1. ଓଡ଼ିଶାର ପ୍ରଥମ କଥାକୁହା ଚଳଚ୍ଚିତ୍ର: 'ସୀତା ବିବାହ’
2. ସ୍ମୃତିର ପରଦାରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ 'ମାଟିର ମଣିଷ'
3. ସ୍ୱାଧିନତା ପରର ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ଲଳିତା
4. ଚତୁର୍ଥ ଓଡ଼ିଆ କଥାଚିତ୍ର - ‘ସପ୍ତଶଯ୍ୟା’
5. ଇଂରାଜୀ ଶୀର୍ଷକର ପ୍ରଥମ ଓଡ଼ିଆ ସିନେମା ‘ରୋଲ୍ସ - ୨ - ୮’
6. ଓଡ଼ିଆ କଥାଚିତ୍ର ‘କନକଲତା’
7. ପରଦାରେ କୁନ୍ତଳା କୁମାରୀ ଆଚାର୍ଯ୍ୟଙ୍କ ଉପନ୍ୟାସ ‘ଅଦିନ ମେଘ’
8. ଫକୀରମୋହନ ସେନାପତିଙ୍କ ‘ଛ ମାଣ ଆଠଗୁଣ୍ଠ’
9. ପ୍ରଥମ ରଙ୍ଗୀନ ଓଡ଼ିଆ ଚଳଚ୍ଚିତ୍ର ‘ଗପ ହେଲେ ବି ସତ’
10. ଓଡ଼ିଆ ଚଳଚ୍ଚିତ୍ର ‘ସିନ୍ଦୁର ବିନ୍ଦୁ’
11. ପ୍ରଥମ ଦ୍ୱିଭାଷୀ କଥାଚିତ୍ର ‘ଆମରି ଗାଁ ଝିଅ’
12. ପ୍ରେମ - ପ୍ରୀତି ଓ ଆତ୍ମୋତ୍ସର୍ଗର ଏକ ଅଭୁଲା ପ୍ରେମକାହାଣୀ: କେଦାର ଗୌରୀ
13. ପ୍ରତିଭା ରାୟଙ୍କ ଉପନ୍ୟାସ ‘ଅପରିଚିତା’ ଆଧାରରେ କଥାଚିତ୍ର -'ଅପରିଚିତା'
14. ବିଜୟିନୀ ଦାସଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘ଟିକେ ହସ ଟିକେ ଲୁହ’
15. ପୌରାଣିକ ଓଡ଼ିଆ କଥାଚିତ୍ର: ଶ୍ରୀଜଗନ୍ନାଥ
16. ଶ୍ରୀରାମ ପଣ୍ଡାଙ୍କ ଅଭିନୀତ ପ୍ରଥମ କଥାଚିତ୍ର - 'ଧରିତ୍ରୀ'
17. ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ‘ଶ୍ରୀଲୋକନାଥ’
18. ଓଡ଼ିଆ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପ୍ରଥମ ସିନେମା: ଅଭିମାନ
19. ଗାୟତ୍ରୀ ବସୁ ମଲ୍ଲିକଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘କାବେରୀ’
20. ବିଦେଶିନୀଙ୍କ ଓଡିଆ କଥାଚିତ୍ର - ପରଦେଶୀ ଚଢ଼େଇ
21. ‘ସୂର୍ଯ୍ୟମୁଖୀ’ ଓ ଲତା ମଙ୍ଗେଶକରଙ୍କ ପ୍ରଥମ ଓଡ଼ିଆ ଗୀତ
22. ନୀରଦ ମହାପାତ୍ରଙ୍କ 'ମାୟା ମିରିଗ'
23. ଓଡ଼ିଆ କଥାଚିତ୍ର ନାରୀ
24. ସ୍ମୃତିର ପରଦାରେ ନବଜନ୍ମ
25. ମ୍ୟୁଜିକାଲ ହିଟ୍ ଯାଯାବର
26. ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡିଆ କଥାଚିତ୍ର ଅରୁନ୍ଧତୀ
27. ଦ୍ୱୈତ ଭୂମିକାର ପ୍ରଥମ ଓଡ଼ିଆ କଥାଚିତ୍ର -‘ଅଭିନେତ୍ରୀ’
28. ନିତାଇ ପାଲିତଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଭାଇ ଭାଇ’
29. ଓଡ଼ିଆ ସିନେମାରେ ବର୍ଷା ଛିଟା: କେବେ ପ୍ରେମରେ ମତୁଆଲା ତ କେବେ ବିରହରେ ଆନମନା
30. ଓଡ଼ିଆ ସିନେମାରେ ଦେଶପ୍ରେମର ଛିଟା
ପରଦାରେ କୁନ୍ତଳା କୁମାରୀ ଆଚାର୍ଯ୍ୟଙ୍କ ଉପନ୍ୟାସ ‘ଅଦିନ ମେଘ’
ଓଡ଼ିଆ ସାହିତ୍ୟିକା ଓ ସମାଜସେବୀ କୁନ୍ତଳା କୁମାରୀ ଆଚାର୍ଯ୍ୟଙ୍କ "ଅଦିନ ମେଘ" ଉପନ୍ୟାସକୁ ଆଧାର କରି ସମାନ ନାମରେ ନିର୍ମିତ ଏହି ସିନେମାଟି ଜାନୁଆରୀ ୨୩, ୧୯୭୦ ମସିହାରେ କଟକରେ ମୁକ୍ତିଲାଭ କରିଥିଲା । "ଛାୟାବାଣୀ ବ୍ୟାନର"ରେ ପ୍ରସ୍ତୁତ ଏହି ସିନେମାର ପ୍ରଯୋଜନା ଭାର ବାବୁଲାଲ ଦୋଷୀଙ୍କ ହାତରେ ରହିଥିଲା । ବାବୁଲାଲ ଦୋଷୀ ସେତେବେଳକୁ ଓଡିଆ ସିନେମାର ସବୁଠୁ ସଫଳ ପ୍ରଯୋଜକ । "ଅଦିନ ମେଘ" ପୂର୍ବରୁ "ମାଟିର ମଣିଷ", "ଅଭିନେତ୍ରୀ" ଓ "ଅମଡା ବାଟ" ବେଶ ସଫଳ ସିନେମା ସାବ୍ୟସ୍ତ ହୋଇ ସାରିଥାଏ । ବାବୁଲାଲ ଦୋଷୀ ମୂଳତଃ ଗୁଜରାଟୀ ହେଲେ ମଧ୍ୟ ତାଙ୍କ ରକ୍ତରେ ଓଡିଆ ସଂସ୍କୃତିର ଧାରା ପ୍ରବାହ ରହିଥିଲା । ଓଡିଆ ସିନେମା ଓ ଓଡିଶୀ ନୃତ୍ୟ କ୍ଷେତ୍ରରେ ତାଙ୍କର ବିପୁଳ ଅବଦାନ ରହିଛି । ବସନ୍ତ କୁମାରୀ ଦେବୀଙ୍କ ଚର୍ଚ୍ଚିତ ଉପନ୍ୟାସ "ଅମଡା ବାଟ", କାହ୍ନୁଚରଣ ମହାନ୍ତିଙ୍କ "ଅଭିନେତ୍ରୀ" ଓ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ "ମାଟିର ମଣିଷ" ଉପନ୍ୟାସ ଆଧାରରେ ସିନେମା ତିଆରି କରି ସାରିଥିବା ବାବୁଲାଲ ଦୋଷୀଙ୍କ ଲାଗି କୁନ୍ତଳା କୁମାରୀ ଆଚାର୍ଯ୍ୟଙ୍କ ଉପନ୍ୟାସ ଆଧାରରେ ସିନେମା କରିବାର ଏକ ସ୍ଵାଭାବିକ ଧାରା ପ୍ରବାହ ବୋଲି କୁହାଯାଇପାରେ । ବାବୁଲାଲ ଦୋଷୀଙ୍କ ସିନେମା ନିର୍ମାଣ ପ୍ରକ୍ରିୟା ବିଷୟରେ ଏହି ସିନେମାର ବ୍ୟବସ୍ଥାପକ ତଥା ପ୍ରଖ୍ୟାତ ନାଟ୍ୟକାର ଓ ଅଭିନେତା କାର୍ତ୍ତିକ କୁମାର ଘୋଷ କହନ୍ତି - "ବାବୁଲାଲ ଦୋଷୀଙ୍କର ପ୍ରତ୍ୟେକ କାର୍ଯ୍ୟ
"ପରଦାରେ କୁନ୍ତଳା କୁମାରୀ ଆଚାର୍ଯ୍ୟଙ୍କ ଉପନ୍ୟାସ ‘ଅଦିନ ମେଘ’" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |