1. 'ନୀଳାଦ୍ରିବିଜେ' ଓ ରସଗୋଲା ଦିବସ
2. ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: କେବେ ଓ କାହିଁକି ହୁଏ ପାଳିତ
3. ପ୍ରେମ ଓ ପ୍ରେମଦିବସ
4. ମାତୃଭାଷାରେ ଚିନ୍ତନ, ସର୍ଜନ ଓ ଜୀବନ
5. ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ
6. ଓଡ଼ିଆ ମନ ଓଡ଼ିଆ ପ୍ରାଣ, ବୁଝେ ପଖାଳ କଂସା
7. ଓଡ଼ିଶାବାସୀଙ୍କ ଅସ୍ମିତା ଓ ସ୍ୱାଭିମାନ: ଉତ୍କଳ ଦିବସ
8. ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ
9. ନ୍ୟାସନାଲ ଟେକ୍ନୋଲୋଜି ଡେ: କିଛି କଥା
10. ମାନବତା ପାଇଁ ଯୋଗ
11. ଜାତୀୟ ଆମ୍ବ ଦିବସକୁ ନେଇ କିଛି କଥା
12. ସ୍ୱାଧୀନ ଭାରତର ଜନ୍ମତିଥି
13. ହିନ୍ଦୀ ଦିବସ
14. ଭାରତୀୟ ଡାକ ଦିବସ
15. ପୁରୁଷଙ୍କ ପାଇଁ ଦିନଟିଏ
16. ଜାତୀୟ ଦୁଗ୍ଧ ଦିବସ - କାହିଁକି ହୁଏ ପାଳନ
17. ହକିର ଯାଦୁଗର: ମେଜର ଧ୍ୟାନଚାନ୍ଦ
ପ୍ରେମ ଓ ପ୍ରେମଦିବସ
ପ୍ରେମ ବିନା ଏଇ ଦୁନିଆ ଅସମ୍ଭବ । ପ୍ରେମ ହେଉଛି ହୃଦୟର ଏକ ସଂଯୋଗ । ଏକ ଆକର୍ଷଣ । ଦୁନିଆର ସବୁ ବନ୍ଧନ ପ୍ରେମରୁ ଆରମ୍ଭ । ପ୍ରେମ ହେଉଛି ସବୁ ବନ୍ଧନରୁ ଉର୍ଦ୍ଧ୍ଵରେ । ପ୍ରେମ ଥିଲେ ଜୀବନରେ ଖୁସି ଥାଏ । ପ୍ରେମ ପାଇଁ କିଛି ଶବ୍ଦ ନଥାଏ, ଆଖିର ଭାଷା ହିଁ ହୃଦୟର କଥା କହିଦିଏ । ସମର୍ପିତ ଜୀବନର ଶୁଦ୍ଧ ପରିଭାଷା ହେଉଛି ପ୍ରେମ । ପ୍ରେମ ଆଉ ହୃଦୟର ସମ୍ପର୍କ ବହୁ ନିବିଡ଼ । ପ୍ରେମ ଏକ ନିସ୍ୱାର୍ଥ ଭାବନାକୁ ବୁଝାଇଥାଏ । ଏହାଛଡା ବ୍ୟକ୍ତିଗତ ସ୍ନେହ ଓ ସଂଯୋଗକୁ ମଧ୍ୟ ପ୍ରେମ କୁହାଯାଏ । ଦୁଇଜଣଙ୍କ ମଧ୍ୟରେ ଥିବା ଦୟା, କ୍ଷମା, ସ୍ନେହ, ପ୍ରଣୟ ଇତ୍ୟାଦି ପ୍ରେମର ଏକ ରୂପ । ପ୍ରେମ ଶବ୍ଦଟି ବିଭିନ୍ନ ସ୍ଥାନରେ ବିଭିନ୍ନ ପ୍ରକାରରେ ବ୍ୟବହାର ହୋଇଥାଏ । ବିଭିନ୍ନ ଭାଷାରେ ଏହାର ସଜ୍ଞା ଭିନ୍ନ ଭିନ୍ନ । ପ୍ରେମ ବ୍ୟକ୍ତିଗତ କିମ୍ବା ସାର୍ବଜନୀନ ହୋଇପାରେ । ସବୁଠି ପ୍ରେମ ଅଛି । ଏ ସ୍ନେହ କାଙ୍ଗାଳ ମଣିଷ ସବୁବେଳେ ପ୍ରେମ ଖୋଜି ଥାଏ । ଯେଉଁଠି ପାଏ ସେଠି ସେ ନିଜର ହୋଇଯାଏ । ପ୍ରେମ ଚିରନ୍ତନ । ପ୍ରେମ ଶାଶ୍ୱତ ପୁଣି ଦୁନିଆର ସର୍ବଶ୍ରେଷ୍ଠ ପ୍ରତିଜ୍ଞା । ପ୍ରେମର ପରିଭାଷା ସବୁବେଳେ ଭିନ୍ନ । ମା ଆଉ ସନ୍ତାନର ପ୍ରେମ ହେଉ
"ପ୍ରେମ ଓ ପ୍ରେମଦିବସ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |