ଆଜିଠାରୁ ପଞ୍ଚୁକ ବ୍ରତ

କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ଯାଏଁ ପଞ୍ଚୁକ ବା ପଞ୍ଚକ ରୂପେ ପାଳନ କରାଯାଏ । ଏହାକୁ ମହା ପଞ୍ଚକ, ବକ ପଞ୍ଚକ ବା ଭୀଷ୍ମ ପଞ୍ଚକ ବୋଲି ମଧ୍ୟ କୁହାଯାଏ ।


ଆଜିଠାରୁ ମହାକାର୍ତ୍ତିକର ପଞ୍ଚୁକ ବ୍ରତ । କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ଯାଏଁ ପଞ୍ଚୁକ ବା ପଞ୍ଚକ ରୂପେ ପାଳନ କରାଯାଏ । ଏହାକୁ ମହା ପଞ୍ଚକ, ବକ ପଞ୍ଚକ ବା ଭୀଷ୍ମ ପଞ୍ଚକ ବୋଲି ମଧ୍ୟ କୁହାଯାଏ । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା

"ଆଜିଠାରୁ ପଞ୍ଚୁକ ବ୍ରତ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |

ଏକ ତ୍ରୁଟି ରିପୋର୍ଟ କରନ୍ତୁ