1. ଓଡ଼ିଶାର ପ୍ରଥମ କଥାକୁହା ଚଳଚ୍ଚିତ୍ର: 'ସୀତା ବିବାହ’
2. ସ୍ମୃତିର ପରଦାରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ 'ମାଟିର ମଣିଷ'
3. ସ୍ୱାଧିନତା ପରର ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ଲଳିତା
4. ଚତୁର୍ଥ ଓଡ଼ିଆ କଥାଚିତ୍ର - ‘ସପ୍ତଶଯ୍ୟା’
5. ଇଂରାଜୀ ଶୀର୍ଷକର ପ୍ରଥମ ଓଡ଼ିଆ ସିନେମା ‘ରୋଲ୍ସ - ୨ - ୮’
6. ଓଡ଼ିଆ କଥାଚିତ୍ର ‘କନକଲତା’
7. ପରଦାରେ କୁନ୍ତଳା କୁମାରୀ ଆଚାର୍ଯ୍ୟଙ୍କ ଉପନ୍ୟାସ ‘ଅଦିନ ମେଘ’
8. ଫକୀରମୋହନ ସେନାପତିଙ୍କ ‘ଛ ମାଣ ଆଠଗୁଣ୍ଠ’
9. ପ୍ରଥମ ରଙ୍ଗୀନ ଓଡ଼ିଆ ଚଳଚ୍ଚିତ୍ର ‘ଗପ ହେଲେ ବି ସତ’
10. ଓଡ଼ିଆ ଚଳଚ୍ଚିତ୍ର ‘ସିନ୍ଦୁର ବିନ୍ଦୁ’
11. ପ୍ରଥମ ଦ୍ୱିଭାଷୀ କଥାଚିତ୍ର ‘ଆମରି ଗାଁ ଝିଅ’
12. ପ୍ରେମ - ପ୍ରୀତି ଓ ଆତ୍ମୋତ୍ସର୍ଗର ଏକ ଅଭୁଲା ପ୍ରେମକାହାଣୀ: କେଦାର ଗୌରୀ
13. ପ୍ରତିଭା ରାୟଙ୍କ ଉପନ୍ୟାସ ‘ଅପରିଚିତା’ ଆଧାରରେ କଥାଚିତ୍ର -'ଅପରିଚିତା'
14. ବିଜୟିନୀ ଦାସଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘ଟିକେ ହସ ଟିକେ ଲୁହ’
15. ପୌରାଣିକ ଓଡ଼ିଆ କଥାଚିତ୍ର: ଶ୍ରୀଜଗନ୍ନାଥ
16. ଶ୍ରୀରାମ ପଣ୍ଡାଙ୍କ ଅଭିନୀତ ପ୍ରଥମ କଥାଚିତ୍ର - 'ଧରିତ୍ରୀ'
17. ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ‘ଶ୍ରୀଲୋକନାଥ’
18. ଓଡ଼ିଆ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପ୍ରଥମ ସିନେମା: ଅଭିମାନ
19. ଗାୟତ୍ରୀ ବସୁ ମଲ୍ଲିକଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘କାବେରୀ’
20. ବିଦେଶିନୀଙ୍କ ଓଡିଆ କଥାଚିତ୍ର - ପରଦେଶୀ ଚଢ଼େଇ
21. ‘ସୂର୍ଯ୍ୟମୁଖୀ’ ଓ ଲତା ମଙ୍ଗେଶକରଙ୍କ ପ୍ରଥମ ଓଡ଼ିଆ ଗୀତ
22. ନୀରଦ ମହାପାତ୍ରଙ୍କ 'ମାୟା ମିରିଗ'
23. ଓଡ଼ିଆ କଥାଚିତ୍ର ନାରୀ
24. ସ୍ମୃତିର ପରଦାରେ ନବଜନ୍ମ
25. ମ୍ୟୁଜିକାଲ ହିଟ୍ ଯାଯାବର
26. ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡିଆ କଥାଚିତ୍ର ଅରୁନ୍ଧତୀ
27. ଦ୍ୱୈତ ଭୂମିକାର ପ୍ରଥମ ଓଡ଼ିଆ କଥାଚିତ୍ର -‘ଅଭିନେତ୍ରୀ’
28. ନିତାଇ ପାଲିତଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଭାଇ ଭାଇ’
29. ଓଡ଼ିଆ ସିନେମାରେ ବର୍ଷା ଛିଟା: କେବେ ପ୍ରେମରେ ମତୁଆଲା ତ କେବେ ବିରହରେ ଆନମନା
30. ଓଡ଼ିଆ ସିନେମାରେ ଦେଶପ୍ରେମର ଛିଟା
ପ୍ରଥମ ରଙ୍ଗୀନ ଓଡ଼ିଆ ଚଳଚ୍ଚିତ୍ର ‘ଗପ ହେଲେ ବି ସତ’
ପ୍ରଥମ ରଙ୍ଗୀନ ଓଡ଼ିଆ ଚଳଚ୍ଚିତ୍ର ହେଉଛି ‘ଗପ ହେଲେ ବି ସତ’ । ୧୯୭୬ ମସିହାରେ ମୁକ୍ତିଲାଭ କରିଥିବା ଏହି ସିନେମାଟିର ନିର୍ଦ୍ଦେଶନାର ଗୁରୁଦାୟିତ୍ୱ ନେଇଥିଲେ ନଗେନ ରାୟ । ସ୍ୱାତୀ ଫିଲ୍ମସ ବ୍ୟାନରରେ ନିର୍ମିତ ଏହି ସିନେମାର ପ୍ରଯୋଜନା ଭାର ରହିଥିଲା ସୁବିମଳ ମଲ୍ଲିକଙ୍କ କାନ୍ଧରେ । ବସନ୍ତ ମହାପାତ୍ରଙ୍କ କାହାଣୀ ଓ ସଂଳାପର ଏହି ସିନେମାରେ ମୁଖ୍ୟ ଭୂମିକାରେ ନଜର ଆସିଥିଲେ ହରିଶ ମହାପାତ୍ର, ବନଜା ମହାନ୍ତି, ନିହାରିକା ସାହୁ, ଦୁର୍ଲଭ, ସୁରେଶ ମହାପାତ୍ର, ନେତ୍ରାନନ୍ଦ, ସୁଧାରାଣୀ, ସୌଦାମିନୀ ପ୍ରମୁଖ । ସିନେମାରେ ଭୁବନେଶ୍ୱର ମିଶ୍ର ଓ ହରିପ୍ରସାଦ ଚୌରାସିଆ ସଂଗୀତ ନିର୍ଦ୍ଦେଶନା ଦେଇଥିବାବେଳେ ଏଥିରେ କଣ୍ଠଦାନ କରିଥିଲେ ବାଣୀ ଜୟରାମ, ସୁମନ କଲ୍ୟାଣପୁର, ଅମିତ କୁମାର ପ୍ରମୁଖ । ଏହାର ଗୀତଗୁଡିକୁ ରଚନା କରିଥିଲେ ଶିବବ୍ରତ ଦାସ, କାଳିଚରଣ ପାଣିଗ୍ରାହୀ । ସିନେମାର ଗୀତଗୁଡିକ ଆଜି ବି ବେଶ୍ ଲୋକପ୍ରିୟ । ସିନେମାରେ ୫ଟି ଗୀତ ରହିଥିଲା । ଗୀତ ଗୁଡିକ ହେଉଛି - ‘ଏ ବନର ଛାଇ, ଯହିଁ ପ୍ରଥମ ପ୍ରେମ…’, ‘ଜୟ ଯଦୁ ନନ୍ଦନ ରାଧିକା ପ୍ରାଣ ଭଞ୍ଜନ ହେ….’, ‘ମୁଁ ଯେ ଜାଣେନା କାହା ବାଟ ରହିଛି ଚାହିଁ…’, ‘ଗପ ହେଲେ ବି ସତ…’, ଓ ‘ଏ ମୋର ଦୋସ୍ତ…’ ।
ସିନେମାରେ ଜଣେ ସହରୀ ଯୁବକ ଆଉ ଜଣେ ଗାଉଁଲି ଯୁବତୀର ପ୍ରେମ ସମ୍ପର୍କରେ ବର୍ଣ୍ଣନା କରାଯାଇଛି । ସହରୀ ଯୁବକ
"ପ୍ରଥମ ରଙ୍ଗୀନ ଓଡ଼ିଆ ଚଳଚ୍ଚିତ୍ର ‘ଗପ ହେଲେ ବି ସତ’" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |