1. ନାଗ ପଞ୍ଚମୀ: ଜାଣନ୍ତୁ ନାଗ ପୂଜାର ପରମ୍ପରା ସମ୍ପର୍କରେ 2. ଆକାଶେ ଉଦେ ନିଶାକର, ଦେବକୀ ଉଦରୁ ବାହାର 3. ଅଗ୍ରପୂଜ୍ୟ ଶ୍ରୀଗଣେଶ 4. ଓଡ଼ିଶାର ଏକ ପାରମ୍ପରିକ ଓଷା: ଖୁଦୁରୁକୁଣୀ 5. ସାମାଜିକ ଏକତାର ପର୍ବ: ନୂଆଖାଇ 6. ନିର୍ମାଣ ଏବଂ ସୃଷ୍ଟିର ଦେବତା: ଦେବଶିଳ୍ପୀ ବିଶ୍ୱକର୍ମା 7. ଓଡ଼ିଶାର ନିଆରା ଲକ୍ଷ୍ମୀ ବ୍ରତ: ସୁଦଶା ବ୍ରତ 8. ପିତୃପକ୍ଷ ଓ ମହାଳୟା ଶ୍ରାଦ୍ଧ 9. ଶାରଦୀୟ ଦୁର୍ଗା ପୂଜା 10. କୃଷିଭିତ୍ତିକ ପର୍ବ ଗର୍ଭଣା ସଂକ୍ରାନ୍ତି 11. ଅଁଳା ନବମୀ ଓ ରାଧାପାଦ ଦର୍ଶନ 12. ପଞ୍ଚୁକ ବ୍ରତ ଓ ବଡ଼ ଓଷା 13. କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ 14. ଧନୁ ସଂକ୍ରାନ୍ତି ଓ ପହିଲି ଭୋଗ ନୀତି 15. ଓଡ଼ିଆ ଜନଜୀବନରେ ମାଣବସା ଗୁରୁବାର ଓଷା 16. ଶାନ୍ତି ଓ ଐକ୍ୟର ପର୍ବ: ବଡ଼ଦିନ 17. ବକୁଳ ଅମାବାସ୍ୟା 18. ଶାମ୍ବ ଦଶମୀ ଓ ସୂର୍ଯ୍ୟ ପୂଜା 19. ବସନ୍ତ ପଞ୍ଚମୀ 20. ଏକ ପବିତ୍ର ତିଥି - ମାଘ ସପ୍ତମୀ 21. ଶୈବଧର୍ମ ଓ ଶିବରାତ୍ରି 22. ଦୋଳ ପୂର୍ଣ୍ଣିମା 23. ରଙ୍ଗ ଓ ପ୍ରେମର ପର୍ବ: ହୋଲି 24. ଚଇତି ମଙ୍ଗଳବାର: ପନ୍ଥେଇ ପୂଜା 25. ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରା 26. ରାମ ନବମୀର ମହତ୍ତ୍ବ 27. ଓଡ଼ିଆଙ୍କର ଆଦ୍ୟ ପର୍ବ: ପଣା ସଂକ୍ରାନ୍ତି 28. ଚଇତି ପରବ 29. ଓଡ଼ିଆ ପରମ୍ପରାରେ ଅକ୍ଷୟ ତୃତୀୟା 30. ବୁଦ୍ଧ ଜୟନ୍ତୀ ଓ ଚନ୍ଦନ ପୂର୍ଣ୍ଣିମା 31. ପବିତ୍ର ସାବିତ୍ରୀ ବ୍ରତ 32. ରଜ ପର୍ବକୁ ନେଇ କିଛି କଥା 33. ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର 34. ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ - ରକ୍ଷା ବନ୍ଧନ 35. ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା 36. ଦୀପାବଳି ଓ ଓଡିଶାରେ କାଳୀ ପୂଜା 37. କାର୍ତ୍ତିକ ମାସ ଓ ରାଇ ଦାମୋଦର ବ୍ରତ 38. ଜ୍ୟେଷ୍ଠାୟ ନମଃ, ଶ୍ରେଷ୍ଠାୟ ନମଃ 39. ମକର ସଂକ୍ରାନ୍ତି ଓ ଶ୍ରୀଜୀଉଙ୍କ ମକର ଚଉରାଶି 40. ମାଘ ମାସ ଓ ମାଘ ପୂର୍ଣ୍ଣମୀ

ପବିତ୍ର ସାବିତ୍ରୀ ବ୍ରତ

ହିନ୍ଦୁ ଧର୍ମରେ ବିଭିନ୍ନ ପ୍ରକାରର ବ୍ରତ ଓ ଓଷା ପାଳିତ ହୋଇଥାଏ । ଭାରତର ବିଭିନ୍ନ ଅଂଚଳରେ ବିଭିନ୍ନ ପ୍ରକାରର ଓଷା ବା ବ୍ରତ ରହିଛି, ତାହା ସହିତ ସେଇ ଭାଷାରେ ବ୍ରତ କଥାମାନ ମଧ୍ୟ ରହିଛି । ତେବେ ବ୍ରତର ଅର୍ଥ ହେଉଛି ବରଣ କରିବା ବା ପ୍ରାର୍ଥନା କରିବା । କାମନା ପୂରଣ ଉଦ୍ଦେଶ୍ୟରେ ଆଚରଣ ଓ ଖାଦ୍ୟପେୟରେ ଶୁଦ୍ଧ ଏବଂ ସଂଯତ ରହି ନିର୍ଦ୍ଦିଷ୍ଟ ତିଥି, ବାର, ଯୋଗରେ ବିଭିନ୍ନ ବ୍ରତ ସବୁ ପାଳନ କରାଯାଇଥାଏ । ଓଡିଶାରେ ଯେଉଁ କେତେଟି ବ୍ରତ ନିଷ୍ଠାର ସହ ପାଳନ କରାଯାଇଥାଏ । ତନ୍ମଧ୍ୟରେ ସାବିତ୍ରୀ ବ୍ରତ ହେଉଛି ଏକ ପ୍ରଧାନ ବ୍ରତ । ସ୍ୱାମୀମାନଙ୍କର ମଙ୍ଗଳ ତଥା ଦୀର୍ଘ ଆୟୁଷ ପାଇଁ ଏଇ ବ୍ରତ ପାଳନ କରାଯାଏ । ସ୍ୱାମୀ ହେଉଛନ୍ତି ସ୍ତ୍ରୀର ଇହ କାଳର ଦେବତା । ହିନ୍ଦୁ ଧର୍ମରେ ସ୍ୱାମୀ - ସ୍ତ୍ରୀଙ୍କ ସମ୍ପର୍କ ଗୋଟିଏ ଜନ୍ମର ନୁହେଁ ବରଂ ସାତ ଜନ୍ମର ବୋଲି ବର୍ଣ୍ଣନା କରାଯାଇଛି । ହିନ୍ଦୁ ଧର୍ମରେ ବିବାହକୁ ଏକ ସଂସ୍କାର ରୂପେ ବିବେଚନା କରାଯାଏ । ଭାରତୀୟ ମହିଳାମାନେ ନିଜ ସ୍ୱାମୀଙ୍କ ଦୀର୍ଘ ଆୟୁଷ ପାଇଁ ବିଭିନ୍ନ ପ୍ରକାରର ବ୍ରତ ପାଳନ କରିଥାନ୍ତି । ଏହି କ୍ରମରେ ସାବିତ୍ରୀ ବ୍ରତ ଅନ୍ୟତମ । ମାତା ସାବିତ୍ରୀଙ୍କ ନାମାନୁସାରେ ନାମିତ

"ପବିତ୍ର ସାବିତ୍ରୀ ବ୍ରତ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |