1. ନାଗ ପଞ୍ଚମୀ: ଜାଣନ୍ତୁ ନାଗ ପୂଜାର ପରମ୍ପରା ସମ୍ପର୍କରେ
2. ଆକାଶେ ଉଦେ ନିଶାକର, ଦେବକୀ ଉଦରୁ ବାହାର
3. ଅଗ୍ରପୂଜ୍ୟ ଶ୍ରୀଗଣେଶ
4. ଓଡ଼ିଶାର ଏକ ପାରମ୍ପରିକ ଓଷା: ଖୁଦୁରୁକୁଣୀ
5. ସାମାଜିକ ଏକତାର ପର୍ବ: ନୂଆଖାଇ
6. ନିର୍ମାଣ ଏବଂ ସୃଷ୍ଟିର ଦେବତା: ଦେବଶିଳ୍ପୀ ବିଶ୍ୱକର୍ମା
7. ଓଡ଼ିଶାର ନିଆରା ଲକ୍ଷ୍ମୀ ବ୍ରତ: ସୁଦଶା ବ୍ରତ
8. ପିତୃପକ୍ଷ ଓ ମହାଳୟା ଶ୍ରାଦ୍ଧ
9. ଶାରଦୀୟ ଦୁର୍ଗା ପୂଜା
10. କୃଷିଭିତ୍ତିକ ପର୍ବ ଗର୍ଭଣା ସଂକ୍ରାନ୍ତି
11. ଅଁଳା ନବମୀ ଓ ରାଧାପାଦ ଦର୍ଶନ
12. ପଞ୍ଚୁକ ବ୍ରତ ଓ ବଡ଼ ଓଷା
13. କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ
14. ଧନୁ ସଂକ୍ରାନ୍ତି ଓ ପହିଲି ଭୋଗ ନୀତି
15. ଓଡ଼ିଆ ଜନଜୀବନରେ ମାଣବସା ଗୁରୁବାର ଓଷା
16. ଶାନ୍ତି ଓ ଐକ୍ୟର ପର୍ବ: ବଡ଼ଦିନ
17. ବକୁଳ ଅମାବାସ୍ୟା
18. ଶାମ୍ବ ଦଶମୀ ଓ ସୂର୍ଯ୍ୟ ପୂଜା
19. ବସନ୍ତ ପଞ୍ଚମୀ
20. ଏକ ପବିତ୍ର ତିଥି - ମାଘ ସପ୍ତମୀ
21. ଶୈବଧର୍ମ ଓ ଶିବରାତ୍ରି
22. ଦୋଳ ପୂର୍ଣ୍ଣିମା
23. ରଙ୍ଗ ଓ ପ୍ରେମର ପର୍ବ: ହୋଲି
24. ଚଇତି ମଙ୍ଗଳବାର: ପନ୍ଥେଇ ପୂଜା
25. ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରା
26. ରାମ ନବମୀର ମହତ୍ତ୍ବ
27. ଓଡ଼ିଆଙ୍କର ଆଦ୍ୟ ପର୍ବ: ପଣା ସଂକ୍ରାନ୍ତି
28. ଚଇତି ପରବ
29. ଓଡ଼ିଆ ପରମ୍ପରାରେ ଅକ୍ଷୟ ତୃତୀୟା
30. ବୁଦ୍ଧ ଜୟନ୍ତୀ ଓ ଚନ୍ଦନ ପୂର୍ଣ୍ଣିମା
31. ପବିତ୍ର ସାବିତ୍ରୀ ବ୍ରତ
32. ରଜ ପର୍ବକୁ ନେଇ କିଛି କଥା
33. ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର
34. ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ - ରକ୍ଷା ବନ୍ଧନ
35. ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା
36. ଦୀପାବଳି ଓ ଓଡିଶାରେ କାଳୀ ପୂଜା
37. କାର୍ତ୍ତିକ ମାସ ଓ ରାଇ ଦାମୋଦର ବ୍ରତ
38. ଜ୍ୟେଷ୍ଠାୟ ନମଃ, ଶ୍ରେଷ୍ଠାୟ ନମଃ
39. ମକର ସଂକ୍ରାନ୍ତି ଓ ଶ୍ରୀଜୀଉଙ୍କ ମକର ଚଉରାଶି
40. ମାଘ ମାସ ଓ ମାଘ ପୂର୍ଣ୍ଣମୀ
ଶାରଦୀୟ ଦୁର୍ଗା ପୂଜା
ଶରତର କାଶତଣ୍ଡୀ ଫୁଲେ ଫୁଲେ ମା ଜଗଜ୍ଜନନୀ ଧରାବତରଣ କରିଛନ୍ତି । ଚାରିଆଡ଼େ ପାର୍ବଣର ମାହୋଲ । ଦୁଷ୍ଟର ବିନାଶ କରିବା ପାଇଁ ମା ଆବିର୍ଭାବ ହୋଇଥିଲେ । ସେ ହେଉଛନ୍ତି ଶକ୍ତିର ପ୍ରତୀକ । ସେ ପୁଣି ମହାଶକ୍ତି ବିମଳା । ଯୁଗଯୁଗରୁ ଏହି ପବିତ୍ର ଭାରତଭୂମିରେ ନାରୀକୁ ଦେବୀ ରୂପରେ ଅଭିହିତ କରାଯାଇ ନାରୀଶକ୍ତିକୁ ପୂଜା କରାଯାଉଛି । ଦୈତ୍ୟମାନଙ୍କ ବିନାଶ ପାଇଁ ଜଗତଜନନୀ ମା ଦୁର୍ଗା ଆର୍ବିଭୁତା । ଦୈତ୍ୟ ମହିଷାସୁରର ପ୍ରକୋପରେ ଥରହର ତ୍ରିଲୋକକୁ ବଂଚାଇବା ପାଇଁ ମାତା ପାର୍ବତୀ ନେଇଥିଲେ ଶକ୍ତି ସ୍ୱରୂପିଣୀ ମା’ ଦୁର୍ଗା ରୂପ । ଦୁର୍ଗାପୂଜା ବା ଦଶହରା ହେଉଛି ଓଡ଼ିଶାର ଏକ ଅନନ୍ୟ ଓ ପ୍ରମୁଖ ପର୍ବ । ୧୦ ଦିନ ବ୍ୟାପୀ ପାଳନ କରାଯାଉଥିବା ଏହି ଶାରଦୀୟ ଦୁର୍ଗା ପୂଜାଟି ଚାରିଦିନ ମହାଆଡ଼ମ୍ବରରେ ପାଳିତ ହୁଏ । ଆଶ୍ଵିନ ମାସ ଶୁକ୍ଲପକ୍ଷ ସପ୍ତମୀ, ଅଷ୍ଟମୀ, ନବମୀ ଏବଂ ଦଶମୀଦିନକୁ ବିଶେଷ ଭାବରେ ପାଳନ କରାଯାଏ । ଦଶମୀକୁ ବିଜୟାଦଶମୀ ବୋଲି କୁହାଯାଏ ।
ମା’ ଦୁର୍ଗାଙ୍କର ବିଜୟ ଗାଥାର ନିଦର୍ଶନ ଦେବୀ ଭାଗବତ, ମାର୍କଣ୍ଡେୟ ପୁରାଣ ଆଦିରେ ବର୍ଣ୍ଣିତ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନ ହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ
"ଶାରଦୀୟ ଦୁର୍ଗା ପୂଜା" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |