1. ନାଗ ପଞ୍ଚମୀ: ଜାଣନ୍ତୁ ନାଗ ପୂଜାର ପରମ୍ପରା ସମ୍ପର୍କରେ 2. ଆକାଶେ ଉଦେ ନିଶାକର, ଦେବକୀ ଉଦରୁ ବାହାର 3. ଅଗ୍ରପୂଜ୍ୟ ଶ୍ରୀଗଣେଶ 4. ଓଡ଼ିଶାର ଏକ ପାରମ୍ପରିକ ଓଷା: ଖୁଦୁରୁକୁଣୀ 5. ସାମାଜିକ ଏକତାର ପର୍ବ: ନୂଆଖାଇ 6. ନିର୍ମାଣ ଏବଂ ସୃଷ୍ଟିର ଦେବତା: ଦେବଶିଳ୍ପୀ ବିଶ୍ୱକର୍ମା 7. ଓଡ଼ିଶାର ନିଆରା ଲକ୍ଷ୍ମୀ ବ୍ରତ: ସୁଦଶା ବ୍ରତ 8. ପିତୃପକ୍ଷ ଓ ମହାଳୟା ଶ୍ରାଦ୍ଧ 9. ଶାରଦୀୟ ଦୁର୍ଗା ପୂଜା 10. କୃଷିଭିତ୍ତିକ ପର୍ବ ଗର୍ଭଣା ସଂକ୍ରାନ୍ତି 11. ଅଁଳା ନବମୀ ଓ ରାଧାପାଦ ଦର୍ଶନ 12. ପଞ୍ଚୁକ ବ୍ରତ ଓ ବଡ଼ ଓଷା 13. କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ 14. ଧନୁ ସଂକ୍ରାନ୍ତି ଓ ପହିଲି ଭୋଗ ନୀତି 15. ଓଡ଼ିଆ ଜନଜୀବନରେ ମାଣବସା ଗୁରୁବାର ଓଷା 16. ଶାନ୍ତି ଓ ଐକ୍ୟର ପର୍ବ: ବଡ଼ଦିନ 17. ବକୁଳ ଅମାବାସ୍ୟା 18. ଶାମ୍ବ ଦଶମୀ ଓ ସୂର୍ଯ୍ୟ ପୂଜା 19. ବସନ୍ତ ପଞ୍ଚମୀ 20. ଏକ ପବିତ୍ର ତିଥି - ମାଘ ସପ୍ତମୀ 21. ଶୈବଧର୍ମ ଓ ଶିବରାତ୍ରି 22. ଦୋଳ ପୂର୍ଣ୍ଣିମା 23. ରଙ୍ଗ ଓ ପ୍ରେମର ପର୍ବ: ହୋଲି 24. ଚଇତି ମଙ୍ଗଳବାର: ପନ୍ଥେଇ ପୂଜା 25. ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରା 26. ରାମ ନବମୀର ମହତ୍ତ୍ବ 27. ଓଡ଼ିଆଙ୍କର ଆଦ୍ୟ ପର୍ବ: ପଣା ସଂକ୍ରାନ୍ତି 28. ଚଇତି ପରବ 29. ଓଡ଼ିଆ ପରମ୍ପରାରେ ଅକ୍ଷୟ ତୃତୀୟା 30. ବୁଦ୍ଧ ଜୟନ୍ତୀ ଓ ଚନ୍ଦନ ପୂର୍ଣ୍ଣିମା 31. ପବିତ୍ର ସାବିତ୍ରୀ ବ୍ରତ 32. ରଜ ପର୍ବକୁ ନେଇ କିଛି କଥା 33. ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର 34. ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ - ରକ୍ଷା ବନ୍ଧନ 35. ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା 36. ଦୀପାବଳି ଓ ଓଡିଶାରେ କାଳୀ ପୂଜା 37. କାର୍ତ୍ତିକ ମାସ ଓ ରାଇ ଦାମୋଦର ବ୍ରତ 38. ଜ୍ୟେଷ୍ଠାୟ ନମଃ, ଶ୍ରେଷ୍ଠାୟ ନମଃ 39. ମକର ସଂକ୍ରାନ୍ତି ଓ ଶ୍ରୀଜୀଉଙ୍କ ମକର ଚଉରାଶି 40. ମାଘ ମାସ ଓ ମାଘ ପୂର୍ଣ୍ଣମୀ

ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର

ଆଷାଢ଼ ମାସ ପୂର୍ଣ୍ଣିମା ଦିନକୁ ଗୁରୁ ପୂର୍ଣ୍ଣିମା ରୂପେ ପାଳନ କରାଯାଇଥାଏ । ଏହି ଦିନଟି ହେଉଛି ମହର୍ଷି ବ୍ୟାସଦେବଙ୍କର ଜନ୍ମତିଥି । ସେ ହେଉଛନ୍ତି ବେଦ, ବେଦାନ୍ତ, ଗୀତା ଓ ଉପନିଷଦର ଭାଷ୍ୟକାର ତଥା ମହାକାବ୍ୟ ଯୁଗର ମହାଭାରତ, ଅଷ୍ଟାଦଶ ପୁରାଣ, ଶ୍ରୀମଦ୍ ଭାଗବତ, ବ୍ରହ୍ମସୂତ୍ର ଆଦିର ପ୍ରଣେତା । ବେଦାନ୍ତ ଦର୍ଶନ ଓ ଅଦ୍ୱୈତବାଦର ସଂସ୍ଥାପକ ହେଉଛନ୍ତି ବ୍ୟାସଦେବ । ସେଥିପାଇଁ ଏହି ପୂର୍ଣ୍ଣିମାକୁ ବ୍ୟାସ ପୂର୍ଣ୍ଣିମା ବୋଲି ମଧ୍ୟ କୁହାଯାଏ । ଆମ ଜୀବନରେ ଗୁରୁଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । 'ଗୁ' କହିଲେ ଅନ୍ଧାର ଏବଂ 'ରୁ' ର ଅର୍ଥ ଅଜ୍ଞାନ ଅର୍ଥାତ୍ ଗୁରୁ ଅଜ୍ଞାନ ରୂପକ ଅନ୍ଧକାରରୁ ମୁକ୍ତ କରି ଆଲୋକ ପ୍ରଦର୍ଶନ କରନ୍ତି । ସେଥିପାଇଁ ଗୁରୁଙ୍କୁ ବ୍ରହ୍ମା, ବିଷ୍ଣୁ ଏବଂ ମହେଶ୍ୱର ବାେଲି କୁହାଯାଇଛି । ଭାରତୀୟ ଦର୍ଶନରେ ଗୁରୁଙ୍କ ସ୍ଥାନ ଭଗବାନଙ୍କଠାରୁ ଉର୍ଦ୍ଧ୍ବରେ । ଆମ ଜୀବନର ପ୍ରଥମ ହେଉଛନ୍ତି ମାତା - ପିତା । ଆମେ ଯାହାଙ୍କଠାରୁ ଶିକ୍ଷା ପାଉ ସେ ହେଉଛନ୍ତି ଆମ ଦ୍ବିତୀୟ ଗୁରୁ । ଜୀବନରେ ଶିକ୍ଷା ଗୁରୁ, ଦୀକ୍ଷା ଗୁରୁ ଭେଦରେ ଅନେକ ଗୁରୁ ଆସନ୍ତି । କହିବାକୁ ଗଲେ ଗୁରୁ ହେଉଛନ୍ତି ଏକ ସତ୍ତା । ଭାଗବତରେ ବର୍ଣ୍ଣିତ ଅବଧୂତ ବା ଦତ୍ତାତ୍ରେୟଙ୍କର ଚବିଶ ଗୁରୁ ରହିଥିଲେ । ହିନ୍ଦୁ ଧର୍ମ ହେଉ ଅଥବା ଅନ୍ୟ ସମସ୍ତ ଧାର୍ମିକ

"ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |