1. ନାଗ ପଞ୍ଚମୀ: ଜାଣନ୍ତୁ ନାଗ ପୂଜାର ପରମ୍ପରା ସମ୍ପର୍କରେ
2. ଆକାଶେ ଉଦେ ନିଶାକର, ଦେବକୀ ଉଦରୁ ବାହାର
3. ଅଗ୍ରପୂଜ୍ୟ ଶ୍ରୀଗଣେଶ
4. ଓଡ଼ିଶାର ଏକ ପାରମ୍ପରିକ ଓଷା: ଖୁଦୁରୁକୁଣୀ
5. ସାମାଜିକ ଏକତାର ପର୍ବ: ନୂଆଖାଇ
6. ନିର୍ମାଣ ଏବଂ ସୃଷ୍ଟିର ଦେବତା: ଦେବଶିଳ୍ପୀ ବିଶ୍ୱକର୍ମା
7. ଓଡ଼ିଶାର ନିଆରା ଲକ୍ଷ୍ମୀ ବ୍ରତ: ସୁଦଶା ବ୍ରତ
8. ପିତୃପକ୍ଷ ଓ ମହାଳୟା ଶ୍ରାଦ୍ଧ
9. ଶାରଦୀୟ ଦୁର୍ଗା ପୂଜା
10. କୃଷିଭିତ୍ତିକ ପର୍ବ ଗର୍ଭଣା ସଂକ୍ରାନ୍ତି
11. ଅଁଳା ନବମୀ ଓ ରାଧାପାଦ ଦର୍ଶନ
12. ପଞ୍ଚୁକ ବ୍ରତ ଓ ବଡ଼ ଓଷା
13. କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ
14. ଧନୁ ସଂକ୍ରାନ୍ତି ଓ ପହିଲି ଭୋଗ ନୀତି
15. ଓଡ଼ିଆ ଜନଜୀବନରେ ମାଣବସା ଗୁରୁବାର ଓଷା
16. ଶାନ୍ତି ଓ ଐକ୍ୟର ପର୍ବ: ବଡ଼ଦିନ
17. ବକୁଳ ଅମାବାସ୍ୟା
18. ଶାମ୍ବ ଦଶମୀ ଓ ସୂର୍ଯ୍ୟ ପୂଜା
19. ବସନ୍ତ ପଞ୍ଚମୀ
20. ଏକ ପବିତ୍ର ତିଥି - ମାଘ ସପ୍ତମୀ
21. ଶୈବଧର୍ମ ଓ ଶିବରାତ୍ରି
22. ଦୋଳ ପୂର୍ଣ୍ଣିମା
23. ରଙ୍ଗ ଓ ପ୍ରେମର ପର୍ବ: ହୋଲି
24. ଚଇତି ମଙ୍ଗଳବାର: ପନ୍ଥେଇ ପୂଜା
25. ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରା
26. ରାମ ନବମୀର ମହତ୍ତ୍ବ
27. ଓଡ଼ିଆଙ୍କର ଆଦ୍ୟ ପର୍ବ: ପଣା ସଂକ୍ରାନ୍ତି
28. ଚଇତି ପରବ
29. ଓଡ଼ିଆ ପରମ୍ପରାରେ ଅକ୍ଷୟ ତୃତୀୟା
30. ବୁଦ୍ଧ ଜୟନ୍ତୀ ଓ ଚନ୍ଦନ ପୂର୍ଣ୍ଣିମା
31. ପବିତ୍ର ସାବିତ୍ରୀ ବ୍ରତ
32. ରଜ ପର୍ବକୁ ନେଇ କିଛି କଥା
33. ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର
34. ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ - ରକ୍ଷା ବନ୍ଧନ
35. ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା
36. ଦୀପାବଳି ଓ ଓଡିଶାରେ କାଳୀ ପୂଜା
37. କାର୍ତ୍ତିକ ମାସ ଓ ରାଇ ଦାମୋଦର ବ୍ରତ
38. ଜ୍ୟେଷ୍ଠାୟ ନମଃ, ଶ୍ରେଷ୍ଠାୟ ନମଃ
39. ମକର ସଂକ୍ରାନ୍ତି ଓ ଶ୍ରୀଜୀଉଙ୍କ ମକର ଚଉରାଶି
40. ମାଘ ମାସ ଓ ମାଘ ପୂର୍ଣ୍ଣମୀ
ବସନ୍ତ ପଞ୍ଚମୀ
ବସନ୍ତର ମଧୁମୟ କ୍ଷଣରେ ପଲ୍ଲବିତ ପ୍ରକୃତିରାଣୀର ଅପରୂପ ସୌନ୍ଦର୍ଯ୍ୟ ଯେତେବେଳେ ସମସ୍ତଙ୍କୁ ତଲ୍ଲୀନ କରିଦିଏ, ଆଉ ଆମ୍ବ ବଉଳର ବାସ୍ନାରେ ଚତୁର୍ଦିଗ ମହକିତ ସମୟ କରି ଚାରିଆଡେ ପ୍ରକୃତିର ବର୍ଣ୍ଣାଢ୍ୟ ପରିବେଶ ସୃଷ୍ଟି ହୁଏ ସେହି ସମୟରେ ପଡେ ବସନ୍ତ ପଞ୍ଚମୀ | ଯାହାକୁ ଆମେ ଶ୍ରୀପଞ୍ଚମୀ ବୋଲି କହୁ । ଏହି ଦିନ ଆମେ ବିଦ୍ୟାଦାତୀ ମାତା ସରସ୍ବତୀଙ୍କର ଆରାଧନା କରୁ ।
ବସନ୍ତ ପଞ୍ଚମୀ ବା ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ଶୁକ୍ଳ ବସ୍ତ୍ର ପରହିତା ମାତା ସରସ୍ବତୀ କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ୱେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ସରସ୍ୱତୀ ଶବ୍ଦର ମୂଳ ଅର୍ଥ ହେଲା - ସ୍ୱତଃ + ବତୀ, ଅର୍ଥାତ୍ ପ୍ରସରଣ ଯାହାଙ୍କର ଅଛି । ଅଜ୍ଞାନ ଅନ୍ଧକାର ମଧ୍ୟରୁ ତେଜୋମୟ ଦିବ୍ୟଧାମକୁ ବାଟ କଢାଇ ନେବାର ସେ ହେଉଛନ୍ତି ଅଧିଷ୍ଠାତ୍ରୀ ଦେବୀ । ସେ ସ୍ରୋତସ୍ୱତୀ ପରି ପ୍ରବହମାନା, ଜ୍ଞାନର ଅଧିଷ୍ଠାତ୍ରୀ ଦେବୀ । ସେ ହେଉଛନ୍ତି ବାଗ୍ଦେବୀ, ବାଣୀ, ଶାରଦା । ଆଦ୍ୟାଶକ୍ତିଙ୍କର ତିନି ରୂପ ମଧ୍ୟରୁ ମା ସରସ୍ବତୀ ଅନ୍ୟତମ । ମା ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ୱତୀ ସମ୍ଭୁତା । ହିନ୍ଦୁଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି କୁହାଯାଏ
"ବସନ୍ତ ପଞ୍ଚମୀ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |