
ଭାରତୀୟ ସଂସ୍କୃତି ଓ ଦର୍ଶନରେ ମହାଲକ୍ଷ୍ମୀ ହେଉଛନ୍ତି ଐଶ୍ୱର୍ଯ୍ୟ ଓ ପ୍ରାଚୁର୍ଯ୍ୟର ଦେବୀ । ଭାରତୀୟ ପୁରାଣ ଓ ଶାସ୍ତ୍ର ସମୂହରେ ମହାଲକ୍ଷ୍ମୀଙ୍କର ମହାତ୍ମ୍ଯ ପର୍ଯ୍ୟାପ୍ତ ରୂପେ ଚିତ୍ରିତ । ମହାଲକ୍ଷ୍ମୀଙ୍କର ପୂଜା ପରମ୍ପରା ଅତି ପ୍ରାଚୀନ । ବୈଦିକ ଯୁଗରୁ ଏ ପୂଜା ପ୍ରଥା ଚଳି ଆସିଛି ବୋଲି ପ୍ରମାଣ ରହିଛି । ଲକ୍ଷ୍ମୀ ଧନସମ୍ପଦ, ସୌଭାଗ୍ୟ, ସୁଖ୍ୟାତି, ସୁଖସମୃଦ୍ଧି, ସୌନ୍ଦର୍ଯ୍ୟ ଓ ପ୍ରେମର ଦେବୀ ଅଟନ୍ତି ।
"ଢେଙ୍କାନାଳ ଗଜଲକ୍ଷ୍ମୀ ପୂଜା" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |