1. ନାଗ ପଞ୍ଚମୀ: ଜାଣନ୍ତୁ ନାଗ ପୂଜାର ପରମ୍ପରା ସମ୍ପର୍କରେ
2. ଆକାଶେ ଉଦେ ନିଶାକର, ଦେବକୀ ଉଦରୁ ବାହାର
3. ଅଗ୍ରପୂଜ୍ୟ ଶ୍ରୀଗଣେଶ
4. ଓଡ଼ିଶାର ଏକ ପାରମ୍ପରିକ ଓଷା: ଖୁଦୁରୁକୁଣୀ
5. ସାମାଜିକ ଏକତାର ପର୍ବ: ନୂଆଖାଇ
6. ନିର୍ମାଣ ଏବଂ ସୃଷ୍ଟିର ଦେବତା: ଦେବଶିଳ୍ପୀ ବିଶ୍ୱକର୍ମା
7. ଓଡ଼ିଶାର ନିଆରା ଲକ୍ଷ୍ମୀ ବ୍ରତ: ସୁଦଶା ବ୍ରତ
8. ପିତୃପକ୍ଷ ଓ ମହାଳୟା ଶ୍ରାଦ୍ଧ
9. ଶାରଦୀୟ ଦୁର୍ଗା ପୂଜା
10. କୃଷିଭିତ୍ତିକ ପର୍ବ ଗର୍ଭଣା ସଂକ୍ରାନ୍ତି
11. ଅଁଳା ନବମୀ ଓ ରାଧାପାଦ ଦର୍ଶନ
12. ପଞ୍ଚୁକ ବ୍ରତ ଓ ବଡ଼ ଓଷା
13. କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ
14. ଧନୁ ସଂକ୍ରାନ୍ତି ଓ ପହିଲି ଭୋଗ ନୀତି
15. ଓଡ଼ିଆ ଜନଜୀବନରେ ମାଣବସା ଗୁରୁବାର ଓଷା
16. ଶାନ୍ତି ଓ ଐକ୍ୟର ପର୍ବ: ବଡ଼ଦିନ
17. ବକୁଳ ଅମାବାସ୍ୟା
18. ଶାମ୍ବ ଦଶମୀ ଓ ସୂର୍ଯ୍ୟ ପୂଜା
19. ବସନ୍ତ ପଞ୍ଚମୀ
20. ଏକ ପବିତ୍ର ତିଥି - ମାଘ ସପ୍ତମୀ
21. ଶୈବଧର୍ମ ଓ ଶିବରାତ୍ରି
22. ଦୋଳ ପୂର୍ଣ୍ଣିମା
23. ରଙ୍ଗ ଓ ପ୍ରେମର ପର୍ବ: ହୋଲି
24. ଚଇତି ମଙ୍ଗଳବାର: ପନ୍ଥେଇ ପୂଜା
25. ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରା
26. ରାମ ନବମୀର ମହତ୍ତ୍ବ
27. ଓଡ଼ିଆଙ୍କର ଆଦ୍ୟ ପର୍ବ: ପଣା ସଂକ୍ରାନ୍ତି
28. ଚଇତି ପରବ
29. ଓଡ଼ିଆ ପରମ୍ପରାରେ ଅକ୍ଷୟ ତୃତୀୟା
30. ବୁଦ୍ଧ ଜୟନ୍ତୀ ଓ ଚନ୍ଦନ ପୂର୍ଣ୍ଣିମା
31. ପବିତ୍ର ସାବିତ୍ରୀ ବ୍ରତ
32. ରଜ ପର୍ବକୁ ନେଇ କିଛି କଥା
33. ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର
34. ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ - ରକ୍ଷା ବନ୍ଧନ
35. ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା
36. ଦୀପାବଳି ଓ ଓଡିଶାରେ କାଳୀ ପୂଜା
37. କାର୍ତ୍ତିକ ମାସ ଓ ରାଇ ଦାମୋଦର ବ୍ରତ
38. ଜ୍ୟେଷ୍ଠାୟ ନମଃ, ଶ୍ରେଷ୍ଠାୟ ନମଃ
39. ମକର ସଂକ୍ରାନ୍ତି ଓ ଶ୍ରୀଜୀଉଙ୍କ ମକର ଚଉରାଶି
40. ମାଘ ମାସ ଓ ମାଘ ପୂର୍ଣ୍ଣମୀ
ଶାମ୍ବ ଦଶମୀ ଓ ସୂର୍ଯ୍ୟ ପୂଜା
ଆଦିମ କାଳରୁ ସୂର୍ଯ୍ୟଦେବ ଭାରତୀୟ ଆର୍ଯ୍ୟମାନଙ୍କର ପ୍ରଧାନ ଉପାସ୍ୟ ରୂପେ ରହିଛନ୍ତି । ଭାରତୀୟ ଧର୍ମ ଇତିହାସରେ ସୂର୍ଯ୍ୟ ନାନା ଭାବରେ ଉପାସିତ । ସୂର୍ଯ୍ୟ ପୂଜା ହିନ୍ଦୁ ଧର୍ମରେ ଏକ ପ୍ରମୁଖ ପୂଜା । ସକାଳ ସ୍ନାନ ପରେ ସୂର୍ଯ୍ୟଙ୍କୁ ଜଳ ଅର୍ଘ୍ୟ ଦେବା ଏକ ନିତିଦିନିଆ ଚଳଣି । ଓଡ଼ିଆ ପରମ୍ପରାରେ ବାର ମାସରେ ତେର ପର୍ବ । ସମସ୍ତ ପର୍ବଗୁଡିକର ବିଶେଷତ୍ୱ ନିଆରା । ସୂର୍ଯ୍ୟ ହେଉଛନ୍ତି ସକଳ ଶକ୍ତିର ଆଧାର । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟଙ୍କର ଏକ ବିଶେଷ ପୂଜା । ପୌଷମାସ ଶୁକ୍ଳପକ୍ଷ ଦଶମୀ ଦିନଟିକୁ ହିନ୍ଦୁମାନେ ଶାମ୍ବ ଦଶମୀ ଭାବେ ପାଳନ କରିଥାନ୍ତି । ସୂର୍ଯ୍ୟ ଉପାସନା ବିଧି ସହ ଓଡ଼ିଶାରେ ଘରେ ଘରେ ପାଳିତ ହେଉଥିବା ଶାମ୍ବ ଦଶମୀକୁ ଶମ୍ବର ଦଶମୀ ବୋଲି କୁହାଯାଏ ।
ଶାମ୍ବ ଦଶମୀ ପୂଜାର ଧର୍ମ ଦର୍ଶନ ଓ ନିଗୂଢ ତତ୍ତ୍ଵ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏହି ପର୍ବର ବିଶେଷତ୍ୱ ହେଉଛି ଆକାଶରେ ସୂର୍ଯ୍ୟଙ୍କର ତିନି ସ୍ଥିତିକୁ ଲକ୍ଷ୍ୟ କରି ତିନି ପ୍ରକାରର ଧୂପ ବା ପୂଜା ଅନୁଷ୍ଠିତ ହୋଇଥାଏ । ଅରୁଣୋଦୟ ସମୟରେ ପ୍ରଥମ ଧୂପ ହୁଏ । ଏହି ପୂଜାରେ (ବାଳ ସୂର୍ଯ୍ୟ)ଙ୍କୁ ପୂଜା କରାଯାଇ ଫଳମୂଳ ଓ ମିଷ୍ଟାନ୍ନ ଇତ୍ୟାଦି ନୈବେଦ୍ୟ ବଢ଼ାଯାଏ । ଏହାକୁ ବଢାକୁଢା ବା ବାଳଭୋଗ ବୋଲି କୁହାଯାଏ । ଏହି ବ୍ରାହ୍ମମୁହୂର୍ତ୍ତରେ ପୂଜା ନୈବେଦ୍ୟ ବା ପ୍ରଥମ
"ଶାମ୍ବ ଦଶମୀ ଓ ସୂର୍ଯ୍ୟ ପୂଜା" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |