1. ଅନ୍ତର୍ଜାତୀୟ ଚା’ ଦିବସ: ଚା’କୁ ନେଇ କିଛି କଥା
2. ବିଶ୍ଵ ଚକୋଲେଟ୍ ଦିବସ: ଜାଣନ୍ତୁ ଚକୋଲେଟ୍ ସମ୍ପର୍କରେ କିଛି ଜଣା ଅଜଣା କଥା
3. ନଦୀ ପାଇଁ ଦୁଇପଦ
4. ଆନ୍ତର୍ଜାତୀୟ କଫି ଦିବସ: କଫିକୁ ନେଇ କିଛି କଥା
5. ବିଶ୍ୱ ଡାକ ଦିବସରେ ଜାଣନ୍ତୁ ଏହାର ଇତିହାସ ସମ୍ପର୍କରେ
6. ବିଶ୍ୱ ମ୍ଯୁଜିକ୍ ଥେରାପି ଦିବସ: ଚିକିତ୍ସାରେ ସଂଗୀତ
7. ମହିଳାଙ୍କ ଲାଗି ଦିନଟିଏ: ଅନ୍ତର୍ଜାତୀୟ ମହିଳା ଦିବସ
8. ବିଶ୍ୱ ଘରଚଟିଆ ଦିବସ: ମୁଁ ଘରଚଟିଆକୁ ଭଲ ପାଏ
9. ବିଶ୍ୱ ଜଳ ଦିବସର ବାର୍ତ୍ତା
10. ବିଶ୍ୱ ସ୍ୱାସ୍ଥ୍ୟ ଦିବସ: ଆମ ଜଗତ, ଆମ ସ୍ୱାସ୍ଥ୍ୟ
11. ବିଶ୍ୱ ଐତିହ୍ୟ ଦିବସକୁ ନେଇ କିଛି କଥା
12. ବିଶ୍ୱ ବସୁନ୍ଧରା ଦିବସ: ପୃଥିବୀ ଲାଗି ଦିନଟିଏ
13. ବିଶ୍ୱ ପୁସ୍ତକ ଓ ସ୍ବତ୍ବାଧିକାର ଦିବସ: ଆସନ୍ତୁ ବହି ପଢିବା
14. ଅନ୍ତର୍ଜାତୀୟ ଶ୍ରମିକ ଦିବସ: ଉଦ୍ଦେଶ୍ୟ ଓ ଲକ୍ଷ୍ୟ
15. ସ୍ମାଇଲ୍ ପ୍ଲିଜ
16. ତ୍ୟାଗ ଓ ଭଲପାଇବାର ପ୍ରତୀକ: ମାଆ
17. ଆନ୍ତର୍ଜାତିକ ସେବିକା ଦିବସ: ସେବା ପାଇଁ ଉତ୍ସର୍ଗୀକୃତ ଜୀବନ
18. ଅତୀତର ଆଇନା: ସଂଗ୍ରହାଳୟ
19. ତମାଖୁ: ମଣିଷ ସମାଜ ପାଇଁ ସବୁଠୁ ବଡ ବିପଦ
20. ଗ୍ଲୋବାଲ୍ ଡେ ଅଫ୍ ପ୍ୟାରେଣ୍ଟସ୍, କେବେ ଓ କାହିଁକି
21. ସାଇକେଲ: ପୁରୁଣା ଦିନ, ଆଜିର ଦିନ ଓ ଆଗାମୀ ଦିନ
22. ବିଶ୍ବ ପରିବେଶ ଦିବସ: କେବଳ ଗୋଟିଏ ବିଶ୍ୱ
23. ବିଶ୍ବାସ ଓ ଭରସାର ପ୍ରତୀକ: ବାପା
24. ଚକୋଲେଟ୍: କୁଛ ମିଠା ହୋ ଯାଏ
25. ବିଶ୍ୱ ଜନସଂଖ୍ୟା ଦିବସକୁ ନେଇ କିଛି କଥା
26. ବିଶ୍ୱ ପେପର ବ୍ୟାଗ ଦିବସ - ପ୍ଲାଷ୍ଟିକକୁ ନା
27. ଦୁନିଆର ଦ୍ରୁତତମ ସମ୍ପ୍ରସାରିତ ଭାଷା - ଇମୋଜି
28. ବିଶ୍ବ ପ୍ରକୃତି ସଂରକ୍ଷଣ ଦିବସ: ପ୍ରକୃତି ପାଇଁ ଦିନଟିଏ
29. ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ: କେବେ ଓ କାହିଁକି
30. ସ୍ତନ୍ଯପାନ - ପ୍ରତ୍ଯେକ ଶିଶୁର ଅଧିକାର
31. ବନ୍ଧୁ ଲାଗି ଦିନଟିଏ: ବନ୍ଧୁତା ଦିବସ
32. ଆଦିବାସୀଙ୍କ ପାଇଁ ଦିନଟିଏ
33. ହାତୀ ପାଇଁ ଦିନଟିଏ
34. ବିଶ୍ୱ ଫଟୋଗ୍ରାଫି ଦିବସ - ଫଟୋ ବି ଅନେକ କଥା କୁହେ
35. ବିଶ୍ୱ ପର୍ଯ୍ଯଟନ ଦିବସର ଅନୁଚିନ୍ତା
36. ବିଶ୍ୱ ହୃଦୟ ଦିବସ - ୟୁଜ୍ ହାର୍ଟ ଫର ଏଭ୍ରି ହାର୍ଟ
37. ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ - ଜାଣନ୍ତୁ ଏହାର ଲକ୍ଷ୍ଯ ଓ ଉଦ୍ଦେଶ୍ଯ
38. ବିଶ୍ୱ ମଧୁମେହ ଦିବସ
39. ବିଶ୍ୱ ଶୌଚାଳୟ ଦିବସ - ମେକିଂ ଦି ଇନ୍ଭିଜିବଲ୍ ଭିଜିବଲ୍
40. ଆଜି ବିଶ୍ୱ ଟେଲିଭିଜନ ଦିବସ
41. ବିଶ୍ବ ରେଡିଓ ଦିବସ - କିଛି କଥା
42. ଅନ୍ତର୍ଜାତୀୟ ମାତୃଭାଷା ଦିବସ ଅନ୍ତରାଳରେ
43. ବିଶ୍ୱ ନିଦ୍ରା ଦିବସର ପ୍ରାସଙ୍ଗିକତା
44. କବି ହୃଦୟର ସ୍ୱତଃସ୍ଫୂର୍ତ୍ତ ଅଭିବ୍ୟକ୍ତି - କବିତା
45. କଳା ଓ ସଂସ୍କୃତିର ପରିଚାୟକ - ନୃତ୍ୟ
ବିଶ୍ବ ପ୍ରକୃତି ସଂରକ୍ଷଣ ଦିବସ: ପ୍ରକୃତି ପାଇଁ ଦିନଟିଏ
ପ୍ରତିବର୍ଷ ଜୁଲାଇ ୨୮ରେ ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସପାଳନ କରାଯାଏ ।ଏହି ଦିନ ପୃଥିବୀର ସୁରକ୍ଷା ପାଇଁ ପ୍ରକୃତି ଏବଂ ପ୍ରାକୃତିକ ସମ୍ପଦର ସଂରକ୍ଷଣର ମହତ୍ତ୍ୱ ବିଷୟରେ ସଚେତନତା ବୃଦ୍ଧି କରାଯାଏ । ଏହି ଦିନ ପାଳନ କରିବା ପଛରେ ମୁଖ୍ୟ ଲକ୍ଷ୍ୟ ହେଉଛି ପୃଥିବୀର ସୁରକ୍ଷା ପାଇଁ ପ୍ରକୃତିର ସଂରକ୍ଷଣ କରିବା । ଏଥିନିମନ୍ତେ ପ୍ରାକୃତିକ ସମ୍ପଦ ଯଥା ଜଳ, ବାୟୁ, ମାଟି, ଉଦ୍ଭିଦ, ଖଣିଜ ପଦାର୍ଥ ଏବଂ ପଶୁ ସମ୍ପଦର ସଂରକ୍ଷଣ କରିବା ।
ବିଶ୍ୱକୁ ସୁସ୍ଥ ରଖିବା ପାଇଁ ପରିବେଶ ଏବଂ ପ୍ରାକୃତିକ ସମ୍ପଦର ସଂରକ୍ଷଣର ଆବଶ୍ୟକତା ବିଷୟରେ ସଚେତନତା ସୃଷ୍ଟି କରିବାର ଲକ୍ଷ୍ୟ ରଖି ଏହି ଦିବସରେ ଅନେକ କାର୍ଯ୍ୟକ୍ରମମାନ ପ୍ରସ୍ତୁତ କରାଯାଇଥାଏ । ସେହିପରି ବିଲୁପ୍ତପ୍ରାୟ ଉଦ୍ଭିଦ ଏବଂ ପ୍ରାଣୀମାନଙ୍କୁ ସଂରକ୍ଷଣ କରିବା ହେଉଛି ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସର ଅନ୍ୟତମ ମୁଖ୍ୟ ଲକ୍ଷ୍ୟ ।
ପ୍ରକୃତି ସୁରକ୍ଷା ପାଇଁ ମୃତ୍ତିକା ସଂରକ୍ଷଣ ଏକାନ୍ତ ଅପରିହାର୍ଯ୍ଯ । ମୃତ୍ତିକା ସଂରକ୍ଷିତ ହାେଇ ରହିଲେ ଉଦ୍ଭିଦ ଜଗତ ସୁରକ୍ଷିତ ରହିବେ ଏବଂ ଉଦ୍ଭିଦ ଜଗତ ସୁରକ୍ଷିତ ରହିଲେ ଏକ ସୁନ୍ଦର ପରିବେଶ ସୃଷ୍ଟି ହେବ । ପରିବେଶ ଭଲ ରହିଲେ ମନ ଓ ଶରୀର ମଧ୍ୟ ସୁସ୍ଥ ରହିବ । ତେଣୁ ପ୍ରକୃତି ବଞ୍ଚିରହିଲେ ମାନବ ସମାଜ ବଞ୍ଚି ରହିବ ବାେଲି କହିଲେ ଅତ୍ୟୁକ୍ତି ହେବ ନାହିଁ । ମାତ୍ର ମଣିଷ ତା'ର ସ୍ବାର୍ଥ ପାଇଁ ପ୍ରକୃତିର ବିନାଶ କରୁଛି
"ବିଶ୍ବ ପ୍ରକୃତି ସଂରକ୍ଷଣ ଦିବସ: ପ୍ରକୃତି ପାଇଁ ଦିନଟିଏ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |