1. ନାଗ ପଞ୍ଚମୀ: ଜାଣନ୍ତୁ ନାଗ ପୂଜାର ପରମ୍ପରା ସମ୍ପର୍କରେ 2. ଆକାଶେ ଉଦେ ନିଶାକର, ଦେବକୀ ଉଦରୁ ବାହାର 3. ଅଗ୍ରପୂଜ୍ୟ ଶ୍ରୀଗଣେଶ 4. ଓଡ଼ିଶାର ଏକ ପାରମ୍ପରିକ ଓଷା: ଖୁଦୁରୁକୁଣୀ 5. ସାମାଜିକ ଏକତାର ପର୍ବ: ନୂଆଖାଇ 6. ନିର୍ମାଣ ଏବଂ ସୃଷ୍ଟିର ଦେବତା: ଦେବଶିଳ୍ପୀ ବିଶ୍ୱକର୍ମା 7. ଓଡ଼ିଶାର ନିଆରା ଲକ୍ଷ୍ମୀ ବ୍ରତ: ସୁଦଶା ବ୍ରତ 8. ପିତୃପକ୍ଷ ଓ ମହାଳୟା ଶ୍ରାଦ୍ଧ 9. ଶାରଦୀୟ ଦୁର୍ଗା ପୂଜା 10. କୃଷିଭିତ୍ତିକ ପର୍ବ ଗର୍ଭଣା ସଂକ୍ରାନ୍ତି 11. ଅଁଳା ନବମୀ ଓ ରାଧାପାଦ ଦର୍ଶନ 12. ପଞ୍ଚୁକ ବ୍ରତ ଓ ବଡ଼ ଓଷା 13. କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ 14. ଧନୁ ସଂକ୍ରାନ୍ତି ଓ ପହିଲି ଭୋଗ ନୀତି 15. ଓଡ଼ିଆ ଜନଜୀବନରେ ମାଣବସା ଗୁରୁବାର ଓଷା 16. ଶାନ୍ତି ଓ ଐକ୍ୟର ପର୍ବ: ବଡ଼ଦିନ 17. ବକୁଳ ଅମାବାସ୍ୟା 18. ଶାମ୍ବ ଦଶମୀ ଓ ସୂର୍ଯ୍ୟ ପୂଜା 19. ବସନ୍ତ ପଞ୍ଚମୀ 20. ଏକ ପବିତ୍ର ତିଥି - ମାଘ ସପ୍ତମୀ 21. ଶୈବଧର୍ମ ଓ ଶିବରାତ୍ରି 22. ଦୋଳ ପୂର୍ଣ୍ଣିମା 23. ରଙ୍ଗ ଓ ପ୍ରେମର ପର୍ବ: ହୋଲି 24. ଚଇତି ମଙ୍ଗଳବାର: ପନ୍ଥେଇ ପୂଜା 25. ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରା 26. ରାମ ନବମୀର ମହତ୍ତ୍ବ 27. ଓଡ଼ିଆଙ୍କର ଆଦ୍ୟ ପର୍ବ: ପଣା ସଂକ୍ରାନ୍ତି 28. ଚଇତି ପରବ 29. ଓଡ଼ିଆ ପରମ୍ପରାରେ ଅକ୍ଷୟ ତୃତୀୟା 30. ବୁଦ୍ଧ ଜୟନ୍ତୀ ଓ ଚନ୍ଦନ ପୂର୍ଣ୍ଣିମା 31. ପବିତ୍ର ସାବିତ୍ରୀ ବ୍ରତ 32. ରଜ ପର୍ବକୁ ନେଇ କିଛି କଥା 33. ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର 34. ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ - ରକ୍ଷା ବନ୍ଧନ 35. ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା 36. ଦୀପାବଳି ଓ ଓଡିଶାରେ କାଳୀ ପୂଜା 37. କାର୍ତ୍ତିକ ମାସ ଓ ରାଇ ଦାମୋଦର ବ୍ରତ 38. ଜ୍ୟେଷ୍ଠାୟ ନମଃ, ଶ୍ରେଷ୍ଠାୟ ନମଃ 39. ମକର ସଂକ୍ରାନ୍ତି ଓ ଶ୍ରୀଜୀଉଙ୍କ ମକର ଚଉରାଶି 40. ମାଘ ମାସ ଓ ମାଘ ପୂର୍ଣ୍ଣମୀ

ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା

ଓଡ଼ିଶାରେ ବାରମାସରେ ତେର ପର୍ବ । ଆଶ୍ଵିନ ମାସରେ ମାଆ ମହାମାୟାଙ୍କ ପୂଜା ହେଉଥିବାବେଳେ ଆଶ୍ଵିନ ପୂର୍ଣ୍ଣିମା ବା କୁମାର ପୂର୍ଣ୍ଣିମା ଦିନ ମାତା ଲକ୍ଷ୍ମୀଙ୍କୁ ଆବାହନ କରାଯାଏ । ବର୍ଷରେ ମୁଖ୍ୟତଃ ଲକ୍ଷ୍ମୀପୂଜା ତିନିଥର ହାେଇଥାଏ । ମାର୍ଗଶିର ମାସ ଗୁରୁବାରରେ, କାର୍ତ୍ତିକ ମାସ ଦୀପାବଳି ଅମାବାସ୍ଯା ଏବଂ ଆଶ୍ୱିନ ପୂର୍ଣ୍ଣିମାରେ ଲକ୍ଷ୍ମୀଙ୍କୁ ଭିନ୍ନ ଭିନ୍ନ ରୂପରେ ପୂଜା କରାଯାଇଥାଏ । ଏହାବ୍ୟତୀତ କେତେକଙ୍କ ଘରେ ସୁଦଶା ବ୍ରତରେ, ଧନୁ ସଂକ୍ରାନ୍ତି ଓ ମକର ସଂକ୍ରାନ୍ତିରେ ମଧ୍ୟ ଲକ୍ଷ୍ମୀ ପୂଜା ହୋଇଥାଏ । ଏସବୁ ପୂଜା ଭିତରେ କୁମାର ପୂର୍ଣ୍ଣିମାରେ ହେଉଥିବା ଗଜଲକ୍ଷ୍ମୀ ପୂଜା ସ୍ଵତନ୍ତ୍ର । ଓଡିଶାରେ ଏହା ବେଶ ସ୍ବତନ୍ତ୍ର କାରଣ ଏହିଦିନରେ ମାତା ଲକ୍ଷ୍ମୀଙ୍କ ପୂଜା ସହ ଘରେ ଘରେ କୁମାରୀମାନେ କୁମାର ପୂର୍ଣ୍ଣିମା ଓଷା ପାଳନ କରନ୍ତି । ମହାଲକ୍ଷ୍ମୀଙ୍କର ପୂଜା ପରମ୍ପରା ଅତି ପ୍ରାଚୀନ । ବୈଦିକ ଯୁଗରୁ ଏ ପୂଜା ପ୍ରଥା ଚଳି ଆସିଛି ବୋଲି ପ୍ରମାଣ ରହିଛି । ଅଷ୍ଟାଦଶ ପୁରାଣର ରଚୟିତା ମହର୍ଷି ବ୍ୟାସଦେବ ପଦ୍ମପୁରାଣରେ ଅତିସୁନ୍ଦର ଭାବରେ ମହାଲକ୍ଷ୍ମୀଙ୍କର ମହିମା ଗାନ କରିଛନ୍ତି । ବିଷ୍ଣୁପୁରାଣ, ପଦ୍ମପୁରାଣ, ବ୍ରହ୍ମବୈବର୍ତ୍ତ ପୁରାଣ, ଭାଗବତ ଆଦି ପୁରାଣରେ ମାଆ ମହାଲକ୍ଷ୍ମୀଙ୍କର ବର୍ଣ୍ଣନା ରହିଛି । ଲକ୍ଷ୍ମୀପୁରାଣ ବର୍ଣ୍ଣନା ଅନୁସାରେ ସତ୍ୟଯୁଗରେ ଦେବତା ଓ ଦାନବମାନେ ସମୁଦ୍ର ମନ୍ଥନ କରିଥିଲେ । ସମୁଦ୍ର ମନ୍ଥନରୁ ଅନେକ ଦୁର୍ମୂଲ୍ୟ ଦ୍ରବ୍ୟ ପ୍ରାପ୍ତ ହୋଇଥିଲା । ସେହି

"ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |