1. ନାଗ ପଞ୍ଚମୀ: ଜାଣନ୍ତୁ ନାଗ ପୂଜାର ପରମ୍ପରା ସମ୍ପର୍କରେ 2. ଆକାଶେ ଉଦେ ନିଶାକର, ଦେବକୀ ଉଦରୁ ବାହାର 3. ଅଗ୍ରପୂଜ୍ୟ ଶ୍ରୀଗଣେଶ 4. ଓଡ଼ିଶାର ଏକ ପାରମ୍ପରିକ ଓଷା: ଖୁଦୁରୁକୁଣୀ 5. ସାମାଜିକ ଏକତାର ପର୍ବ: ନୂଆଖାଇ 6. ନିର୍ମାଣ ଏବଂ ସୃଷ୍ଟିର ଦେବତା: ଦେବଶିଳ୍ପୀ ବିଶ୍ୱକର୍ମା 7. ଓଡ଼ିଶାର ନିଆରା ଲକ୍ଷ୍ମୀ ବ୍ରତ: ସୁଦଶା ବ୍ରତ 8. ପିତୃପକ୍ଷ ଓ ମହାଳୟା ଶ୍ରାଦ୍ଧ 9. ଶାରଦୀୟ ଦୁର୍ଗା ପୂଜା 10. କୃଷିଭିତ୍ତିକ ପର୍ବ ଗର୍ଭଣା ସଂକ୍ରାନ୍ତି 11. ଅଁଳା ନବମୀ ଓ ରାଧାପାଦ ଦର୍ଶନ 12. ପଞ୍ଚୁକ ବ୍ରତ ଓ ବଡ଼ ଓଷା 13. କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ 14. ଧନୁ ସଂକ୍ରାନ୍ତି ଓ ପହିଲି ଭୋଗ ନୀତି 15. ଓଡ଼ିଆ ଜନଜୀବନରେ ମାଣବସା ଗୁରୁବାର ଓଷା 16. ଶାନ୍ତି ଓ ଐକ୍ୟର ପର୍ବ: ବଡ଼ଦିନ 17. ବକୁଳ ଅମାବାସ୍ୟା 18. ଶାମ୍ବ ଦଶମୀ ଓ ସୂର୍ଯ୍ୟ ପୂଜା 19. ବସନ୍ତ ପଞ୍ଚମୀ 20. ଏକ ପବିତ୍ର ତିଥି - ମାଘ ସପ୍ତମୀ 21. ଶୈବଧର୍ମ ଓ ଶିବରାତ୍ରି 22. ଦୋଳ ପୂର୍ଣ୍ଣିମା 23. ରଙ୍ଗ ଓ ପ୍ରେମର ପର୍ବ: ହୋଲି 24. ଚଇତି ମଙ୍ଗଳବାର: ପନ୍ଥେଇ ପୂଜା 25. ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରା 26. ରାମ ନବମୀର ମହତ୍ତ୍ବ 27. ଓଡ଼ିଆଙ୍କର ଆଦ୍ୟ ପର୍ବ: ପଣା ସଂକ୍ରାନ୍ତି 28. ଚଇତି ପରବ 29. ଓଡ଼ିଆ ପରମ୍ପରାରେ ଅକ୍ଷୟ ତୃତୀୟା 30. ବୁଦ୍ଧ ଜୟନ୍ତୀ ଓ ଚନ୍ଦନ ପୂର୍ଣ୍ଣିମା 31. ପବିତ୍ର ସାବିତ୍ରୀ ବ୍ରତ 32. ରଜ ପର୍ବକୁ ନେଇ କିଛି କଥା 33. ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର 34. ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ - ରକ୍ଷା ବନ୍ଧନ 35. ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା 36. ଦୀପାବଳି ଓ ଓଡିଶାରେ କାଳୀ ପୂଜା 37. କାର୍ତ୍ତିକ ମାସ ଓ ରାଇ ଦାମୋଦର ବ୍ରତ 38. ଜ୍ୟେଷ୍ଠାୟ ନମଃ, ଶ୍ରେଷ୍ଠାୟ ନମଃ 39. ମକର ସଂକ୍ରାନ୍ତି ଓ ଶ୍ରୀଜୀଉଙ୍କ ମକର ଚଉରାଶି 40. ମାଘ ମାସ ଓ ମାଘ ପୂର୍ଣ୍ଣମୀ

ନିର୍ମାଣ ଏବଂ ସୃଷ୍ଟିର ଦେବତା: ଦେବଶିଳ୍ପୀ ବିଶ୍ୱକର୍ମା

ହିନ୍ଦୁଧର୍ମ ଅନୁସାରେ ଭଗବାନ ବିଶ୍ଵକର୍ମା ହେଉଛନ୍ତି ନିର୍ମାଣ ଏବଂ ସୃଷ୍ଟିର ଦେବତା । ଚତୁର୍ଭୁଜ ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା । ସେ ଆକାଶ ପୃଥିବୀର ସ୍ରଷ୍ଟା, ପୁଣି ସେ ବାଚସ୍ପତି ବା ବାକ୍ୟର ଅଧିପତି । ସେ ସବୁ କିଛି ନିର୍ମାଣ କରନ୍ତି, ଧାରଣ କରନ୍ତି ଓ ଦର୍ଶନ ମଧ୍ୟ କରନ୍ତି । ଭାଦ୍ରବ ମାସ କନ୍ୟା ସଂକ୍ରାନ୍ତି ତିଥିରେ ତାଙ୍କର ପୂଜା କରାଯାଏ । ଭଗବାନଙ୍କ ରୂପକୁ ଭିନ୍ନ ଭିନ୍ନ ରୂପରେ କଳନା କରାଯାଇଛି । ସେ ସୃଷ୍ଟିକର୍ତ୍ତା ତେଣୁ ସେ ବ୍ରହ୍ମା, ସେ ପାଳନ କର୍ତ୍ତା ତେଣୁ ସେ ବିଷ୍ଣୁ, ସେ ପୁଣି ସଂହାର କରନ୍ତି ତେଣୁ ସେ ରୁଦ୍ର । ସେହିପରି ସେ ଯେତେବେଳେ ଶିଳ୍ପୀ ସେତେବେଳେ ସେ ବିଶ୍ୱକର୍ମା ବୋଲି ପରିଚିତ ହୁଅନ୍ତି । ବିଶ୍ୱକର୍ମା ଅନ୍ୟ ଅର୍ଥରେ ବିଶ୍ୱର ସୃଷ୍ଟିକର୍ତ୍ତା । ଅନନ୍ତଶାୟୀ ନାରାୟଣଙ୍କ ନାଭିକମଳରୁ ଉତ୍ପନ୍ନ ହୋଇଥିବା ତ୍ରିକାଳଦର୍ଶୀ ବ୍ରହ୍ମା ହେଉଛନ୍ତି ସୃଷ୍ଟିକର୍ତ୍ତା । ଏଣୁ ବିଶ୍ୱକର୍ମାଙ୍କୁ ବ୍ରହ୍ମାରୂପେ କଳ୍ପନା କରି ପୂଜା କରାଯାଏ । ସେ ‘କର୍ତ୍ତାଶିଳ୍ପ-ସହସ୍ରାଣମ୍’ ସହସ୍ର ସହସ୍ର ଶିଳ୍ପର ସେ ଅଧିକର୍ତ୍ତା । ସେ ‘ଦେବାନାଂ କାର୍ଯ୍ୟସାଧକଃ’ – ଦେବତାମାନଙ୍କର ଶିଳ୍ପ କାର୍ଯ୍ୟ ସାଧକ । ବିଶ୍ୱକର୍ମାଙ୍କ ଜନ୍ମ ସମ୍ବନ୍ଧରେ ବିଭିନ୍ନ ପୁରାଣରୁ ଭିନ୍ନ

"ନିର୍ମାଣ ଏବଂ ସୃଷ୍ଟିର ଦେବତା: ଦେବଶିଳ୍ପୀ ବିଶ୍ୱକର୍ମା" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |