
ଓଡ଼ିଶା ପର୍ବପର୍ବାଣିର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣିର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣି ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ଆଦି ଚାରୋଟି ଭାଗରେ ଉତ୍କଳୀୟ ପର୍ବପର୍ବାଣିଗୁଡ଼ିକୁ ଭାଗ କରାଯାଇଥାଏ । ଓଡ଼ିଆ ପରମ୍ପରାରେ ରଜ ଏକ ଭିନ୍ନ ତଥା ସ୍ୱତନ୍ତ୍ର ପର୍ବ
"ରଜ ଦୋଳି କଟମଟ …" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |