1. ନାଗ ପଞ୍ଚମୀ: ଜାଣନ୍ତୁ ନାଗ ପୂଜାର ପରମ୍ପରା ସମ୍ପର୍କରେ 2. ଆକାଶେ ଉଦେ ନିଶାକର, ଦେବକୀ ଉଦରୁ ବାହାର 3. ଅଗ୍ରପୂଜ୍ୟ ଶ୍ରୀଗଣେଶ 4. ଓଡ଼ିଶାର ଏକ ପାରମ୍ପରିକ ଓଷା: ଖୁଦୁରୁକୁଣୀ 5. ସାମାଜିକ ଏକତାର ପର୍ବ: ନୂଆଖାଇ 6. ନିର୍ମାଣ ଏବଂ ସୃଷ୍ଟିର ଦେବତା: ଦେବଶିଳ୍ପୀ ବିଶ୍ୱକର୍ମା 7. ଓଡ଼ିଶାର ନିଆରା ଲକ୍ଷ୍ମୀ ବ୍ରତ: ସୁଦଶା ବ୍ରତ 8. ପିତୃପକ୍ଷ ଓ ମହାଳୟା ଶ୍ରାଦ୍ଧ 9. ଶାରଦୀୟ ଦୁର୍ଗା ପୂଜା 10. କୃଷିଭିତ୍ତିକ ପର୍ବ ଗର୍ଭଣା ସଂକ୍ରାନ୍ତି 11. ଅଁଳା ନବମୀ ଓ ରାଧାପାଦ ଦର୍ଶନ 12. ପଞ୍ଚୁକ ବ୍ରତ ଓ ବଡ଼ ଓଷା 13. କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ 14. ଧନୁ ସଂକ୍ରାନ୍ତି ଓ ପହିଲି ଭୋଗ ନୀତି 15. ଓଡ଼ିଆ ଜନଜୀବନରେ ମାଣବସା ଗୁରୁବାର ଓଷା 16. ଶାନ୍ତି ଓ ଐକ୍ୟର ପର୍ବ: ବଡ଼ଦିନ 17. ବକୁଳ ଅମାବାସ୍ୟା 18. ଶାମ୍ବ ଦଶମୀ ଓ ସୂର୍ଯ୍ୟ ପୂଜା 19. ବସନ୍ତ ପଞ୍ଚମୀ 20. ଏକ ପବିତ୍ର ତିଥି - ମାଘ ସପ୍ତମୀ 21. ଶୈବଧର୍ମ ଓ ଶିବରାତ୍ରି 22. ଦୋଳ ପୂର୍ଣ୍ଣିମା 23. ରଙ୍ଗ ଓ ପ୍ରେମର ପର୍ବ: ହୋଲି 24. ଚଇତି ମଙ୍ଗଳବାର: ପନ୍ଥେଇ ପୂଜା 25. ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରା 26. ରାମ ନବମୀର ମହତ୍ତ୍ବ 27. ଓଡ଼ିଆଙ୍କର ଆଦ୍ୟ ପର୍ବ: ପଣା ସଂକ୍ରାନ୍ତି 28. ଚଇତି ପରବ 29. ଓଡ଼ିଆ ପରମ୍ପରାରେ ଅକ୍ଷୟ ତୃତୀୟା 30. ବୁଦ୍ଧ ଜୟନ୍ତୀ ଓ ଚନ୍ଦନ ପୂର୍ଣ୍ଣିମା 31. ପବିତ୍ର ସାବିତ୍ରୀ ବ୍ରତ 32. ରଜ ପର୍ବକୁ ନେଇ କିଛି କଥା 33. ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର 34. ଭାଇ ଭଉଣୀ ମଧ୍ୟରେ ଅତୁଟ ବନ୍ଧନର ପ୍ରତୀକ - ରକ୍ଷା ବନ୍ଧନ 35. ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା 36. ଦୀପାବଳି ଓ ଓଡିଶାରେ କାଳୀ ପୂଜା 37. କାର୍ତ୍ତିକ ମାସ ଓ ରାଇ ଦାମୋଦର ବ୍ରତ 38. ଜ୍ୟେଷ୍ଠାୟ ନମଃ, ଶ୍ରେଷ୍ଠାୟ ନମଃ 39. ମକର ସଂକ୍ରାନ୍ତି ଓ ଶ୍ରୀଜୀଉଙ୍କ ମକର ଚଉରାଶି 40. ମାଘ ମାସ ଓ ମାଘ ପୂର୍ଣ୍ଣମୀ

ପିତୃପକ୍ଷ ଓ ମହାଳୟା ଶ୍ରାଦ୍ଧ

ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦଠାରୁ ଅମାବାସ୍ୟା ପର୍ଯ୍ୟନ୍ତ କାଳ ବା ପକ୍ଷକୁ ପିତୃପକ୍ଷ କୁହାଯାଏ । ଏହି ସମୟ ପିତୃ ଉପାସନାର ପ୍ରକୃଷ୍ଟ ସମୟ ବୋଲି ଶାସ୍ତ୍ରରେ ଉଲ୍ଲେଖ ଅଛି । କୁହାଯାଏ ଯେ, ଏହି ସମୟରେ ପିତୃଲୋକର ସବୁ ଅତୃପ୍ତ ପ୍ରେତ, ପ୍ରେତତ୍ୱରୁ ମୁକ୍ତି ପାଇଥାନ୍ତି । ଯଦି ପୁତ୍ର ବା ବଂଶଜମାନେ ଏହି ସମୟରେ ତିଳ ତର୍ପଣ ନ କରନ୍ତି ତେବେ ପିତୃପୁରୁଷମାନେ ଅଭିଶାପ ପ୍ରଦାନ କରନ୍ତି । ଭାଦ୍ରବ ମାସ ପୂର୍ଣିମାଠାରୁ ଆଶ୍ୱିନ ଅମାବାସ୍ୟା ପର୍ଯ୍ୟନ୍ତ ୧୫ ଦିନ ଯାଏଁ ପିତୃପକ୍ଷ ପାଳନ ହୁଏ । ଚତୁର୍ଦ୍ଦଶୀ ଯାଏଁ ତର୍ପଣ କଲାପରେ ଅମାବାସ୍ୟା ଦିନ ପିଣ୍ଡ ଦାନ କରାଯାଏ । ଏହି ୧୫ ଦିନ ମଧ୍ୟରେ ଯେକୌଣସି ଦିନ ଶ୍ରାଦ୍ଧ ଦିଆଯାଇପାରେ । ଆଶ୍ୱିନ ମାସର ପ୍ରଥମ ପକ୍ଷ ବା ପିତୃ ପକ୍ଷରେ ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ "ପିତୃପର୍ବ" ମଧ୍ୟ କୁହାଯାଏ । ଶ୍ରାଦ୍ଧ କହିଲେ ଆମେ ପୂର୍ବପୁରୁଷଙ୍କୁ ପ୍ରତି ଶ୍ରଦ୍ଧା ଓ ସମ୍ମାନକୁ ବୁଝୁ । ଶ୍ରାଦ୍ଧ ଦିବସରେ ଶୁଦ୍ଧପୂତ ଅନ୍ତରରେ ଭକ୍ତି ସହକାରେ ସ୍ନାନପୂର୍ବକ ଦେବଗଣ, ଋଷିଗଣ, ପିତୃ ତଥା ମାତୃଗଣଙ୍କୁ ତିଳ-ତଣ୍ଡୁଳ ମିଶ୍ରିତ ଜଳ ଦାନ କରାଯାଏ । ଏହାକୁ ତର୍ପଣ ବା ତର୍ପଣ ଶ୍ରାଦ୍ଧ କହନ୍ତି । ହିନ୍ଦୁ ପରମ୍ପରାରେ ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକାଧିକ ଶ୍ରାଦ୍ଧ କର୍ମ କରାଯାଏ । ସେସବୁ ମଧ୍ୟରେ

"ପିତୃପକ୍ଷ ଓ ମହାଳୟା ଶ୍ରାଦ୍ଧ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |