
ଭାରତୀୟ ସଂସ୍କୃତିରେ ତୁଳସୀ ଏକ ପବିତ୍ର ବୃକ୍ଷ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହି ବୃକ୍ଷ ଭାରତୀୟ ଧର୍ମ ଓ ସଂସ୍କୃତିରେ ଏକ ପବିତ୍ର ସ୍ଥାନ ଅଧିକାର କରିଛି । ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଓଡ଼ିଶାର ପୁରପଲ୍ଲୀରେ ସମସ୍ତଙ୍କ ଘର ଆଗରେ ତୁଳସୀ ଚଉରାଟିଏ ତ ନିଶ୍ଚିତ ରହିଥାଏ । ଏହା ଶୁଭ କାରକ ବୋଲି ଲୋକେ ମାନିଥାନ୍ତି ଓ
"ଭାରତୀୟ ପରମ୍ପରାରେ ତୁଳସୀ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |