
ଭାରତୀୟ ଧର୍ମରେ ଶକ୍ତିପୂଜା ବହୁ ପ୍ରାଚୀନ । ଭାରତୀୟ ଦର୍ଶନରେ ଆଦ୍ୟାଶକ୍ତି ପ୍ରକୃତି ରୂପିଣୀ । ଆଦ୍ୟାଶକ୍ତି ହିଁ ସବୁ ଶକ୍ତିର ଆଧାର । ଭାରତୀୟ ସଂସ୍କୃତିରେ ଶକ୍ତି ତିନି ଗୁଣ ଯଥା ସତ୍ବ, ରଜ ଓ ତମ । ରଜ ଗୁଣରେ ସୃଷ୍ଟି କରନ୍ତି, ସତ୍ବ ଗୁଣରେ ସ୍ଥିତି କରନ୍ତି, ତମଗୁଣରେ ସଂହାର କରନ୍ତି । ଭାରତୀୟ ସଂସ୍କୃତିରେ ବ୍ରହ୍ମା, ବିଷ୍ଣୁ, ମହେଶ୍ୱର ଏ ତିନି ଦେବତା ଯଥାକ୍ରମେ
"ଯା ଦେବୀ ସର୍ବଭୂତେଷୁ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |