ସମ୍ବଲପୁରୀ ଦିବସ : କିଛି କଥା

ସମ୍ବଲପୁରୀ ଭାଷା ସାହିତ୍ୟର ଜନକ ସ୍ୱର୍ଗତଃ କବି ସତ୍ୟନାରାୟଣ ବୋହିଦାରଙ୍କର ଜନ୍ମଦିନ ଅବସରରେ ପ୍ରତିବର୍ଷ ସମ୍ବଲପୁରୀ ଦିବସ ପାଳିତ ହୁଏ ।


ଆଜି ହେଉଛି ସମ୍ବଲପୁରୀ ଦିବସ । ସମ୍ବଲପୁରୀ ଭାଷା ସାହିତ୍ୟର ଜନକ ସ୍ୱର୍ଗତଃ କବି ସତ୍ୟନାରାୟଣ ବୋହିଦାରଙ୍କର ଜନ୍ମଦିନ ଅବସରରେ ଅଗଷ୍ଟ ୧ରେ ପ୍ରତିବର୍ଷ ସମ୍ବଲପୁରୀ ଦିବସ ପାଳିତ ହୁଏ । ସମ୍ବଲପୁର ଭାଷା ସାହିତ୍ୟକୁ ତାଙ୍କର ଅବଦାନ ପାଇଁ ତାଙ୍କ ଜନ୍ମଦିନକୁ ୨୦୧୩ରୁ ଏହି ଦିବସ ଭାବେ ପାଳନ କରାଯାଉଛି । ଓଡ଼ିଆ ଭାଷାରୁ ଅଲଗା କରି ସମ୍ବଲପୁରୀ ଶୈଳୀକୁ ଏକ ସ୍ୱତନ୍ତ୍ର ଭାଷା ମାନ୍ୟତା ଦେବା ପାଇଁ

"ସମ୍ବଲପୁରୀ ଦିବସ : କିଛି କଥା" ପଢିବା ଜାରି ରଖିବାକୁ, ବର୍ତ୍ତମାନ ଲଗ୍ଇନ୍ କରନ୍ତୁ

ଏହି ପୃଷ୍ଠାଟି କେବଳ ହବ୍ ର ସଦସ୍ୟମାନଙ୍କ ପାଇଁ ଉଦ୍ଧିଷ୍ଟ |

ତ୍ରୁଟି ରିପୋର୍ଟ କରନ୍ତୁ