1. ନାଗ ପଞ୍ଚମୀ: ଜାଣନ୍ତୁ ନାଗ ପୂଜାର ପରମ୍ପରା ସମ୍ପର୍କରେ 2. ଆକାଶେ ଉଦେ ନିଶାକର, ଦେବକୀ ଉଦରୁ ବାହାର 3. ଅଗ୍ରପୂଜ୍ୟ ଶ୍ରୀଗଣେଶ 4. ଓଡ଼ିଶାର ଏକ ପାରମ୍ପରିକ ଓଷା: ଖୁଦୁରୁକୁଣୀ 5. ସାମାଜିକ ଏକତାର ପର୍ବ: ନୂଆଖାଇ 6. ନିର୍ମାଣ ଏବଂ ସୃଷ୍ଟିର ଦେବତା: ଦେବଶିଳ୍ପୀ ବିଶ୍ୱକର୍ମା 7. ଓଡ଼ିଶାର ନିଆରା ଲକ୍ଷ୍ମୀ ବ୍ରତ: ସୁଦଶା ବ୍ରତ 8. ପିତୃପକ୍ଷ ଓ ମହାଳୟା ଶ୍ରାଦ୍ଧ 9. ଶାରଦୀୟ ଦୁର୍ଗା ପୂଜା 10. କୃଷିଭିତ୍ତିକ ପର୍ବ ଗର୍ଭଣା ସଂକ୍ରାନ୍ତି 11. ଅଁଳା ନବମୀ ଓ ରାଧାପାଦ ଦର୍ଶନ 12. ପଞ୍ଚୁକ ବ୍ରତ ଓ ବଡ଼ ଓଷା 13. କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ 14. ଧନୁ ସଂକ୍ରାନ୍ତି ଓ ପହିଲି ଭୋଗ ନୀତି 15. ଓଡ଼ିଆ ଜନଜୀବନରେ ମାଣବସା ଗୁରୁବାର ଓଷା 16. ଶାନ୍ତି ଓ ଐକ୍ୟର ପର୍ବ: ବଡ଼ଦିନ 17. ବକୁଳ ଅମାବାସ୍ୟା 18. ଶାମ୍ବ ଦଶମୀ ଓ ସୂର୍ଯ୍ୟ ପୂଜା 19. ବସନ୍ତ ପଞ୍ଚମୀ 20. ଏକ ପବିତ୍ର ତିଥି - ମାଘ ସପ୍ତମୀ 21. ଶୈବଧର୍ମ ଓ ଶିବରାତ୍ରି 22. ଦୋଳ ପୂର୍ଣ୍ଣିମା 23. ରଙ୍ଗ ଓ ପ୍ରେମର ପର୍ବ: ହୋଲି 24. ଚଇତି ମଙ୍ଗଳବାର: ପନ୍ଥେଇ ପୂଜା 25. ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରା 26. ରାମ ନବମୀର ମହତ୍ତ୍ବ 27. ଓଡ଼ିଆଙ୍କର ଆଦ୍ୟ ପର୍ବ: ପଣା ସଂକ୍ରାନ୍ତି 28. ଚଇତି ପରବ 29. ଓଡ଼ିଆ ପରମ୍ପରାରେ ଅକ୍ଷୟ ତୃତୀୟା 30. ବୁଦ୍ଧ ଜୟନ୍ତୀ ଓ ଚନ୍ଦନ ପୂର୍ଣ୍ଣିମା 31. ପବିତ୍ର ସାବିତ୍ରୀ ବ୍ରତ 32. ରଜ ପର୍ବକୁ ନେଇ କିଛି କଥା 33. ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର 34. ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ - ରକ୍ଷା ବନ୍ଧନ 35. ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା 36. ଦୀପାବଳି ଓ ଓଡିଶାରେ କାଳୀ ପୂଜା 37. କାର୍ତ୍ତିକ ମାସ ଓ ରାଇ ଦାମୋଦର ବ୍ରତ 38. ଜ୍ୟେଷ୍ଠାୟ ନମଃ, ଶ୍ରେଷ୍ଠାୟ ନମଃ 39. ମକର ସଂକ୍ରାନ୍ତି ଓ ଶ୍ରୀଜୀଉଙ୍କ ମକର ଚଉରାଶି 40. ମାଘ ମାସ ଓ ମାଘ ପୂର୍ଣ୍ଣମୀ

ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ - ରକ୍ଷା ବନ୍ଧନ

ପବିତ୍ର ସମ୍ପର୍କ ହେଉଛି ଭାଇ - ଭଉଣୀଙ୍କର । ବଡ ଭାଇ ସବୁବେଳେ ସାହସ ଆଉ ଭରସା ଦେଉଥିବାବେଳେ ସାନ ଭାଇଟି ଭଉଣୀର ସବୁବେଳେ ପ୍ରିୟ ହୋଇ ରହିଛି । ସବୁ ଭାଇମାନଙ୍କର ଅଲିଅଳି ହୋଇଥାଏ ଭଉଣୀଟିଏ । ରକ୍ତର ଏଇ ସମ୍ପର୍କରେ ରାଗ ରୁଷା, ମାନ ଅଭିମାନ, ପ୍ରେମ, ଭଲପାଇବା ସବୁ ରହିଥାଏ । ଭାଇ ସାନ ହେଉ କି ବଡ, ଭଉଣୀ ପାଇଁ ସେ ସବୁବେଳେ ସାହସ । ଭାଇଟିଏ ପାଇଁ ବି ଭଉଣୀଟି ସବୁବେଳେ ଦାୟିତ୍ୱ ରୂପେ ରହିଥାଏ । ଏଇ ଭାଇ ଭଉଣୀଙ୍କ ସମ୍ପର୍କକୁ ଅଧିକ ଦୃଢ କରିଥାଏ ରାକ୍ଷୀ । ରେଶମର ଡୋରୀଟିଏ ଭାଇ ଭଉଣୀ ମଧ୍ୟରେ ବନ୍ଧନକୁ ଆହୁରି ଶକ୍ତ କରିଥାଏ । ରାକ୍ଷୀଟିଏ ବାନ୍ଧି ଭଉଣୀ ଭାଇର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଜୀବନର ପ୍ରତିଟି ପାହାଚରେ ଏଇ ଭାଇ ଭଉଣୀଙ୍କ ସମ୍ପର୍କ ଅଧିକ ଦୃଢ ଓ ମାର୍ଜିତ ହୋଇଯାଇଥାଏ । ରକ୍ଷା ବନ୍ଧନ ବା ରାକ୍ଷୀ ପୂର୍ଣ୍ଣମୀ ଭାଇ ଓ ଭଉଣୀର ଅତୁଟ ପ୍ରେମ ଓ ଅନାବିଳ ସ୍ନେହର ଏକ ପବିତ୍ର ବନ୍ଧନ । ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନ, ସ୍ନେହ ବିଶ୍ବାସର ପ୍ରତୀକ ହେଉଛି ରକ୍ଷା ବନ୍ଧନ । ଭାଇ ଭଉଣୀଙ୍କ ପବିତ୍ର ସମ୍ପର୍କକୁ ଆହୁରି ଗାଢ଼ କରେ ଆମ ଭାରତୀୟ ପର୍ବପର୍ବାଣି ।

"ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ - ରକ୍ଷା ବନ୍ଧନ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |