1. ଓଡ଼ିଶାର ପ୍ରଥମ କଥାକୁହା ଚଳଚ୍ଚିତ୍ର: 'ସୀତା ବିବାହ’ 2. ସ୍ମୃତିର ପରଦାରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ 'ମାଟିର ମଣିଷ' 3. ସ୍ୱାଧିନତା ପରର ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ଲଳିତା 4. ଚତୁର୍ଥ ଓଡ଼ିଆ କଥାଚିତ୍ର - ‘ସପ୍ତଶଯ୍ୟା’ 5. ଇଂରାଜୀ ଶୀର୍ଷକର ପ୍ରଥମ ଓଡ଼ିଆ ସିନେମା ‘ରୋଲ୍ସ - ୨ - ୮’ 6. ଓଡ଼ିଆ କଥାଚିତ୍ର ‘କନକଲତା’ 7. ପରଦାରେ କୁନ୍ତଳା କୁମାରୀ ଆଚାର୍ଯ୍ୟଙ୍କ ଉପନ୍ୟାସ ‘ଅଦିନ ମେଘ’ 8. ଫକୀରମୋହନ ସେନାପତିଙ୍କ ‘ଛ ମାଣ ଆଠଗୁଣ୍ଠ’ 9. ପ୍ରଥମ ରଙ୍ଗୀନ ଓଡ଼ିଆ ଚଳଚ୍ଚିତ୍ର ‘ଗପ ହେଲେ ବି ସତ’ 10. ଓଡ଼ିଆ ଚଳଚ୍ଚିତ୍ର ‘ସିନ୍ଦୁର ବିନ୍ଦୁ’ 11. ପ୍ରଥମ ଦ୍ୱିଭାଷୀ କଥାଚିତ୍ର ‘ଆମରି ଗାଁ ଝିଅ’ 12. ପ୍ରେମ - ପ୍ରୀତି ଓ ଆତ୍ମୋତ୍ସର୍ଗର ଏକ ଅଭୁଲା ପ୍ରେମକାହାଣୀ: କେଦାର ଗୌରୀ 13. ପ୍ରତିଭା ରାୟଙ୍କ ଉପନ୍ୟାସ ‘ଅପରିଚିତା’ ଆଧାରରେ କଥାଚିତ୍ର -'ଅପରିଚିତା' 14. ବିଜୟିନୀ ଦାସଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘ଟିକେ ହସ ଟିକେ ଲୁହ’ 15. ପୌରାଣିକ ଓଡ଼ିଆ କଥାଚିତ୍ର: ଶ୍ରୀଜଗନ୍ନାଥ 16. ଶ୍ରୀରାମ ପଣ୍ଡାଙ୍କ ଅଭିନୀତ ପ୍ରଥମ କଥାଚିତ୍ର - 'ଧରିତ୍ରୀ' 17. ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ‘ଶ୍ରୀଲୋକନାଥ’ 18. ଓଡ଼ିଆ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପ୍ରଥମ ସିନେମା: ଅଭିମାନ 19. ଗାୟତ୍ରୀ ବସୁ ମଲ୍ଲିକଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘କାବେରୀ’ 20. ବିଦେଶିନୀଙ୍କ ଓଡିଆ କଥାଚିତ୍ର - ପରଦେଶୀ ଚଢ଼େଇ 21. ‘ସୂର୍ଯ୍ୟମୁଖୀ’ ଓ ଲତା ମଙ୍ଗେଶକରଙ୍କ ପ୍ରଥମ ଓଡ଼ିଆ ଗୀତ 22. ନୀରଦ ମହାପାତ୍ରଙ୍କ 'ମାୟା ମିରିଗ' 23. ଓଡ଼ିଆ କଥାଚିତ୍ର ନାରୀ 24. ସ୍ମୃତିର ପରଦାରେ ନବଜନ୍ମ 25. ମ୍ୟୁଜିକାଲ ହିଟ୍ ଯାଯାବର 26. ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡିଆ କଥାଚିତ୍ର ଅରୁନ୍ଧତୀ 27. ଦ୍ୱୈତ ଭୂମିକାର ପ୍ରଥମ ଓଡ଼ିଆ କଥାଚିତ୍ର -‘ଅଭିନେତ୍ରୀ’ 28. ନିତାଇ ପାଲିତଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଭାଇ ଭାଇ’ 29. ଓଡ଼ିଆ ସିନେମାରେ ବର୍ଷା ଛିଟା: କେବେ ପ୍ରେମରେ ମତୁଆଲା ତ କେବେ ବିରହରେ ଆନମନା 30. ଓଡ଼ିଆ ସିନେମାରେ ଦେଶପ୍ରେମର ଛିଟା

ସ୍ୱାଧିନତା ପରର ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ଲଳିତା

ପ୍ରଥମ ଓଡିଆ ଚଳଚ୍ଚିତ୍ର ‘ସୀତା ବିବାହ’ର ଦୀର୍ଘ ବାର ବର୍ଷ ପରେ ପରଦାକୁ ଆସିଥିଲା କଥାଚିତ୍ର ‘ଲଳିତା’ । ୧୯୪୮ ମସିହା ନଭେମ୍ବର ୧ ତାରିଖରେ ଏହି ଚଳଚ୍ଚିତ୍ରଟି ମୁକ୍ତିଲାଭ କରିଥିଲା। । ତେବେ ସ୍ୱାଧିନତା ପରେ ଏହି ଚଳଚ୍ଚିତ୍ରଟି ଥିଲା ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର । ଏହି ସିନେମାରେ ଲୋକନାଥ ମିଶ୍ର, ଉମା ବାନାର୍ଜୀ, ମାଖନଲାଲ ବାନାର୍ଜୀ, ସୁମତି ଦେବୀ, ପଙ୍କଜ ନନ୍ଦ, ଦାମୋଦର ଦାସ, ଗିରିଧାରୀ ପଣ୍ଡା, ନଳିନୀ ତ୍ରିପାଠୀ ଓ ପ୍ରଫୁଲ୍ଲ ସିଂହ ପ୍ରମୁଖ ଅଭିନୟ କରିଥିଲେ । ଗୌରେନ୍ଦ୍ର ପ୍ରତାପ ସିଂଦେଓଙ୍କ ପ୍ରଯୋଜିତ ଓ କଲ୍ୟାଣ ଗୁପ୍ତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି କଥାଚିତ୍ରର କାହାଣୀ, ସଂଳାପ ସହ ଗୀତ ରଚନା କରିଥିଲେ କାଳୀଚରଣ ପଟ୍ଟନାୟକ । ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି, ଓଡ଼ିଶୀ ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ ଥିଲେ କାଳୀଚରଣ ପଟ୍ଟନାୟକ । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ । ଗୌର ଗୌସ୍ୱାମୀ ଓ ସୁରେନ ପାଲଙ୍କ ସଂଗୀତ ନିର୍ଦ୍ଦେଶନାରେ ଏହି ସିନେମାରେ ୭ଟି ଗୀତ ରହିଥିଲା । ଏହି ସିନେମାରେ ଥିବା ସମସ୍ତ ଗୀତଗୁଡିକ ବେଶ୍ ମନଛୁଆଁ । ସୁମତି ଦେବୀ ଏହି ଚଳଚ୍ଚିତ୍ରରେ କଣ୍ଠଦାନ କରିବା ସହ ଅଭିନୟ ମଧ୍ୟ କରିଥିଲେ । ଏହି ଫିଲ୍ମରେ ରହିଥିବା ‘ବସନ୍ତ ଫେରି ଅନା …. ‘ଗୀତରେ ନୀଲିମା ସାନ୍ୟାଲ କଣ୍ଠଦାନ କରିଥିଲେ । ଏହି

"ସ୍ୱାଧିନତା ପରର ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ଲଳିତା" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |