1. 'ନୀଳାଦ୍ରିବିଜେ' ଓ ରସଗୋଲା ଦିବସ
2. ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: କେବେ ଓ କାହିଁକି ହୁଏ ପାଳିତ
3. ପ୍ରେମ ଓ ପ୍ରେମଦିବସ
4. ମାତୃଭାଷାରେ ଚିନ୍ତନ, ସର୍ଜନ ଓ ଜୀବନ
5. ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ
6. ଓଡ଼ିଆ ମନ ଓଡ଼ିଆ ପ୍ରାଣ, ବୁଝେ ପଖାଳ କଂସା
7. ଓଡ଼ିଶାବାସୀଙ୍କ ଅସ୍ମିତା ଓ ସ୍ୱାଭିମାନ: ଉତ୍କଳ ଦିବସ
8. ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ
9. ନ୍ୟାସନାଲ ଟେକ୍ନୋଲୋଜି ଡେ: କିଛି କଥା
10. ମାନବତା ପାଇଁ ଯୋଗ
11. ଜାତୀୟ ଆମ୍ବ ଦିବସକୁ ନେଇ କିଛି କଥା
12. ସ୍ୱାଧୀନ ଭାରତର ଜନ୍ମତିଥି
13. ହିନ୍ଦୀ ଦିବସ
14. ଭାରତୀୟ ଡାକ ଦିବସ
15. ପୁରୁଷଙ୍କ ପାଇଁ ଦିନଟିଏ
16. ଜାତୀୟ ଦୁଗ୍ଧ ଦିବସ - କାହିଁକି ହୁଏ ପାଳନ
17. ହକିର ଯାଦୁଗର: ମେଜର ଧ୍ୟାନଚାନ୍ଦ
'ନୀଳାଦ୍ରିବିଜେ' ଓ ରସଗୋଲା ଦିବସ
ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳା ସତରେ ଅଦ୍ଭୁତ । ଘୋଷଯାତ୍ରାର ଅନ୍ତିମ ପର୍ବ ହେଉଛି ‘ନୀଳାଦ୍ରିବିଜେ’। ଶ୍ରୀଗୁଣ୍ଡିଚା ମନ୍ଦିରରେ ରହଣି ପରେ, ବାହୁଡ଼ା ଦଶମୀ ଦିନ ଠାକୁରମାନେ ଶ୍ରୀମନ୍ଦିରର ସିଂହଦ୍ୱାରକୁ ଫେରନ୍ତି । ସୁନାବେଶ ଓ ଅଧରପଣା ପରେ ଚତୁର୍ଦ୍ଧାମୂର୍ତ୍ତି ରତ୍ନସିଂହାସନକୁ ପ୍ରତ୍ୟାବର୍ତ୍ତନ କରନ୍ତି । ଏଣୁ ଏହାକୁ ‘ନୀଳାଦ୍ରି ବିଜୟ’ ବା ‘ନୀଳାଦ୍ରିବିଜେ’ କୁହାଯାଏ । ପୂର୍ବେ ଏହା ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ଅନୁଷ୍ଠିତ ହେଉଥିଲା । ଏବେ ସାଧାରଣତଃ ତ୍ରୟୋଦଶୀ ତିଥିରେ ଅନୁଷ୍ଠିତ ହେଉଛି । ଏହି ଦିନ ରଥ ଉପରୁ ରତ୍ନସିଂହାସନକୁ ବିଜେ କରନ୍ତି ଚତୁର୍ଦ୍ଧାମୂର୍ତ୍ତି ।
ସଂଧ୍ୟା ଧୂପ ସରିବା ପରେ ବିଜେ କାହାଳୀ ବାଜି ଗୋଟି ପହଣ୍ଡି ଆରମ୍ଭ ହୁଏ । ପହଣ୍ଡି ଆରମ୍ଭ ହେବା ପୂର୍ବରୁ ରତ୍ନସିଂହାସନର ତ୍ରିମୁଣ୍ଡିରେ ଚାନ୍ଦୁଆ ବନ୍ଧା ହୁଏ ଓ ଅଖଣ୍ଡ ବଇଠା ବସିଥାଏ । ଠାକୁରମାନେ ଆସିଲାବେଳେ ଜଗମୋହନ ଓ ଶୁଆଶାରୀ ଦେଉଳରେ ପ୍ରସାଦ ଲାଗି, ଘଷା ବିଡ଼ିଆ ମଣୋହି ଓ ବନ୍ଦାପନା ହୁଏ ।
ଶ୍ରୀଜଗନ୍ନାଥ ରଥରୁ ଚାର ଉପରକୁ ଆସିଲେ ଲକ୍ଷ୍ମୀ ଠାକୁରାଣୀ ଦେବଦାସୀଙ୍କ ସହ ଭୋଗ ମଣ୍ଡପକୁ ଆସି ଡମ୍ବରୁ ଉପରେ ବିଜେ କରନ୍ତି । ରଥରେ ଜଗନ୍ନାଥଙ୍କ ବନ୍ଦାପନା ହେଲେ ଲକ୍ଷ୍ମୀଙ୍କ ବନ୍ଦାପନା ହୁଏ । ସେଠାରୁ ଲକ୍ଷ୍ମୀ ଭଣ୍ଡାର ଘରକୁ ବିଜେ କରନ୍ତି । ଶ୍ରୀଜଗନ୍ନାଥ ସିଂହଦ୍ୱାରକୁ ଆସିବା ପୂର୍ବରୁ ଦେବଦାସୀ ଲକ୍ଷ୍ମୀଙ୍କ ପ୍ରତିନିଧି ଭାବରେ ଯାଇ ସିଂହଦ୍ୱାର ବନ୍ଦ କରନ୍ତି । କିନ୍ତୁ
"'ନୀଳାଦ୍ରିବିଜେ' ଓ ରସଗୋଲା ଦିବସ" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ
ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ | ଆପଣ ମାଗଣାରେ ହବ୍ ର ସଦସ୍ୟତା ଗ୍ରହଣ କରିପାରିବେ |