ସମସ୍ତଙ୍କ ପାଇଁ ସ୍ୱାସ୍ଥ୍ୟ - ବିଶ୍ୱ ସ୍ୱାସ୍ଥ୍ୟ ଦିବସ

ଆଜି ହେଉଛି ବିଶ୍ୱ ସ୍ୱାସ୍ଥ୍ୟ ଦିବସ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବା 'ହୁ'ର ପ୍ରତିଷ୍ଠା ଦିବସକୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ରୂପେ ପାଳନ କରାଯାଉଛି । ଚଳିତ ବର୍ଷ ଏହି ଦିବସର ଥିମ୍ ବା ବିଷୟବସ୍ତୁ ରହିଛି ‘ସମସ୍ତଙ୍କ ପାଇଁ ସ୍ୱାସ୍ଥ୍ୟ’ (Health for All) ।


କଥାରେ ଅଛି ସ୍ୱାସ୍ଥ୍ୟ ହିଁ ସମ୍ପଦ । ଏକ ସମୃଦ୍ଧ ରାଷ୍ଟ୍ର ପାଇଁ ଉତ୍ତମ ସ୍ୱାସ୍ଥ୍ୟ ଗୁରୁତ୍ୱପୂର୍ଣ୍ଣ । ଯେଉଁ ଦେଶର ସ୍ୱାସ୍ଥ୍ୟବ୍ୟବସ୍ଥା ଯେତେ ଉନ୍ନତ ସେ ଦେଶ ସେତେ ଉନ୍ନତ । ଆଜି ହେଉଛି ବିଶ୍ୱ ସ୍ୱାସ୍ଥ୍ୟ ଦିବସ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବା 'ହୁ'ର ପ୍ରତିଷ୍ଠା ଦିବସକୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ରୂପେ ପାଳନ କରାଯାଉଛି । ୧୯୪୮ ଏପ୍ରିଲ ୭ ତାରିଖରେ ବିଶ୍ୱ ସ୍ୱାସ୍ଥ୍ୟ

"ସମସ୍ତଙ୍କ ପାଇଁ ସ୍ୱାସ୍ଥ୍ୟ - ବିଶ୍ୱ ସ୍ୱାସ୍ଥ୍ୟ ଦିବସ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |

ଏକ ତ୍ରୁଟି ରିପୋର୍ଟ କରନ୍ତୁ