1. ନାଗ ପଞ୍ଚମୀ: ଜାଣନ୍ତୁ ନାଗ ପୂଜାର ପରମ୍ପରା ସମ୍ପର୍କରେ
2. ଆକାଶେ ଉଦେ ନିଶାକର, ଦେବକୀ ଉଦରୁ ବାହାର
3. ଅଗ୍ରପୂଜ୍ୟ ଶ୍ରୀଗଣେଶ
4. ଓଡ଼ିଶାର ଏକ ପାରମ୍ପରିକ ଓଷା: ଖୁଦୁରୁକୁଣୀ
5. ସାମାଜିକ ଏକତାର ପର୍ବ: ନୂଆଖାଇ
6. ନିର୍ମାଣ ଏବଂ ସୃଷ୍ଟିର ଦେବତା: ଦେବଶିଳ୍ପୀ ବିଶ୍ୱକର୍ମା
7. ଓଡ଼ିଶାର ନିଆରା ଲକ୍ଷ୍ମୀ ବ୍ରତ: ସୁଦଶା ବ୍ରତ
8. ପିତୃପକ୍ଷ ଓ ମହାଳୟା ଶ୍ରାଦ୍ଧ
9. ଶାରଦୀୟ ଦୁର୍ଗା ପୂଜା
10. କୃଷିଭିତ୍ତିକ ପର୍ବ ଗର୍ଭଣା ସଂକ୍ରାନ୍ତି
11. ଅଁଳା ନବମୀ ଓ ରାଧାପାଦ ଦର୍ଶନ
12. ପଞ୍ଚୁକ ବ୍ରତ ଓ ବଡ଼ ଓଷା
13. କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ
14. ଧନୁ ସଂକ୍ରାନ୍ତି ଓ ପହିଲି ଭୋଗ ନୀତି
15. ଓଡ଼ିଆ ଜନଜୀବନରେ ମାଣବସା ଗୁରୁବାର ଓଷା
16. ଶାନ୍ତି ଓ ଐକ୍ୟର ପର୍ବ: ବଡ଼ଦିନ
17. ବକୁଳ ଅମାବାସ୍ୟା
18. ଶାମ୍ବ ଦଶମୀ ଓ ସୂର୍ଯ୍ୟ ପୂଜା
19. ବସନ୍ତ ପଞ୍ଚମୀ
20. ଏକ ପବିତ୍ର ତିଥି - ମାଘ ସପ୍ତମୀ
21. ଶୈବଧର୍ମ ଓ ଶିବରାତ୍ରି
22. ଦୋଳ ପୂର୍ଣ୍ଣିମା
23. ରଙ୍ଗ ଓ ପ୍ରେମର ପର୍ବ: ହୋଲି
24. ଚଇତି ମଙ୍ଗଳବାର: ପନ୍ଥେଇ ପୂଜା
25. ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରା
26. ରାମ ନବମୀର ମହତ୍ତ୍ବ
27. ଓଡ଼ିଆଙ୍କର ଆଦ୍ୟ ପର୍ବ: ପଣା ସଂକ୍ରାନ୍ତି
28. ଚଇତି ପରବ
29. ଓଡ଼ିଆ ପରମ୍ପରାରେ ଅକ୍ଷୟ ତୃତୀୟା
30. ବୁଦ୍ଧ ଜୟନ୍ତୀ ଓ ଚନ୍ଦନ ପୂର୍ଣ୍ଣିମା
31. ପବିତ୍ର ସାବିତ୍ରୀ ବ୍ରତ
32. ରଜ ପର୍ବକୁ ନେଇ କିଛି କଥା
33. ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର
34. ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ - ରକ୍ଷା ବନ୍ଧନ
35. ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା
36. ଦୀପାବଳି ଓ ଓଡିଶାରେ କାଳୀ ପୂଜା
37. କାର୍ତ୍ତିକ ମାସ ଓ ରାଇ ଦାମୋଦର ବ୍ରତ
38. ଜ୍ୟେଷ୍ଠାୟ ନମଃ, ଶ୍ରେଷ୍ଠାୟ ନମଃ
39. ମକର ସଂକ୍ରାନ୍ତି ଓ ଶ୍ରୀଜୀଉଙ୍କ ମକର ଚଉରାଶି
40. ମାଘ ମାସ ଓ ମାଘ ପୂର୍ଣ୍ଣମୀ
ଧନୁ ସଂକ୍ରାନ୍ତି ଓ ପହିଲି ଭୋଗ ନୀତି
ସୂର୍ଯ୍ୟଙ୍କରଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ । ପ୍ରତି ମାସାରମ୍ଭରେ ଗୋଟିଏ ସଂକ୍ରାନ୍ତି ପଡ଼ିଲେ ଓଡ଼ିଆ ପଞ୍ଜିକାନୁଯାୟୀ ସୂର୍ଯ୍ୟଙ୍କର ରାଶିଚକ୍ର ନାମାନୁସାରେ ସଂକ୍ରାନ୍ତି ଗୁଡ଼ିକ ପହିଲା ବୈଶାଖ ଅର୍ଥାତ ମେଷ ସଂକ୍ରାନ୍ତିରୁ ଆରମ୍ଭ ହୋଇ ଯଥାକ୍ରମେ ବୃଷ, ମିଥୁନ, କର୍କଟ, ସିଂହ, କନ୍ୟା, ତୁଳା, ବିଛା, ଧନୁ, ମକର, କୁମ୍ଭ, ମୀନ ଏହିପରି ବର୍ଷରେ ବାରଟି ସଂକ୍ରାନ୍ତି ପଡ଼ିଥାଏ ।
ସେହିପରି ପୌଷ ମାସର ପ୍ରଥମ ଦିନକୁ ଧନୁ ସଂକ୍ରାନ୍ତି ଭାବେ ପାଳନ କରାଯାଏ । ଏହି ଦିବସଠାରୁ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ପହିଲି ଭୋଗ ଆରମ୍ଭ ହୋଇ ଉତ୍ତରାୟଣ ସଂକ୍ରାନ୍ତି ବା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲିଥାଏ । ପୌଷ ମାସର ପବିତ୍ରତା ଯୋଗୁଁ ପୁଷ୍ୟାଭିଷେକ ଅନୁଷ୍ଠିତ ହୁଏ । ପୁଷ ମାସରେ ଧାନ ଅମଳ ପରେ 'ଉଖୁଡା'ବା 'ମୁଆଁ'ର ପ୍ରସ୍ତୁତି ଓଡ଼ିଆ ଚଳଣିର ଏକ ବିଶେଷତ୍ୱ । ଧନୁ ସଂକ୍ରାନ୍ତିର ପ୍ରସିଦ୍ଧି ମୁଆଁ ଭୋଗ ପାଇଁ । ଧନୁ ସଂକ୍ରାନ୍ତି ଦିନ ମୁଆଁକୁ ଠାକୁରଙ୍କ ପାଖରେ ଭୋଗ ଲଗାଯାଏ
"ଧନୁ ସଂକ୍ରାନ୍ତି ଓ ପହିଲି ଭୋଗ ନୀତି" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |