1. ଓଡ଼ିଶାର ପ୍ରଥମ କଥାକୁହା ଚଳଚ୍ଚିତ୍ର: 'ସୀତା ବିବାହ’
2. ସ୍ମୃତିର ପରଦାରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ 'ମାଟିର ମଣିଷ'
3. ସ୍ୱାଧିନତା ପରର ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ଲଳିତା
4. ଚତୁର୍ଥ ଓଡ଼ିଆ କଥାଚିତ୍ର - ‘ସପ୍ତଶଯ୍ୟା’
5. ଇଂରାଜୀ ଶୀର୍ଷକର ପ୍ରଥମ ଓଡ଼ିଆ ସିନେମା ‘ରୋଲ୍ସ - ୨ - ୮’
6. ଓଡ଼ିଆ କଥାଚିତ୍ର ‘କନକଲତା’
7. ପରଦାରେ କୁନ୍ତଳା କୁମାରୀ ଆଚାର୍ଯ୍ୟଙ୍କ ଉପନ୍ୟାସ ‘ଅଦିନ ମେଘ’
8. ଫକୀରମୋହନ ସେନାପତିଙ୍କ ‘ଛ ମାଣ ଆଠଗୁଣ୍ଠ’
9. ପ୍ରଥମ ରଙ୍ଗୀନ ଓଡ଼ିଆ ଚଳଚ୍ଚିତ୍ର ‘ଗପ ହେଲେ ବି ସତ’
10. ଓଡ଼ିଆ ଚଳଚ୍ଚିତ୍ର ‘ସିନ୍ଦୁର ବିନ୍ଦୁ’
11. ପ୍ରଥମ ଦ୍ୱିଭାଷୀ କଥାଚିତ୍ର ‘ଆମରି ଗାଁ ଝିଅ’
12. ପ୍ରେମ - ପ୍ରୀତି ଓ ଆତ୍ମୋତ୍ସର୍ଗର ଏକ ଅଭୁଲା ପ୍ରେମକାହାଣୀ: କେଦାର ଗୌରୀ
13. ପ୍ରତିଭା ରାୟଙ୍କ ଉପନ୍ୟାସ ‘ଅପରିଚିତା’ ଆଧାରରେ କଥାଚିତ୍ର -'ଅପରିଚିତା'
14. ବିଜୟିନୀ ଦାସଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘ଟିକେ ହସ ଟିକେ ଲୁହ’
15. ପୌରାଣିକ ଓଡ଼ିଆ କଥାଚିତ୍ର: ଶ୍ରୀଜଗନ୍ନାଥ
16. ଶ୍ରୀରାମ ପଣ୍ଡାଙ୍କ ଅଭିନୀତ ପ୍ରଥମ କଥାଚିତ୍ର - 'ଧରିତ୍ରୀ'
17. ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ‘ଶ୍ରୀଲୋକନାଥ’
18. ଓଡ଼ିଆ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପ୍ରଥମ ସିନେମା: ଅଭିମାନ
19. ଗାୟତ୍ରୀ ବସୁ ମଲ୍ଲିକଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘କାବେରୀ’
20. ବିଦେଶିନୀଙ୍କ ଓଡିଆ କଥାଚିତ୍ର - ପରଦେଶୀ ଚଢ଼େଇ
21. ‘ସୂର୍ଯ୍ୟମୁଖୀ’ ଓ ଲତା ମଙ୍ଗେଶକରଙ୍କ ପ୍ରଥମ ଓଡ଼ିଆ ଗୀତ
22. ନୀରଦ ମହାପାତ୍ରଙ୍କ 'ମାୟା ମିରିଗ'
23. ଓଡ଼ିଆ କଥାଚିତ୍ର ନାରୀ
24. ସ୍ମୃତିର ପରଦାରେ ନବଜନ୍ମ
25. ମ୍ୟୁଜିକାଲ ହିଟ୍ ଯାଯାବର
26. ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡିଆ କଥାଚିତ୍ର ଅରୁନ୍ଧତୀ
27. ଦ୍ୱୈତ ଭୂମିକାର ପ୍ରଥମ ଓଡ଼ିଆ କଥାଚିତ୍ର -‘ଅଭିନେତ୍ରୀ’
28. ନିତାଇ ପାଲିତଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଭାଇ ଭାଇ’
29. ଓଡ଼ିଆ ସିନେମାରେ ବର୍ଷା ଛିଟା: କେବେ ପ୍ରେମରେ ମତୁଆଲା ତ କେବେ ବିରହରେ ଆନମନା
30. ଓଡ଼ିଆ ସିନେମାରେ ଦେଶପ୍ରେମର ଛିଟା
ଓଡ଼ିଆ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପ୍ରଥମ ସିନେମା: ଅଭିମାନ
ସତୁରି ଦଶକରେ ଓଡ଼ିଆ ସିନେଜଗତରେ ପଦାର୍ପଣ କରିଥିଲେ ବିଜୟ ମହାନ୍ତି, ଅଜିତ ଦାସ, ଶ୍ରୀରାମ ପଣ୍ଡା, ମହାଶ୍ୱେତା ରାୟ ଓ ଉତ୍ତମ ମହାନ୍ତିଙ୍କ ପରି ଓଡ଼ିଆ ସିନେଜଗତର ଉଜ୍ଜ୍ୱଳ ତାରକା । ୧୯୭୭ରେ ପରଦାକୁ ଆସିଥିବା ‘ଅଭିମାନ’ ଥିଲା ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପ୍ରଥମ ସିନେମା । ଏହି ସିନେମା ଜରିଆରେ ଉତ୍ତମ ମହାନ୍ତି ଓଡ଼ିଆ ଇଣ୍ଡଷ୍ଟ୍ରିରେ ପଦାର୍ପଣ କରିଥିଲେ । ସାଧୁ ମେହେରଙ୍କ ନିର୍ଦ୍ଦେଶିତ ଏହି ସିନେମାଟିର ପ୍ରଯୋଜନା ଭାର ରହିଥିଲା ଗଣେଶ ଚନ୍ଦ୍ର ଜୀଉଙ୍କ କାନ୍ଧରେ । ଏହି ସିନେମାରେ ଉତ୍ତମ ମହାନ୍ତିଙ୍କ ବ୍ୟତୀତ ବିଜୟ ମହାନ୍ତି, ଶରତ ପୂଜାରୀ, ଅଜିତ ଦାସ, ଜ୍ୟୋତ୍ସ୍ନା ଦାସ, ସୁଜାତା ଆନନ୍ଦ, ଧୀର ବିଶ୍ୱାଳ, ରିତା ଚାନ୍ଦ, ଗଡ଼ି, ସାଧୁ ମେହେର, ପ୍ରମୋଦ ମହାନ୍ତି, ନିହାରିକା ସାହୁ, ସାମୁଏଲ ସାହୁ ପ୍ରମୁଖ ଅଭିନୟ କରିଥିଲେ । ସାଧୁ ମେହେରଙ୍କ ନିର୍ଦ୍ଦେଶନାର ଏହା ପ୍ରଥମ ଫିଲ୍ମ ଥିଲା ।
ମଜାର କଥା ହେଉଛି ଏହି ସିନେମାଟି ବାରିପଦାରେ ପ୍ରସ୍ତୁତି ହେବା ସମୟରେ ଉତ୍ତମ ମହାନ୍ତି ଏହା ସମ୍ପର୍କରେ ଜାଣିବାକୁ ପାଇଥିଲେ । ଏଥିପାଇଁ ହେବାକୁ ଥିବା ଅଡିସନରେ ସେ ଭାଗ ନେଇ ସିଲେକ୍ଟ ହୋଇଥିଲେ । ପ୍ରଥମ ଫିଲ୍ମଟି ସୁପରହିଟ ହେବା ପରେ ତାଙ୍କ ଭାଗ୍ୟ ବଦଳି ଯାଇଥିଲା । ଏହା ପରେ ସେ ଓଡିଶାବାସୀଙ୍କୁ ଗୋଟେ ପରେ ଗୋଟେ ସୁପରହିଟ ଫିଲ୍ମ ଦେଇ ଲୋକପ୍ରିୟ ଅଭିନେତା ପାଲଟିଥିଲେ । ଏହି ସିନେମାର ମୁଖ୍ୟ ନାୟିକା
"ଓଡ଼ିଆ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପ୍ରଥମ ସିନେମା: ଅଭିମାନ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |