1. ଓଡ଼ିଶାର ପ୍ରଥମ କଥାକୁହା ଚଳଚ୍ଚିତ୍ର: 'ସୀତା ବିବାହ’ 2. ସ୍ମୃତିର ପରଦାରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ 'ମାଟିର ମଣିଷ' 3. ସ୍ୱାଧିନତା ପରର ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ଲଳିତା 4. ଚତୁର୍ଥ ଓଡ଼ିଆ କଥାଚିତ୍ର - ‘ସପ୍ତଶଯ୍ୟା’ 5. ଇଂରାଜୀ ଶୀର୍ଷକର ପ୍ରଥମ ଓଡ଼ିଆ ସିନେମା ‘ରୋଲ୍ସ - ୨ - ୮’ 6. ଓଡ଼ିଆ କଥାଚିତ୍ର ‘କନକଲତା’ 7. ପରଦାରେ କୁନ୍ତଳା କୁମାରୀ ଆଚାର୍ଯ୍ୟଙ୍କ ଉପନ୍ୟାସ ‘ଅଦିନ ମେଘ’ 8. ଫକୀରମୋହନ ସେନାପତିଙ୍କ ‘ଛ ମାଣ ଆଠଗୁଣ୍ଠ’ 9. ପ୍ରଥମ ରଙ୍ଗୀନ ଓଡ଼ିଆ ଚଳଚ୍ଚିତ୍ର ‘ଗପ ହେଲେ ବି ସତ’ 10. ଓଡ଼ିଆ ଚଳଚ୍ଚିତ୍ର ‘ସିନ୍ଦୁର ବିନ୍ଦୁ’ 11. ପ୍ରଥମ ଦ୍ୱିଭାଷୀ କଥାଚିତ୍ର ‘ଆମରି ଗାଁ ଝିଅ’ 12. ପ୍ରେମ - ପ୍ରୀତି ଓ ଆତ୍ମୋତ୍ସର୍ଗର ଏକ ଅଭୁଲା ପ୍ରେମକାହାଣୀ: କେଦାର ଗୌରୀ 13. ପ୍ରତିଭା ରାୟଙ୍କ ଉପନ୍ୟାସ ‘ଅପରିଚିତା’ ଆଧାରରେ କଥାଚିତ୍ର -'ଅପରିଚିତା' 14. ବିଜୟିନୀ ଦାସଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘ଟିକେ ହସ ଟିକେ ଲୁହ’ 15. ପୌରାଣିକ ଓଡ଼ିଆ କଥାଚିତ୍ର: ଶ୍ରୀଜଗନ୍ନାଥ 16. ଶ୍ରୀରାମ ପଣ୍ଡାଙ୍କ ଅଭିନୀତ ପ୍ରଥମ କଥାଚିତ୍ର - 'ଧରିତ୍ରୀ' 17. ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର: ‘ଶ୍ରୀଲୋକନାଥ’ 18. ଓଡ଼ିଆ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ପ୍ରଥମ ସିନେମା: ଅଭିମାନ 19. ଗାୟତ୍ରୀ ବସୁ ମଲ୍ଲିକଙ୍କ ଉପନ୍ୟାସ ଆଧାରରେ ନିର୍ମିତ ସିନେମା ‘କାବେରୀ’ 20. ବିଦେଶିନୀଙ୍କ ଓଡିଆ କଥାଚିତ୍ର - ପରଦେଶୀ ଚଢ଼େଇ 21. ‘ସୂର୍ଯ୍ୟମୁଖୀ’ ଓ ଲତା ମଙ୍ଗେଶକରଙ୍କ ପ୍ରଥମ ଓଡ଼ିଆ ଗୀତ 22. ନୀରଦ ମହାପାତ୍ରଙ୍କ 'ମାୟା ମିରିଗ' 23. ଓଡ଼ିଆ କଥାଚିତ୍ର ନାରୀ 24. ସ୍ମୃତିର ପରଦାରେ ନବଜନ୍ମ 25. ମ୍ୟୁଜିକାଲ ହିଟ୍ ଯାଯାବର 26. ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡିଆ କଥାଚିତ୍ର ଅରୁନ୍ଧତୀ 27. ଦ୍ୱୈତ ଭୂମିକାର ପ୍ରଥମ ଓଡ଼ିଆ କଥାଚିତ୍ର -‘ଅଭିନେତ୍ରୀ’ 28. ନିତାଇ ପାଲିତଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଭାଇ ଭାଇ’ 29. ଓଡ଼ିଆ ସିନେମାରେ ବର୍ଷା ଛିଟା: କେବେ ପ୍ରେମରେ ମତୁଆଲା ତ କେବେ ବିରହରେ ଆନମନା 30. ଓଡ଼ିଆ ସିନେମାରେ ଦେଶପ୍ରେମର ଛିଟା

ଓଡ଼ିଆ ସିନେମାରେ ବର୍ଷା ଛିଟା: କେବେ ପ୍ରେମରେ ମତୁଆଲା ତ କେବେ ବିରହରେ ଆନମନା

ବର୍ଷା ହେଉଛି ମିଳନର ଋତୁ । ବର୍ଷାର ସ୍ପର୍ଶରେ କେତେବେଳେ ମନ ପୁଲକିତ ହୋଇଯାଏ ତ ପୁଣି କେତେବେଳେ ବିରହରେ ଡୁବି ଯାଏ । ମିଳନର ବାର୍ତ୍ତା ନେଇ ଆସିଥିବା ବର୍ଷା କାହାପାଇଁ ପ୍ରେମର ଚିଟାଉ ସାଜେ ତ କାହାପାଇଁ ବେଦନାର କାରଣ । ସେଥିପାଇଁ ତ ବର୍ଷାକୁ ନେଇ ଅନେକ ଗୀତ, କବିତା । ଓଡ଼ିଆ ସିନେମାରେ ବର୍ଷାକୁ ନେଇ ଅନେକ ଗୀତ ସୃଷ୍ଟି ହୋଇଛି । କେତେବେଳେ ବର୍ଷା ମିଳନର ଗାଥା ଗାଇଛି ତ କେତେବେଳେ ବେଦନାର । କେତେବେଳେ ବର୍ଷାର ସ୍ପର୍ଶ ମନରେ ପୁଲକ ସୃଷ୍ଟି କରିଛି ତ କେତେବେଳେ ତାର ଟୋପା ହୃଦୟକୁ ବିଦାରିଛି । ବର୍ଷାକୁ ନେଇ ସିନେମାରେ ଗୀତ କରିବା ଧାରା ବହୁ ପୁରୁଣା । ୧୯୫୯ରେ ମୁକ୍ତିଲାଭ କରିଥିବା ଓଡ଼ିଆ ଚଳଚ୍ଚିତ୍ର ‘ଶ୍ରୀଶ୍ରୀ ମହାଲକ୍ଷ୍ମୀ ପୂଜା’ର ‘ଆକାଶରେ କେତେ ବିଜୁଳି ଚମକେ…’ ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଥମ ବର୍ଷା ଗୀତ । ଏହା ପରଠାରୁ ବର୍ଷାକୁ ନେଇ ସିନେମା ଓ ଗୀତର ଧାରା ଚାଲିଆସିଛି । ଆମ ସମୟର ଓଡ଼ିଆ ସିନେମାରେ ବର୍ଷାକୁ ନେଇ ରହିଥିବା କିଛି ମନମତାଣିଆ ଗୀତକୁ ନେଇ ଏଇ ଉପସ୍ଥାପନା । ୧୯୭୬ ମସିହାରେ ପରଦାକୁ ଆସିଥିବା ଅଭିନେତା ତଥା ନିର୍ଦ୍ଦେଶକ ପ୍ରଶାନ୍ତ ନନ୍ଦଙ୍କ ନିର୍ଦ୍ଦେଶନାରେ ନିର୍ମିତ ସିନେମା ‘ଶେଷ ଶ୍ରାବଣ’ରେ ବର୍ଷାକୁ ନେଇ ଦୁଇଟି ଅତି ଚମତ୍କାର ଗୀତ ରହିଥିଲା । ଏହି ଗୀତଦ୍ବୟ ଆଜିବି ଓଡ଼ିଆ

"ଓଡ଼ିଆ ସିନେମାରେ ବର୍ଷା ଛିଟା: କେବେ ପ୍ରେମରେ ମତୁଆଲା ତ କେବେ ବିରହରେ ଆନମନା" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |