1. 'ନୀଳାଦ୍ରିବିଜେ' ଓ ରସଗୋଲା ଦିବସ
2. ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: କେବେ ଓ କାହିଁକି ହୁଏ ପାଳିତ
3. ପ୍ରେମ ଓ ପ୍ରେମଦିବସ
4. ମାତୃଭାଷାରେ ଚିନ୍ତନ, ସର୍ଜନ ଓ ଜୀବନ
5. ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ
6. ଓଡ଼ିଆ ମନ ଓଡ଼ିଆ ପ୍ରାଣ, ବୁଝେ ପଖାଳ କଂସା
7. ଓଡ଼ିଶାବାସୀଙ୍କ ଅସ୍ମିତା ଓ ସ୍ୱାଭିମାନ: ଉତ୍କଳ ଦିବସ
8. ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ
9. ନ୍ୟାସନାଲ ଟେକ୍ନୋଲୋଜି ଡେ: କିଛି କଥା
10. ମାନବତା ପାଇଁ ଯୋଗ
11. ଜାତୀୟ ଆମ୍ବ ଦିବସକୁ ନେଇ କିଛି କଥା
12. ସ୍ୱାଧୀନ ଭାରତର ଜନ୍ମତିଥି
13. ହିନ୍ଦୀ ଦିବସ
14. ଭାରତୀୟ ଡାକ ଦିବସ
15. ପୁରୁଷଙ୍କ ପାଇଁ ଦିନଟିଏ
16. ଜାତୀୟ ଦୁଗ୍ଧ ଦିବସ - କାହିଁକି ହୁଏ ପାଳନ
17. ହକିର ଯାଦୁଗର: ମେଜର ଧ୍ୟାନଚାନ୍ଦ
ମାନବତା ପାଇଁ ଯୋଗ
ଯୋଗ ହେଉଛି ଭାରତୀୟ ସଂସ୍କୃତିର ଏକ ଅନନ୍ୟ ପରିଚୟ । ଯୋଗ ଶବ୍ଦ ସଂସ୍କୃତ "ଯୁଜ୍" ଧାତୁରୁ ଆସିଅଛି, ଯାହାର ଅର୍ଥ: "ଏକତ୍ର କରିବା, ଯୁକ୍ତ କରିବା, ସନ୍ଧି କରିବା ବା ଏକାତ୍ମତା । ଆଧ୍ୟାତ୍ମିକ ଅର୍ଥରେ ଏହା ଜୀବାତ୍ମା ଓ ପରମାତ୍ମାଙ୍କ ମିଳନକୁ ବୁଝାଏ । ଯୋଗର ଅର୍ଥ କେବଳ ଆମେ କରୁଥିବା ଆସନ ନୁହେଁ । ଯୋଗର ପ୍ରୟୋଗ ଓ ମାର୍ଗକୁ ନେଇ ଅନେକ ଶାଖା ରହିଛି । ଯୋଗ ଶରୀର, ମନ ଓ ଆତ୍ମାକୁ ଏକ ସୂତ୍ରରେ ଯୋଡ଼ିଥାଏ । ଯୋଗ ଦ୍ୱାରା ଉଭୟ ଶରୀର ଓ ମନ ସୁସ୍ଥ ରହିଥାଏ । ମାନବ ସଭ୍ୟତା ଆରମ୍ଭ ହେବା ଦିନଠାରୁ ଯୋଗ ରହିଛି ବୋଲି ବିଶ୍ୱାସ କରାଯାଏ । ଯୋଗ ମାନବ ସମାଜ ପାଇଁ ବରଦାନଠାରୁ ମଧ୍ୟ କିଛି କମ ନୁହେଁ ।
ଯୋଗର ଉପାଦେୟତାକୁ ଦୃଷ୍ଟିରେ ରଖି ଭାରତର କୋଣ ଅନୁକୋଣରେ ଯୋଗ ଦିବସ ପାଳନ ହେଉଛି ଓ ଏନେଇ ବିଭିନ୍ନ କାର୍ଯ୍ୟକ୍ରମ ଓ ଯୋଗ ଶିବିରମାନ କରାଯାଉଛି । ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ମଧ୍ୟ ଯୋଗ ସମ୍ପର୍କିତ ଏକ ପାଠ୍ୟକ୍ରମ ରହିବା ସହ ଯୋଗ ଉପରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି । ଯୋଗର ବ୍ୟାପକ ପ୍ରଚାର ଓ ପ୍ରସାର ପାଇଁ ୨୦୧୫ ମସିହାରୁ ଜୁନ୍ ୨୧ ତାରିଖରେ ପ୍ରଥମେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା । ଏହା ପରଠୁ ପ୍ରତ୍ୟେକ ବର୍ଷ ଯୋଗ ଦିବସ ପାଳନ
"ମାନବତା ପାଇଁ ଯୋଗ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |