1. ଓଡ଼ିଶାର ପ୍ରଥମ କଥାକୁହା ଚଳଚ୍ଚିତ୍ର: 'ସୀତା ବିବାହ’
2. ସ୍ମୃତିର ପରଦାରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ 'ମାଟିର ମଣିଷ'
3. ସ୍ୱାଧିନତା ପରର ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ଲଳିତା
4. ଚତୁର୍ଥ ଓଡ଼ିଆ କଥାଚିତ୍ର - ‘ସପ୍ତଶଯ୍ୟା’
5. ଇଂରାଜୀ ଶୀର୍ଷକର ପ୍ରଥମ ଓଡ଼ିଆ ସିନେମା ‘ରୋଲ୍ସ - ୨ - ୮’
6. ଓଡ଼ିଆ କଥାଚିତ୍ର ‘କନକଲତା’
7. ପରଦାରେ କୁନ୍ତଳା କୁମାରୀ ଆଚାର୍ଯ୍ୟଙ୍କ ଉପନ୍ୟାସ ‘ଅଦିନ ମେଘ’
8. ଫକୀରମୋହନ ସେନାପତିଙ୍କ ‘ଛ ମାଣ ଆଠଗୁଣ୍ଠ’
9. ପ୍ରଥମ ରଙ୍ଗୀନ ଓଡ଼ିଆ ଚଳଚ୍ଚିତ୍ର ‘ଗପ ହେଲେ ବି ସତ’
10. ଓଡ଼ିଆ ଚଳଚ୍ଚିତ୍ର ‘ସିନ୍ଦୁର ବିନ୍ଦୁ’
11. ପ୍ରଥମ ଦ୍ୱିଭାଷୀ କଥାଚିତ୍ର ‘ଆମରି ଗାଁ ଝିଅ’
12. ପ୍ରେମ - ପ୍ରୀତି ଓ ଆତ୍ମୋତ୍ସର୍ଗର ଏକ ଅଭୁଲା ପ୍ରେମକାହାଣୀ: କେଦାର ଗୌରୀ
13. ପ୍ରତିଭା ରାୟଙ୍କ ଉପନ୍ୟାସ ‘ଅପରିଚିତା’ ଆଧାରରେ କଥାଚିତ୍ର -'ଅପରିଚିତା'
14. ବିଜୟିନୀ ଦାସଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘ଟିକେ ହସ ଟିକେ ଲୁହ’
15. ପୌରାଣିକ ଓଡ଼ିଆ କଥାଚିତ୍ର: ଶ୍ରୀଜଗନ୍ନାଥ
16. ଶ୍ରୀରାମ ପଣ୍ଡାଙ୍କ ଅଭିନୀତ ପ୍ରଥମ କଥାଚିତ୍ର - 'ଧରିତ୍ରୀ'
17. ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ‘ଶ୍ରୀଲୋକନାଥ’
18. ଓଡ଼ିଆ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପ୍ରଥମ ସିନେମା: ଅଭିମାନ
19. ଗାୟତ୍ରୀ ବସୁ ମଲ୍ଲିକଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘କାବେରୀ’
20. ବିଦେଶିନୀଙ୍କ ଓଡିଆ କଥାଚିତ୍ର - ପରଦେଶୀ ଚଢ଼େଇ
21. ‘ସୂର୍ଯ୍ୟମୁଖୀ’ ଓ ଲତା ମଙ୍ଗେଶକରଙ୍କ ପ୍ରଥମ ଓଡ଼ିଆ ଗୀତ
22. ନୀରଦ ମହାପାତ୍ରଙ୍କ 'ମାୟା ମିରିଗ'
23. ଓଡ଼ିଆ କଥାଚିତ୍ର ନାରୀ
24. ସ୍ମୃତିର ପରଦାରେ ନବଜନ୍ମ
25. ମ୍ୟୁଜିକାଲ ହିଟ୍ ଯାଯାବର
26. ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡିଆ କଥାଚିତ୍ର ଅରୁନ୍ଧତୀ
27. ଦ୍ୱୈତ ଭୂମିକାର ପ୍ରଥମ ଓଡ଼ିଆ କଥାଚିତ୍ର -‘ଅଭିନେତ୍ରୀ’
28. ନିତାଇ ପାଲିତଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଭାଇ ଭାଇ’
29. ଓଡ଼ିଆ ସିନେମାରେ ବର୍ଷା ଛିଟା: କେବେ ପ୍ରେମରେ ମତୁଆଲା ତ କେବେ ବିରହରେ ଆନମନା
30. ଓଡ଼ିଆ ସିନେମାରେ ଦେଶପ୍ରେମର ଛିଟା
ପ୍ରେମ - ପ୍ରୀତି ଓ ଆତ୍ମୋତ୍ସର୍ଗର ଏକ ଅଭୁଲା ପ୍ରେମକାହାଣୀ: କେଦାର ଗୌରୀ
ଇଂରାଜୀରେ ରୋମିଓ - ଜୁଲିଅଟ, ହିନ୍ଦୀରେ ଲୈଲା - ମଜନୁଁଙ୍କ ପରି ଓଡ଼ିଆରେ ପ୍ରେମ - ପ୍ରୀତି ଓ ଆତ୍ମୋତ୍ସର୍ଗର ଏକ ଅଭୁଲା ପ୍ରେମକାହାଣୀ ହେଉଛି ‘କେଦାର ଗୌରୀ’। ନିତାଇ ପାଲିତ ଓ ମନୋରଂଜନ ଦାଶଙ୍କ ଦ୍ଵୈତ ନିର୍ଦ୍ଦେଶନାରେ ନିର୍ମିତ ଏହି କଥାଚିତ୍ରଟି ୧୯୫୪ରେ ପରଦାକୁ ଆସିଥିଲା ।
ଚୌଧୁରୀ ବଳରାମ ପ୍ରସାଦ ଦାଶଙ୍କ ପ୍ରଯୋଜିତ ଏହି କଥାଚିତ୍ରରେ ଅଭିନୟ କରିଥିଲେ ଗୌର ଘୋଷ, ବୀଣା, ଶ୍ରୀକାନ୍ତ ମହାନ୍ତି, ଗୋବିନ୍ଦ ତେଜ, ରାଧାରାଣୀ, ଗ୍ଲୋରିଆ, ହମିଦ ନାସାଦି, ଧିରେନ ଓ ନିତାଇ ପାଲିତ ପ୍ରମୁଖ ।
ଏଥିରେ ନବାଗତା ବୀଣା, ଗୌରୀ ଭୂମିକାରେ ଅଭିନୟ କରିଥିବାବେଳେ କେଦାର ଭୂମିକାରେ ନଜର ଆସିଥିଲେ ଗୌର ଘୋଷ । ତେବେ ଏହି କଥାଚିତ୍ରରେ ପ୍ରଥମଥର ପାଇଁ ନିତାଇ ପାଲିତ ଖଳନାୟକ ଭୂମିକାରେ ପରଦାରେ ଅଭିନୟ କରିଥିଲେ । ସେହିପରି ଏହି କଥାଚିତ୍ରରେ ଓଡ଼ିଶୀ ନୃତ୍ୟାଙ୍ଗନା ସଂଯୁକ୍ତା ପାଣିଗ୍ରାହୀଙ୍କର ଏକ ନୃତ୍ୟାଭିନୟ ରହିଥିଲା ।
ଏହି କଥାଚିତ୍ରର ଗୀତ ରଚନା କରିଥିଲେ କବିଚନ୍ଦ୍ର କାଳିଚରଣ ପଟ୍ଟନାୟକ, ଜାନକୀ ବଲ୍ଲଭ ମହାନ୍ତି ଓ ପର୍ଶୁରାମ ପଟ୍ଟନାୟକ । ସଂଗୀତ ନିର୍ଦ୍ଦେଶନା ଦେଇଥିଲେ ବାଳକୃଷ୍ଣ ଦାଶ ଓ ଭୁବନେଶ୍ୱର ମିଶ୍ର । ସେଇସମୟରେ ଏହି ସଂଗୀତଜ୍ଞ ଦ୍ବୟ ଭୁବନ - କିଶନ ନାଁରେ ପରିଚିତ ଥିଲେ । ଏହି କଥାଚିତ୍ରରେ କଣ୍ଠଦାନ କରିଥିଲେ ରାଧାକୃଷ୍ଣ ଭଞ୍ଜ, ରାଧାଗୋବିନ୍ଦ ପଟ୍ଟନାୟକ, ବାଳକୃଷ୍ଣ ଦାଶ, ବୀଣା ଦେବୀ ପ୍ରମୁଖ ।
ରାଧାନାଥ ରାୟଙ୍କ କବିତା
"ପ୍ରେମ - ପ୍ରୀତି ଓ ଆତ୍ମୋତ୍ସର୍ଗର ଏକ ଅଭୁଲା ପ୍ରେମକାହାଣୀ: କେଦାର ଗୌରୀ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |