ମାସ୍ ହେଉଛି ଖ୍ରୀଷ୍ଟ ଧର୍ମାବଲମ୍ବୀଙ୍କ ପ୍ରମୁଖ ପର୍ବ । ଏହା ପ୍ରଭୁ ଯୀଶୁଙ୍କ ଜନ୍ମଦିନ । ଯୀଶୁ ଖ୍ରୀଷ୍ଟ ସମାଜକୁ ସ୍ନେହ ଓ ମାନବିକତାର ଶିକ୍ଷା ଦେଇଥିଲେ । ଖ୍ରୀଷ୍ଟିୟାନ ଧର୍ମ ଅନୁସାରେ ପ୍ରଭୁ ଯୀଶୁଙ୍କୁ ଈଶ୍ୱରଙ୍କ ସନ୍ତାନ ଭାବରେ ଗ୍ରହଣ କରାଯାଇଥାଏ l ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପ୍ରଭୁ ଯୀଶୁଙ୍କ ଜନ୍ମଦିନ ପାଳନ କରାଯାଇଥାଏ । ବିଭିନ୍ନ ଦେଶରେ କ୍ରିସ୍ମାସ୍ ପର୍ବର ଭିନ୍ନ ଭିନ୍ନ ନାମ ରହିଛି ସତ, ତେବେ ଭାରତ ତଥା ଓଡ଼ିଶାରେ ଏହି ପର୍ବକୁ ବଡ଼ଦିନ ବୋଲି କୁହାଯାଇଥାଏ । କାରଣ ସାଧାରଣତଃ ଶୀତ ଋତୁରେ ଦିନ ଛୋଟ ଓ ରାତି ବଡ଼ ହୋଇଥାଏ, ମାତ୍ର ଡ଼ିସେମ୍ବର ୨୫ ତାରିଖରେ ଦିନ ଅପେକ୍ଷାକୃତ ବଡ଼ ରହିଥାଏ, ଏଥିପାଇଁ ଏହିଦିନକୁ ବଡ଼ଦିନ ବୋଲି କୁହାଯାଏ
"ଶାନ୍ତି ଓ ଐକ୍ୟର ପର୍ବ: ବଡ଼ଦିନ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |