1. ଓଡ଼ିଶାର ପ୍ରଥମ କଥାକୁହା ଚଳଚ୍ଚିତ୍ର: 'ସୀତା ବିବାହ’
2. ସ୍ମୃତିର ପରଦାରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ 'ମାଟିର ମଣିଷ'
3. ସ୍ୱାଧିନତା ପରର ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ଲଳିତା
4. ଚତୁର୍ଥ ଓଡ଼ିଆ କଥାଚିତ୍ର - ‘ସପ୍ତଶଯ୍ୟା’
5. ଇଂରାଜୀ ଶୀର୍ଷକର ପ୍ରଥମ ଓଡ଼ିଆ ସିନେମା ‘ରୋଲ୍ସ - ୨ - ୮’
6. ଓଡ଼ିଆ କଥାଚିତ୍ର ‘କନକଲତା’
7. ପରଦାରେ କୁନ୍ତଳା କୁମାରୀ ଆଚାର୍ଯ୍ୟଙ୍କ ଉପନ୍ୟାସ ‘ଅଦିନ ମେଘ’
8. ଫକୀରମୋହନ ସେନାପତିଙ୍କ ‘ଛ ମାଣ ଆଠଗୁଣ୍ଠ’
9. ପ୍ରଥମ ରଙ୍ଗୀନ ଓଡ଼ିଆ ଚଳଚ୍ଚିତ୍ର ‘ଗପ ହେଲେ ବି ସତ’
10. ଓଡ଼ିଆ ଚଳଚ୍ଚିତ୍ର ‘ସିନ୍ଦୁର ବିନ୍ଦୁ’
11. ପ୍ରଥମ ଦ୍ୱିଭାଷୀ କଥାଚିତ୍ର ‘ଆମରି ଗାଁ ଝିଅ’
12. ପ୍ରେମ - ପ୍ରୀତି ଓ ଆତ୍ମୋତ୍ସର୍ଗର ଏକ ଅଭୁଲା ପ୍ରେମକାହାଣୀ: କେଦାର ଗୌରୀ
13. ପ୍ରତିଭା ରାୟଙ୍କ ଉପନ୍ୟାସ ‘ଅପରିଚିତା’ ଆଧାରରେ କଥାଚିତ୍ର -'ଅପରିଚିତା'
14. ବିଜୟିନୀ ଦାସଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘ଟିକେ ହସ ଟିକେ ଲୁହ’
15. ପୌରାଣିକ ଓଡ଼ିଆ କଥାଚିତ୍ର: ଶ୍ରୀଜଗନ୍ନାଥ
16. ଶ୍ରୀରାମ ପଣ୍ଡାଙ୍କ ଅଭିନୀତ ପ୍ରଥମ କଥାଚିତ୍ର - 'ଧରିତ୍ରୀ'
17. ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ‘ଶ୍ରୀଲୋକନାଥ’
18. ଓଡ଼ିଆ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପ୍ରଥମ ସିନେମା: ଅଭିମାନ
19. ଗାୟତ୍ରୀ ବସୁ ମଲ୍ଲିକଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘କାବେରୀ’
20. ବିଦେଶିନୀଙ୍କ ଓଡିଆ କଥାଚିତ୍ର - ପରଦେଶୀ ଚଢ଼େଇ
21. ‘ସୂର୍ଯ୍ୟମୁଖୀ’ ଓ ଲତା ମଙ୍ଗେଶକରଙ୍କ ପ୍ରଥମ ଓଡ଼ିଆ ଗୀତ
22. ନୀରଦ ମହାପାତ୍ରଙ୍କ 'ମାୟା ମିରିଗ'
23. ଓଡ଼ିଆ କଥାଚିତ୍ର ନାରୀ
24. ସ୍ମୃତିର ପରଦାରେ ନବଜନ୍ମ
25. ମ୍ୟୁଜିକାଲ ହିଟ୍ ଯାଯାବର
26. ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡିଆ କଥାଚିତ୍ର ଅରୁନ୍ଧତୀ
27. ଦ୍ୱୈତ ଭୂମିକାର ପ୍ରଥମ ଓଡ଼ିଆ କଥାଚିତ୍ର -‘ଅଭିନେତ୍ରୀ’
28. ନିତାଇ ପାଲିତଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଭାଇ ଭାଇ’
29. ଓଡ଼ିଆ ସିନେମାରେ ବର୍ଷା ଛିଟା: କେବେ ପ୍ରେମରେ ମତୁଆଲା ତ କେବେ ବିରହରେ ଆନମନା
30. ଓଡ଼ିଆ ସିନେମାରେ ଦେଶପ୍ରେମର ଛିଟା
ବିଜୟିନୀ ଦାସଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘ଟିକେ ହସ ଟିକେ ଲୁହ’
ଲୋକପ୍ରିୟ ଲେଖକ / ଲେଖିକାଙ୍କ ଉପନ୍ୟାସମାନ ଚଳଚ୍ଚିତ୍ର ରୂପେ ରୂପାୟନ ହୋଇ ଓଡ଼ିଆ ସିନେ ଜଗତରେ କ୍ଲାସିକ ସିନେମା ରୂପେ ପରିଚିତି ପାଇଛନ୍ତି । ଆମେ ପୂର୍ବରୁ ଏପରି ବହୁ ଲୋକପ୍ରିୟ ଲେଖକ ଲେଖିକାଙ୍କ ଉପନ୍ୟାସକୁ ଆଲୋଚନା କରିଛୁ, ସେହି କ୍ରମରେ ରହିଛି ଲେଖିକା ବିଜୟିନୀ ଦାସଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘ଟିକେ ହସ ଟିକେ ଲୁହ’ ।
୧୯୮୧ ମସିହାରେ ପରଦାକୁ ଆସିଥିଲା ଓଡ଼ିଆ ଚଳଚ୍ଚିତ୍ର ‘ଟିକେ ହସ ଟିକେ ଲୁହ’ । ଲୋକପ୍ରିୟ ଓଡ଼ିଆ ଲେଖିକା ବିଜୟିନୀ ଦାସଙ୍କ ଉପନ୍ୟାସ ଆଧାରରେ ନିର୍ମିତ ଏହି ସିନେମାର ନିଦ୍ଦେର୍ଶନା ଦେଇଥିଲେ ସୁଶୀଳ ମୁଖାର୍ଜୀ । ଏହି ସିନେମାର ମୁଖ୍ୟ ଭୂମିକାରେ ଅଜିତ ଦାସ, ମହାଶ୍ୱେତା ରାୟ, ଝରଣା ଦାସ, ନିହାରିକା ସାହୁ, ବିଜୟ ମହାନ୍ତି, ହିମାଂଶୁ ଦାସ, ଅସିତ, ଦୀନବନ୍ଧୁ, ହେମନ୍ତ ଦାସ, ନିରଞ୍ଜନ, ଗୀତା, ରିତା, ସୁଜାତା, ବନ୍ଦନା ପ୍ରମୁଖ ଅଭିନୟ କରିଥିଲେ ।
ବିଜୟିନୀ ଦାସଙ୍କ କାହାଣୀର ଏହି ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ ଡା ବସନ୍ତ ମହାପାତ୍ର । ସିନେମାରେ ଗୀତ ରଚନା କରିଥିଲେ - ରଜନୀକାନ୍ତ ନାୟକ, ନରୋତ୍ତମ ସାହୁ, କୁମାରୀ ବନାନୀ ମହାପାତ୍ର ପ୍ରମୁଖ । ସିନେମାରେ ସଂଗୀତ ନିର୍ଦ୍ଦେଶନା ଦେଇଥିଲେ ପୂର୍ଣ୍ଣ ଖୁଣ୍ଟିଆ ।
ଏହି ସିନେମାର ଥିବା ‘ଲଳିତା ଗୋ ଶ୍ୟାମକୁ କହିଦେ ଫେରିଯାଉ…’ ଗୀତରେ ଭିକାରି ବଳ କଣ୍ଠଦାନ କରିଥିଲେ । ‘ମୁଁ ଜାଣେନା ତୁମେ ଜାଣନା
"ବିଜୟିନୀ ଦାସଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘ଟିକେ ହସ ଟିକେ ଲୁହ’" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |