1. ନାଗ ପଞ୍ଚମୀ: ଜାଣନ୍ତୁ ନାଗ ପୂଜାର ପରମ୍ପରା ସମ୍ପର୍କରେ 2. ଆକାଶେ ଉଦେ ନିଶାକର, ଦେବକୀ ଉଦରୁ ବାହାର 3. ଅଗ୍ରପୂଜ୍ୟ ଶ୍ରୀଗଣେଶ 4. ଓଡ଼ିଶାର ଏକ ପାରମ୍ପରିକ ଓଷା: ଖୁଦୁରୁକୁଣୀ 5. ସାମାଜିକ ଏକତାର ପର୍ବ: ନୂଆଖାଇ 6. ନିର୍ମାଣ ଏବଂ ସୃଷ୍ଟିର ଦେବତା: ଦେବଶିଳ୍ପୀ ବିଶ୍ୱକର୍ମା 7. ଓଡ଼ିଶାର ନିଆରା ଲକ୍ଷ୍ମୀ ବ୍ରତ: ସୁଦଶା ବ୍ରତ 8. ପିତୃପକ୍ଷ ଓ ମହାଳୟା ଶ୍ରାଦ୍ଧ 9. ଶାରଦୀୟ ଦୁର୍ଗା ପୂଜା 10. କୃଷିଭିତ୍ତିକ ପର୍ବ ଗର୍ଭଣା ସଂକ୍ରାନ୍ତି 11. ଅଁଳା ନବମୀ ଓ ରାଧାପାଦ ଦର୍ଶନ 12. ପଞ୍ଚୁକ ବ୍ରତ ଓ ବଡ଼ ଓଷା 13. କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ 14. ଧନୁ ସଂକ୍ରାନ୍ତି ଓ ପହିଲି ଭୋଗ ନୀତି 15. ଓଡ଼ିଆ ଜନଜୀବନରେ ମାଣବସା ଗୁରୁବାର ଓଷା 16. ଶାନ୍ତି ଓ ଐକ୍ୟର ପର୍ବ: ବଡ଼ଦିନ 17. ବକୁଳ ଅମାବାସ୍ୟା 18. ଶାମ୍ବ ଦଶମୀ ଓ ସୂର୍ଯ୍ୟ ପୂଜା 19. ବସନ୍ତ ପଞ୍ଚମୀ 20. ଏକ ପବିତ୍ର ତିଥି - ମାଘ ସପ୍ତମୀ 21. ଶୈବଧର୍ମ ଓ ଶିବରାତ୍ରି 22. ଦୋଳ ପୂର୍ଣ୍ଣିମା 23. ରଙ୍ଗ ଓ ପ୍ରେମର ପର୍ବ: ହୋଲି 24. ଚଇତି ମଙ୍ଗଳବାର: ପନ୍ଥେଇ ପୂଜା 25. ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରା 26. ରାମ ନବମୀର ମହତ୍ତ୍ବ 27. ଓଡ଼ିଆଙ୍କର ଆଦ୍ୟ ପର୍ବ: ପଣା ସଂକ୍ରାନ୍ତି 28. ଚଇତି ପରବ 29. ଓଡ଼ିଆ ପରମ୍ପରାରେ ଅକ୍ଷୟ ତୃତୀୟା 30. ବୁଦ୍ଧ ଜୟନ୍ତୀ ଓ ଚନ୍ଦନ ପୂର୍ଣ୍ଣିମା 31. ପବିତ୍ର ସାବିତ୍ରୀ ବ୍ରତ 32. ରଜ ପର୍ବକୁ ନେଇ କିଛି କଥା 33. ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର 34. ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ - ରକ୍ଷା ବନ୍ଧନ 35. ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା 36. ଦୀପାବଳି ଓ ଓଡିଶାରେ କାଳୀ ପୂଜା 37. କାର୍ତ୍ତିକ ମାସ ଓ ରାଇ ଦାମୋଦର ବ୍ରତ 38. ଜ୍ୟେଷ୍ଠାୟ ନମଃ, ଶ୍ରେଷ୍ଠାୟ ନମଃ 39. ମକର ସଂକ୍ରାନ୍ତି ଓ ଶ୍ରୀଜୀଉଙ୍କ ମକର ଚଉରାଶି 40. ମାଘ ମାସ ଓ ମାଘ ପୂର୍ଣ୍ଣମୀ

ପଞ୍ଚୁକ ବ୍ରତ ଓ ବଡ଼ ଓଷା

କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ)କୁ ପଞ୍ଚୁକ ବା ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ଶୁଦ୍ଧ, ସାତ୍ତ୍ଵିକ ଖାଦ୍ୟ ଭୋଜନ କରନ୍ତି । କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପରମ ପବିତ୍ର ଦିବସ I ପଞ୍ଚୁକର ଶେଷ ତିନିଦିନ ତ୍ରୟୋଦଶୀ, ଚତୁର୍ଦ୍ଦଶୀ, ପୂର୍ଣ୍ଣିମା - ଅତ୍ୟନ୍ତ ପୂଣ୍ୟମୟ ତିଥି । ଏହି ପଞ୍ଚୁକରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି I ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ପ୍ରସନ୍ନ ହୋଇ ବର ପ୍ରଦାନକରନ୍ତି I ଏହି ପାଞ୍ଚଦିନ ପ୍ରତ୍ୟେକ ହିନ୍ଦୁ ଆମିଷ ପରିହାର କରି ଶୁଦ୍ଧ, ସାତ୍ତ୍ୱିକ ଭୋଜନ କରନ୍ତି I ଏହିମାସରେ ଆମିଷ ନ ଖାଇବାର ଧର୍ମ ସମ୍ମତ କାରଣ ସହିତ ବୈଜ୍ଞାନିକ କାରଣ ମଧ୍ୟ ରହିଛି - ଏହିମାସରେ ମାଛମାନଙ୍କୁ ରୋଗ ହୋଇଥାଏ । କାର୍ତ୍ତିକ ମାସଯାକ ପ୍ରାତଃସ୍ନାନ କରି ଲୋକମାନେ ବିଶେଷକରି ବିଧବାମାନେ ରାଇଦାମୋଦର ବ୍ରତ ପାଳନ କରନ୍ତି । ଅନେକ ଅଁଳା ନବମୀ ବା ରାଧାପାଦ ଦର୍ଶନ ଦିବସଠାରୁ ସାତଦିନ ହବିଷ୍ୟ କରନ୍ତି । ବିଶେଷକରି ଏହି ପାଞ୍ଚଦିନ

"ପଞ୍ଚୁକ ବ୍ରତ ଓ ବଡ଼ ଓଷା" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |