1. ଓଡ଼ିଶାର ପ୍ରଥମ କଥାକୁହା ଚଳଚ୍ଚିତ୍ର: 'ସୀତା ବିବାହ’
2. ସ୍ମୃତିର ପରଦାରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ 'ମାଟିର ମଣିଷ'
3. ସ୍ୱାଧିନତା ପରର ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ଲଳିତା
4. ଚତୁର୍ଥ ଓଡ଼ିଆ କଥାଚିତ୍ର - ‘ସପ୍ତଶଯ୍ୟା’
5. ଇଂରାଜୀ ଶୀର୍ଷକର ପ୍ରଥମ ଓଡ଼ିଆ ସିନେମା ‘ରୋଲ୍ସ - ୨ - ୮’
6. ଓଡ଼ିଆ କଥାଚିତ୍ର ‘କନକଲତା’
7. ପରଦାରେ କୁନ୍ତଳା କୁମାରୀ ଆଚାର୍ଯ୍ୟଙ୍କ ଉପନ୍ୟାସ ‘ଅଦିନ ମେଘ’
8. ଫକୀରମୋହନ ସେନାପତିଙ୍କ ‘ଛ ମାଣ ଆଠଗୁଣ୍ଠ’
9. ପ୍ରଥମ ରଙ୍ଗୀନ ଓଡ଼ିଆ ଚଳଚ୍ଚିତ୍ର ‘ଗପ ହେଲେ ବି ସତ’
10. ଓଡ଼ିଆ ଚଳଚ୍ଚିତ୍ର ‘ସିନ୍ଦୁର ବିନ୍ଦୁ’
11. ପ୍ରଥମ ଦ୍ୱିଭାଷୀ କଥାଚିତ୍ର ‘ଆମରି ଗାଁ ଝିଅ’
12. ପ୍ରେମ - ପ୍ରୀତି ଓ ଆତ୍ମୋତ୍ସର୍ଗର ଏକ ଅଭୁଲା ପ୍ରେମକାହାଣୀ: କେଦାର ଗୌରୀ
13. ପ୍ରତିଭା ରାୟଙ୍କ ଉପନ୍ୟାସ ‘ଅପରିଚିତା’ ଆଧାରରେ କଥାଚିତ୍ର -'ଅପରିଚିତା'
14. ବିଜୟିନୀ ଦାସଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘ଟିକେ ହସ ଟିକେ ଲୁହ’
15. ପୌରାଣିକ ଓଡ଼ିଆ କଥାଚିତ୍ର: ଶ୍ରୀଜଗନ୍ନାଥ
16. ଶ୍ରୀରାମ ପଣ୍ଡାଙ୍କ ଅଭିନୀତ ପ୍ରଥମ କଥାଚିତ୍ର - 'ଧରିତ୍ରୀ'
17. ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ‘ଶ୍ରୀଲୋକନାଥ’
18. ଓଡ଼ିଆ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପ୍ରଥମ ସିନେମା: ଅଭିମାନ
19. ଗାୟତ୍ରୀ ବସୁ ମଲ୍ଲିକଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘କାବେରୀ’
20. ବିଦେଶିନୀଙ୍କ ଓଡିଆ କଥାଚିତ୍ର - ପରଦେଶୀ ଚଢ଼େଇ
21. ‘ସୂର୍ଯ୍ୟମୁଖୀ’ ଓ ଲତା ମଙ୍ଗେଶକରଙ୍କ ପ୍ରଥମ ଓଡ଼ିଆ ଗୀତ
22. ନୀରଦ ମହାପାତ୍ରଙ୍କ 'ମାୟା ମିରିଗ'
23. ଓଡ଼ିଆ କଥାଚିତ୍ର ନାରୀ
24. ସ୍ମୃତିର ପରଦାରେ ନବଜନ୍ମ
25. ମ୍ୟୁଜିକାଲ ହିଟ୍ ଯାଯାବର
26. ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡିଆ କଥାଚିତ୍ର ଅରୁନ୍ଧତୀ
27. ଦ୍ୱୈତ ଭୂମିକାର ପ୍ରଥମ ଓଡ଼ିଆ କଥାଚିତ୍ର -‘ଅଭିନେତ୍ରୀ’
28. ନିତାଇ ପାଲିତଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଭାଇ ଭାଇ’
29. ଓଡ଼ିଆ ସିନେମାରେ ବର୍ଷା ଛିଟା: କେବେ ପ୍ରେମରେ ମତୁଆଲା ତ କେବେ ବିରହରେ ଆନମନା
30. ଓଡ଼ିଆ ସିନେମାରେ ଦେଶପ୍ରେମର ଛିଟା
ନିତାଇ ପାଲିତଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଭାଇ ଭାଇ’
ନିତାଇ ପାଲିତଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଭାଇ ଭାଇ’ ୧୯୫୬ ମସିହାରେ ମୁକ୍ତିଲାଭ କରିଥିଲା । ଏହା ନିତାଇ ପାଲିତଙ୍କ ସ୍ବାଧୀନ ଭାବେ ନିର୍ଦ୍ଦେଶନାର ପ୍ରଥମ ଚଳଚ୍ଚିତ୍ର । ପୂର୍ବରୁ ସେ କେଦାର ଗୌରୀ ଚଳଚ୍ଚିତ୍ରରେ ମନୋରଞ୍ଜନ ଦାସଙ୍କ ସହ ଯୌଥ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ । ଏହି ସିନେମାର ପ୍ରଯୋଜନାର ଭାର ରହିଥିଲା ଗୌର ଘୋଷଙ୍କ କାନ୍ଧରେ । ଶାନ୍ତ୍ବନୁ କୁମାର ଦାସଙ୍କ କାହାଣୀର ଏହି କଥାଚିତ୍ରର ସଂଳାପ ମନୋଜ ଦାସ ଲେଖିଥିବାବେଳେ ଏଥିରେ ଲୀଳା ଦୁଲାଳୀ, ଗୌର ଘୋଷ, ଚପଳା ନାୟକ, ଶ୍ରୀକାନ୍ତ, ଲକ୍ଷ୍ମୀ, ଗାେବିନ୍ଦ, କିଶାେରୀ, ସାମୁଏଲ୍ ସାହୁ (ବାବି) ପ୍ରମୁଖ ଅଭିନୟ କରିଥିଲେ ।
ଏହି ସିନେମାରେ ବାଳକୃଷ୍ଣ ଦାଶ ଓ ଭୁବନେଶ୍ୱର ମିଶ୍ରଙ୍କ ସଂଗୀତ ରହିଥିବାବେଳେ ଗୀତ ରଚନା କରିଥିଲେ ମନୋଜ ଦାସ ଓ ପର୍ଶୁରାମ ନାୟକ ।ଏହି ସିନେମାରେ ମନୋଜ ଦାସଙ୍କ ରଚିତ ଭୁଲନା ଭୁଲନା ସଖୀ …ଗୀତରେ କମଳା ଦେବୀ କଣ୍ଠଦାନ କରଥିଲେ ।
ଓଡ଼ିଆ ଚଳଚ୍ଚିତ୍ରର କ୍ରମ ଅନୁଯାୟୀ ଅଷ୍ଟମ ସିନେମା ଭାବେ ‘ଭାଇ ଭାଇ’ ସିନେମା ମୁକ୍ତିଲାଭ କରିଥିଲା । ସାମାଜିକ ପୃଷ୍ଠଭୂମି ଉପରେ ପର୍ଯ୍ୟବସିତ ସିନେମାର କାହାଣୀରେ ଏକ ପ୍ରେମ କାହାଣୀକୁ ସମାନ୍ତରାଳ ଭାବେ ବର୍ଣ୍ଣନା କରାଯାଇଥିଲା । ଅସ୍ପୃଶ୍ୟତା ଓ କୁସଂସ୍କାର ଉପରେ ଆଧାରିତ ଏହି ସିନେମାର କାହାଣୀରେ ଗୋଟିଏ ଗ୍ରାମର ଉଚ୍ଚ ଜାତି ଓ ନୀଚ୍ଚ ଜାତିଙ୍କର ମଧ୍ୟରେ ରହିଥିବା ସମ୍ପର୍କକୁ ଦେଖାଯାଇଛି । ଏଥିରେ
"ନିତାଇ ପାଲିତଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଭାଇ ଭାଇ’" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |