1. 'ନୀଳାଦ୍ରିବିଜେ' ଓ ରସଗୋଲା ଦିବସ
2. ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: କେବେ ଓ କାହିଁକି ହୁଏ ପାଳିତ
3. ପ୍ରେମ ଓ ପ୍ରେମଦିବସ
4. ମାତୃଭାଷାରେ ଚିନ୍ତନ, ସର୍ଜନ ଓ ଜୀବନ
5. ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ
6. ଓଡ଼ିଆ ମନ ଓଡ଼ିଆ ପ୍ରାଣ, ବୁଝେ ପଖାଳ କଂସା
7. ଓଡ଼ିଶାବାସୀଙ୍କ ଅସ୍ମିତା ଓ ସ୍ୱାଭିମାନ: ଉତ୍କଳ ଦିବସ
8. ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ
9. ନ୍ୟାସନାଲ ଟେକ୍ନୋଲୋଜି ଡେ: କିଛି କଥା
10. ମାନବତା ପାଇଁ ଯୋଗ
11. ଜାତୀୟ ଆମ୍ବ ଦିବସକୁ ନେଇ କିଛି କଥା
12. ସ୍ୱାଧୀନ ଭାରତର ଜନ୍ମତିଥି
13. ହିନ୍ଦୀ ଦିବସ
14. ଭାରତୀୟ ଡାକ ଦିବସ
15. ପୁରୁଷଙ୍କ ପାଇଁ ଦିନଟିଏ
16. ଜାତୀୟ ଦୁଗ୍ଧ ଦିବସ - କାହିଁକି ହୁଏ ପାଳନ
17. ହକିର ଯାଦୁଗର: ମେଜର ଧ୍ୟାନଚାନ୍ଦ
ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ
ଭାଷା ହେଉଛି ଏକ ଜାତିର ସାଂସ୍କୃତିକ ଉପଲବ୍ଧି । ସଭ୍ୟତାର ବିକାଶରେ ଭାଷାର ଅଭିବୃଦ୍ଧି ହୁଏ । ଯେଉଁ ଜାତି ସୁସଭ୍ୟ, ତା'ର ଭାଷା ସେହିପରି ମାର୍ଜିତ ଓ ପ୍ରଗତିଶୀଳ । ଭାଷା ବିନା ଜାତିର ସ୍ଥିତି ସମ୍ଭବ ନୁହେଁ । ୧୯୩୬ ମସିହାରେ ଭାଷାର ସ୍ବାତନ୍ତ୍ର୍ୟକୁ ଭିତ୍ତି କରି ଓଡିଶା ପ୍ରଦେଶର ସୃଷ୍ଟି ହେଲା । ଓଡ଼ିଶା ପ୍ରଦେଶର ସୃଷ୍ଟି ହେବା ପରେ ବି ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ପାଇଁ ବହୁ ସମୟ ସଂଘର୍ଷ କରିଥିଲା । ଶେଷରେ ୨୦୧୪ ମସିହା ଫେବୃଆରୀ ୨୦ରେ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତାର ସ୍ୱୀକୃତି ମିଳିଲା । ମାତ୍ର ସେଇବର୍ଷ ମାର୍ଚ୍ଚ ୧୧ ତାରିଖରେ ଓଡ଼ିଆ ଭାଷା ଶାସ୍ତ୍ରୀୟ ଭାଷା ହେବା ନେଇ ବିଧିବଦ୍ଧ ଭାବେ ସରକାରୀ ବିଜ୍ଞପ୍ତି ଜାରି କରାଯାଇଥିଲା । ସେଇଦିନକୁ ଓଡ଼ିଆ ଶାସ୍ତ୍ରୀୟ ଭାଷା ଦିବସ ଭାବେ ପାଳନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ଏହାପରଠାରୁ ମାର୍ଚ୍ଚ ୧୧ ତାରିଖକୁ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ରୂପେ ପାଳନ କରାଯାଉଛି । ଶାସ୍ତ୍ରୀୟ ଗୌରବ ଅର୍ଜନ କରିବାରେ ଓଡ଼ିଆ ହେଲା ଷଷ୍ଠ ଭାଷା, ପୁଣି ଭାରତୀୟ ଆର୍ଯ୍ୟ ଭାଷା ପରିବାରର ପ୍ରଥମ ଭାଷା । ଏହା ପୂର୍ବରୁ ତାମିଲ, ସଂସ୍କୃତ, ତେଲୁଗୁ, କନ୍ନଡ଼ ଓ ମାଲାୟାଲାଲମ୍କୁ ଶାସ୍ତ୍ରୀୟ ଭାଷା ମାନ୍ୟତା ମିଳିଛି ।
ଗୋଟିଏ ଭାଷାର ପ୍ରାଚୀନ ଐତିହ୍ୟ ଓ ମୌଳିକ
"ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |