1. ନାଗ ପଞ୍ଚମୀ: ଜାଣନ୍ତୁ ନାଗ ପୂଜାର ପରମ୍ପରା ସମ୍ପର୍କରେ
2. ଆକାଶେ ଉଦେ ନିଶାକର, ଦେବକୀ ଉଦରୁ ବାହାର
3. ଅଗ୍ରପୂଜ୍ୟ ଶ୍ରୀଗଣେଶ
4. ଓଡ଼ିଶାର ଏକ ପାରମ୍ପରିକ ଓଷା: ଖୁଦୁରୁକୁଣୀ
5. ସାମାଜିକ ଏକତାର ପର୍ବ: ନୂଆଖାଇ
6. ନିର୍ମାଣ ଏବଂ ସୃଷ୍ଟିର ଦେବତା: ଦେବଶିଳ୍ପୀ ବିଶ୍ୱକର୍ମା
7. ଓଡ଼ିଶାର ନିଆରା ଲକ୍ଷ୍ମୀ ବ୍ରତ: ସୁଦଶା ବ୍ରତ
8. ପିତୃପକ୍ଷ ଓ ମହାଳୟା ଶ୍ରାଦ୍ଧ
9. ଶାରଦୀୟ ଦୁର୍ଗା ପୂଜା
10. କୃଷିଭିତ୍ତିକ ପର୍ବ ଗର୍ଭଣା ସଂକ୍ରାନ୍ତି
11. ଅଁଳା ନବମୀ ଓ ରାଧାପାଦ ଦର୍ଶନ
12. ପଞ୍ଚୁକ ବ୍ରତ ଓ ବଡ଼ ଓଷା
13. କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ
14. ଧନୁ ସଂକ୍ରାନ୍ତି ଓ ପହିଲି ଭୋଗ ନୀତି
15. ଓଡ଼ିଆ ଜନଜୀବନରେ ମାଣବସା ଗୁରୁବାର ଓଷା
16. ଶାନ୍ତି ଓ ଐକ୍ୟର ପର୍ବ: ବଡ଼ଦିନ
17. ବକୁଳ ଅମାବାସ୍ୟା
18. ଶାମ୍ବ ଦଶମୀ ଓ ସୂର୍ଯ୍ୟ ପୂଜା
19. ବସନ୍ତ ପଞ୍ଚମୀ
20. ଏକ ପବିତ୍ର ତିଥି - ମାଘ ସପ୍ତମୀ
21. ଶୈବଧର୍ମ ଓ ଶିବରାତ୍ରି
22. ଦୋଳ ପୂର୍ଣ୍ଣିମା
23. ରଙ୍ଗ ଓ ପ୍ରେମର ପର୍ବ: ହୋଲି
24. ଚଇତି ମଙ୍ଗଳବାର: ପନ୍ଥେଇ ପୂଜା
25. ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରା
26. ରାମ ନବମୀର ମହତ୍ତ୍ବ
27. ଓଡ଼ିଆଙ୍କର ଆଦ୍ୟ ପର୍ବ: ପଣା ସଂକ୍ରାନ୍ତି
28. ଚଇତି ପରବ
29. ଓଡ଼ିଆ ପରମ୍ପରାରେ ଅକ୍ଷୟ ତୃତୀୟା
30. ବୁଦ୍ଧ ଜୟନ୍ତୀ ଓ ଚନ୍ଦନ ପୂର୍ଣ୍ଣିମା
31. ପବିତ୍ର ସାବିତ୍ରୀ ବ୍ରତ
32. ରଜ ପର୍ବକୁ ନେଇ କିଛି କଥା
33. ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର
34. ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ - ରକ୍ଷା ବନ୍ଧନ
35. ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା
36. ଦୀପାବଳି ଓ ଓଡିଶାରେ କାଳୀ ପୂଜା
37. କାର୍ତ୍ତିକ ମାସ ଓ ରାଇ ଦାମୋଦର ବ୍ରତ
38. ଜ୍ୟେଷ୍ଠାୟ ନମଃ, ଶ୍ରେଷ୍ଠାୟ ନମଃ
39. ମକର ସଂକ୍ରାନ୍ତି ଓ ଶ୍ରୀଜୀଉଙ୍କ ମକର ଚଉରାଶି
40. ମାଘ ମାସ ଓ ମାଘ ପୂର୍ଣ୍ଣମୀ
ଅଗ୍ରପୂଜ୍ୟ ଶ୍ରୀଗଣେଶ
ଅଗ୍ରପୂଜ୍ୟ ହେଉଛନ୍ତି ଶ୍ରୀଗଣେଶ । ପ୍ରତ୍ୟେକ ଶୁଭକର୍ମର ପ୍ରାରମ୍ଭରେ ଶ୍ରୀଗଣେଶଙ୍କୁ ଆବାହନ କରାଯାଏ । ହିନ୍ଦୁ ପଞ୍ଚଦେବତାଙ୍କ ମଧ୍ୟରେ ଶ୍ରୀଗଣେଶ ଅନ୍ୟତମ । ବିଦ୍ୟାଦାତା, ବିଘ୍ନ ବିନାଶକ ଭାବେ ସେ ସକଳ ପୂଜିତ । ଭାଦ୍ରବ ମାସ ଶୁକ୍ଳ ଚତୁର୍ଥୀ ତିଥିରେ ବିନାୟକଙ୍କୁ ପୂଜା କରାଯାଏ । ଗଣେଶ ହେଉଛନ୍ତି ମାତା ପାର୍ବତୀ ଓ ପ୍ରଭୁ ଶିବଶଙ୍କରଙ୍କ ପୁତ୍ର । ଗଣେଶ ଗଜାନନ ରୂପରେ ହିଁ ସର୍ବତ୍ର ପରିଚିତ । ସେ ହେଉଛନ୍ତି ବୁଦ୍ଧି, ବିଦ୍ୟା ବା ଜ୍ଞାନର ଦେବତା, ବିଦ୍ୟାଦାତା । ସେ ପ୍ରତ୍ୟେକ ପୂଜାର ପ୍ରାରମ୍ଭରେ ପୂଜିତ ଓ ବିଦ୍ୟାରମ୍ଭରେ ମଧ୍ୟ ତାଙ୍କରି ଆବାହନ କରାଯାଇଥାଏ । ଶାସ୍ତ୍ର ଅନୁସାରେ ଗଣେଶଙ୍କର ଦ୍ୱାଦଶ ନାଁ ରହିଛି । ସେହି ନାଁଗୁଡିକ ମଧ୍ୟରେ - ଏକଦନ୍ତ, କୃଷ୍ଣପିଙ୍ଗାକ୍ଷ, ଗଣପତି, ଗଜବକ୍ର, ଗଜାନନ, ବକ୍ରତୁଣ୍ଡ, ବିକଟ, ବିଘ୍ନରାଜେନ୍ଦ୍ର, ବିନାୟକ, ଧୂମ୍ରବର୍ଣ୍ଣ, ଭାଲଚନ୍ଦ୍ର, ଲମ୍ବୋଦର ଆଦି । ଏତଦବ୍ୟତୀତ ଗଣେଶଙ୍କ ଅନ୍ୟ କେତେକ ନାମ ମଧ୍ୟରେ ରହିଛି - ସୁମୁଖ, ବିଘ୍ନହର୍ତ୍ତା, ବିଘ୍ନହର, ଧୂମ୍ରକେତୁ, ଗଣାଧ୍ୟକ୍ଷ, ବ୍ରହ୍ମଣସ୍ପତୀ, ମୟୂରେଶ୍ୱର, ବିଘ୍ନେଶ୍ୱର ଓ ଶୂର୍ପକର୍ଣ ଇତ୍ୟାଦି । ଗଣେଶ ଆଦି ଦେବ ଭାବରେ ପରିଚିତ । ସେ ସବୁ ଯୁଗରେ ଅବତାର ଗ୍ରହଣ କରିଛନ୍ତି । ସେଥିପାଇଁ ତ ତାଙ୍କ ବନ୍ଦନାରେ କୁହାଯାଏ - ବକ୍ରତୁଣ୍ଡଂ ମହାକାୟ ସୂର୍ୟ କୋଟି ସମପ୍ରଭ । ନିର୍ବିଘ୍ନମ୍ କୁରମେ ଦେବ ସର୍ବ କାର୍ଯ୍ୟେଷୁ ସର୍ବଦା ।
ଶିବ ପୁରାଣ ଅନୁଯାୟୀ
"ଅଗ୍ରପୂଜ୍ୟ ଶ୍ରୀଗଣେଶ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |