1. ଓଡ଼ିଶାର ପ୍ରଥମ କଥାକୁହା ଚଳଚ୍ଚିତ୍ର: 'ସୀତା ବିବାହ’ 2. ସ୍ମୃତିର ପରଦାରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ 'ମାଟିର ମଣିଷ' 3. ସ୍ୱାଧିନତା ପରର ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ଲଳିତା 4. ଚତୁର୍ଥ ଓଡ଼ିଆ କଥାଚିତ୍ର - ‘ସପ୍ତଶଯ୍ୟା’ 5. ଇଂରାଜୀ ଶୀର୍ଷକର ପ୍ରଥମ ଓଡ଼ିଆ ସିନେମା ‘ରୋଲ୍ସ - ୨ - ୮’ 6. ଓଡ଼ିଆ କଥାଚିତ୍ର ‘କନକଲତା’ 7. ପରଦାରେ କୁନ୍ତଳା କୁମାରୀ ଆଚାର୍ଯ୍ୟଙ୍କ ଉପନ୍ୟାସ ‘ଅଦିନ ମେଘ’ 8. ଫକୀରମୋହନ ସେନାପତିଙ୍କ ‘ଛ ମାଣ ଆଠଗୁଣ୍ଠ’ 9. ପ୍ରଥମ ରଙ୍ଗୀନ ଓଡ଼ିଆ ଚଳଚ୍ଚିତ୍ର ‘ଗପ ହେଲେ ବି ସତ’ 10. ଓଡ଼ିଆ ଚଳଚ୍ଚିତ୍ର ‘ସିନ୍ଦୁର ବିନ୍ଦୁ’ 11. ପ୍ରଥମ ଦ୍ୱିଭାଷୀ କଥାଚିତ୍ର ‘ଆମରି ଗାଁ ଝିଅ’ 12. ପ୍ରେମ - ପ୍ରୀତି ଓ ଆତ୍ମୋତ୍ସର୍ଗର ଏକ ଅଭୁଲା ପ୍ରେମକାହାଣୀ: କେଦାର ଗୌରୀ 13. ପ୍ରତିଭା ରାୟଙ୍କ ଉପନ୍ୟାସ ‘ଅପରିଚିତା’ ଆଧାରରେ କଥାଚିତ୍ର -'ଅପରିଚିତା' 14. ବିଜୟିନୀ ଦାସଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘ଟିକେ ହସ ଟିକେ ଲୁହ’ 15. ପୌରାଣିକ ଓଡ଼ିଆ କଥାଚିତ୍ର: ଶ୍ରୀଜଗନ୍ନାଥ 16. ଶ୍ରୀରାମ ପଣ୍ଡାଙ୍କ ଅଭିନୀତ ପ୍ରଥମ କଥାଚିତ୍ର - 'ଧରିତ୍ରୀ' 17. ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ‘ଶ୍ରୀଲୋକନାଥ’ 18. ଓଡ଼ିଆ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପ୍ରଥମ ସିନେମା: ଅଭିମାନ 19. ଗାୟତ୍ରୀ ବସୁ ମଲ୍ଲିକଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘କାବେରୀ’ 20. ବିଦେଶିନୀଙ୍କ ଓଡିଆ କଥାଚିତ୍ର - ପରଦେଶୀ ଚଢ଼େଇ 21. ‘ସୂର୍ଯ୍ୟମୁଖୀ’ ଓ ଲତା ମଙ୍ଗେଶକରଙ୍କ ପ୍ରଥମ ଓଡ଼ିଆ ଗୀତ 22. ନୀରଦ ମହାପାତ୍ରଙ୍କ 'ମାୟା ମିରିଗ' 23. ଓଡ଼ିଆ କଥାଚିତ୍ର ନାରୀ 24. ସ୍ମୃତିର ପରଦାରେ ନବଜନ୍ମ 25. ମ୍ୟୁଜିକାଲ ହିଟ୍ ଯାଯାବର 26. ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡିଆ କଥାଚିତ୍ର ଅରୁନ୍ଧତୀ 27. ଦ୍ୱୈତ ଭୂମିକାର ପ୍ରଥମ ଓଡ଼ିଆ କଥାଚିତ୍ର -‘ଅଭିନେତ୍ରୀ’ 28. ନିତାଇ ପାଲିତଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଭାଇ ଭାଇ’ 29. ଓଡ଼ିଆ ସିନେମାରେ ବର୍ଷା ଛିଟା: କେବେ ପ୍ରେମରେ ମତୁଆଲା ତ କେବେ ବିରହରେ ଆନମନା 30. ଓଡ଼ିଆ ସିନେମାରେ ଦେଶପ୍ରେମର ଛିଟା

ଗାୟତ୍ରୀ ବସୁ ମଲ୍ଲିକଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘କାବେରୀ’

ଲୋକପ୍ରିୟ ଲେଖକ/ଲେଖିକାଙ୍କ ଉପନ୍ୟାସମାନ ଚଳଚ୍ଚିତ୍ର ରୂପେ ରୂପାୟନ ହୋଇ ଓଡ଼ିଆ ସିନେ ଜଗତରେ ସଫଳ ଓଡ଼ିଆ ସିନେମା ରୂପେ ପରିଚିତି ପାଇଛନ୍ତି । ଆମେ ପୂର୍ବରୁ ଏପରି ବହୁ ଲୋକପ୍ରିୟ ଲେଖକ ଲେଖିକାଙ୍କ ଉପନ୍ୟାସକୁ ଆଲୋଚନା କରିଛୁ, ସେହି କ୍ରମରେ ଆଜି ରହିଛି ଲେଖିକା ଗାୟତ୍ରୀ ବସୁ ମଲ୍ଲିକଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘କାବେରୀ’ । ୧୯୩୦ ମସିହାରେ ଜନ୍ମିତା ଲେଖିକା ଗାୟତ୍ରୀ ବସୁ ମଲ୍ଲିକ ନିଜ ଜୀବନକାଳରେ ୨୫ଟି ଉପନ୍ୟାସ ଓ ୨୦୦ରୁ ଉର୍ଦ୍ଧ୍ବ କ୍ଷୁଦ୍ର ଗଳ୍ପ ରଚନା କରିଥିଲେ । ତାଙ୍କ ରଚିତ କୃତି ମଧ୍ୟରେ ରହିଛି - କାବେରୀ, ମାଧବୀର ମଧୁରାତି, ମୃଗତୃଷ୍ଣାର ଇତିହାସ, ସାତ ସାଗର ତେର ନଈ, ସୂର୍ଯ୍ୟ ପରାଗ ପ୍ରମୁଖ । ସାହିତ୍ୟ ସର୍ଜନା ନିମନ୍ତେ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ସମେତ ଅନେକ ପୁରସ୍କାର ପାଇଥିଲେ । ତାଙ୍କ ରଚିତ ‘କାବେରୀ’ ପରଦାରେ ମୁକ୍ତିଲାଭ କରି ପ୍ରଂଶସା ପାଇପାରିଥିଲା । ୧୯୮୩ ମସିହାରେ ରବି କିନାଗୀ ଓ ଗୋବିନ୍ଦ ତେଜଙ୍କ ଦ୍ୱୈତ ନିର୍ଦ୍ଦେଶନାରେ ପରଦାକୁ ଆସିଥିଲା ଓଡ଼ିଆ କଥାଚିତ୍ର କାବେରୀ । ତ୍ରିକୋଣୀୟ ପ୍ରେମ କାହାଣୀକୁ ନେଇ ନିର୍ମିତ ଏଇ ସିନେମାରେ ନିଛକ ଭଲପାଇବା, ତ୍ୟାଗ ଆଉ ସମର୍ପଣର କଥା ଦର୍ଶାଯାଇଛି । ବନ୍ଧୁତ୍ୱ, ପ୍ରେମ, ପ୍ରତିଶୋଧଙ୍କୁ ନେଇ ନିର୍ମିତ ଏଇ ସିନେମାର ମୁଖ୍ୟ ଚରିତ୍ରରେ ନଜର ଆସିଥିଲେ ଶ୍ରୀରାମ ପଣ୍ଡା, ମହଶ୍ୱେତା ରାୟ, ନିହାରିକା ସାହୁ, ବିଜୟ ମହାନ୍ତି, ଦେବୁ

"ଗାୟତ୍ରୀ ବସୁ ମଲ୍ଲିକଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘କାବେରୀ’" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |